ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ନୂଆ ସରକାରରେ କାହାକୁ ମିଳିଲା କେଉଁ ବିଭାଗ ?

ଭୁବନେଶ୍ବର: ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ହେଲା। ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ ମିଳିଲା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି
Read More...

ବଦ୍ରିନାଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏସଡିଆରଏଫ ଟିମ୍‌‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହିତ ୯ ଜଣ ଆହତଙ୍କୁ
Read More...

ପୋଲିସକୁ ମୁଖ୍ୟମନ୍ତ୍ରୀ କହିଲେ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର କର

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୈଠକରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ, ଏଡିଜି ଆଇନ ଶୃଙ୍ଖଳା ସଞ୍ଜୟ କୁମାର ପ୍ରମୁଖ ସାମିଲ ଥିଲେ। ଗୁଇନ୍ଦା ନିର୍ଦେଶକ, ଗୁଇନ୍ଦା ଆଇଜି ଓ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ବୈଠକରେ
Read More...

ନବୀନ ହୁଅନ୍ତୁ ବିରୋଧୀ ଦଳ ନେତା: ଅଶ୍ବିନୀ

ଭୁବନେଶ୍ବର: ମୋହନ ମାଝୀ ସରକାର ଶପଥ ନେବାର ୪ ଦିନ ହେଲାଣି। ଏ ଯାଏଁ ମନ୍ତ୍ରୀମାନଙ୍କୁ ବିଭାଗ ମିଳିପାରିନାହିଁ। ସେପଟେ ବିରୋଧୀ ଦଳ ନେତା କିଏ ହେବ, ତାହା ମଧ୍ୟ ସ୍ଥିର ହୋଇନାହିଁ। ଆସନ୍ତା ୨୦ ତାରିଖ ଦିନ ବାଚସ୍ପତି ନିର୍ବାଚନ ହେବ। ଏହା ପୂର୍ବରୁ ବିରୋଧୀ ଦଳ ନେତା ଚୟନ ହୋଇପାରେ
Read More...

ପହଞ୍ଚିଲା ୨ ଓଡ଼ିଆଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର। ମୃତକ ଦୁଇ ଜଣ ହେଲେ କଟକ ଜିଲ୍ଲା ତିଗିରିଆ ଅଞ୍ଚଳର ମହମ୍ମଦ ଜାହୁର ଓ ଅନ୍ୟ ଜଣେ ମୃତକ ଗଞ୍ଜାମ ରଣଝାଲ୍ଲୀ ଗ୍ରାମର ସନ୍ତୋଷ କୁମାର ଗୌଡ଼ । ମୃତଦେହ
Read More...

ନୀତିଶ କୁମାର ଅସୁସ୍ଥ

ବିହାର: ବିହାରରୁ ଆସିଛି ବଡ ଖବର। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ହଠାତ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମେଡିକାଲରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌‌ ତାଙ୍କର ଚିକିତ୍ସା କରୁଥିବା ସୂଚନା ମିଳିଛି। ନୀତିଶଙ୍କ ହାତରେ ହଠାତ ପ୍ରବଳ ଯନ୍ତ୍ରଣା ଅନୁଭବ ହୋଇଥିଲା। ଏହାପରେ
Read More...

ହସ୍ତକ୍ଷେପ କଲେ ମୋହନ, ସ୍ବାଭାବିକ ହେଲା ବସ ଚଳାଚଳ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ, ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର
Read More...

ଏନକାଉଣ୍ଟରରେ ୮ ନକ୍ସଲ ନିପାତ, ଜଣେ ଯବାନ୍ ସହିଦ

ଛତିଶଗଡ: ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲ୍ଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ୍ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ୍ ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଛତିଶଗଡ଼ ବିଜାପୁର ଜିଲ୍ଲାର ଅବୁଝମା ଜଙ୍ଗଲରେ 
Read More...

୧୮ରେ ଖୋଲିବ ସ୍କୁଲ:ପ୍ରଥମ ଦିନରୁ ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର: ରାଜ୍ୟର ସମସ୍ତ ବିଦ୍ୟାଳୟ ଆସନ୍ତା ୧୮ ତାରିଖରେ ଖୋଲିବ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରିକି କେହି ବି
Read More...

ସେନାକୁ ମିଳିଛି ପ୍ରଥମ ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍ ‘ନାଗାସ୍ତ୍ର-୧’

ନୂଆଦିଲ୍ଲୀ: ସେନାକୁ ମିଳିଛି ପ୍ରଥମ ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍ ‘ନାଗାସ୍ତ୍ର-୧’। ଏହି ଡୋନକୁ ଶତ୍ରୁ ପକ୍ଷର ରାଡାର ମଧ୍ୟ ଧରିବାରେ ବିଫଳ ହେବ। ଏବେ ଏୟାର ଷ୍ଟ୍ରାଇକ୍ ପାଇଁ ଆଉ ଫାଇଟର ଜେଟର ଆବଶ୍ୟକତା ପଡ଼ିବ ନାର୍ହିିଁ। ଶତ୍ରୁ ମାଟିରେ ଆତଙ୍କବାଦୀଙ୍କ ଉପରେ ଏୟାର ଷ୍ଟ୍ରାଇକ୍ କରିବାରେ
Read More...