ଦେଶରେ ଲାଗୁ ହେବ ନୂଆ ଭାରତୀୟ ନ୍ୟାୟ ସଂହିତା
ଭୁବନେଶ୍ବର: ଆସନ୍ତା ଜୁଲାଇ ୧ ତାରିଖରୁ ସାରା ଦେଶରେ ଲାଗୁ ହେବ ନୂଆ ଭାରତୀୟ ନ୍ୟାୟ ସଂହିତା। ୧୮୬୦ ମସିହାରୁ ଚାଲିଥିବା ବ୍ରିଟିଶ ନିୟମ ଖୁବଶୀଘ୍ର ଉଠିଯିବ। ଏ ନେଇ କେନ୍ଦ୍ର ଗୃହମନ୍ତ୍ରାଳୟ ସହିତ ଆଲୋଚନା କଲେ ପୋଲିସ ଡିଜିପି ଅରୁଣ ଷଡଙ୍ଗୀ। କେନ୍ଦ୍ର ଗୃହ ସଚିବ ଏନେଇ ସମସ୍ତ ରାଜ୍ୟର!-->…
Read More...
Read More...