ବାଲେଶ୍ୱରରେ ୪ଘଣ୍ଟା କୋହଳ ପରେ ପୁଣି ଫେରିଲା କର୍ଫ୍ୟୁ
ବାଲେଶ୍ବର: ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଅନିର୍ଦ୍ଧିଷ୍ଟକାଳ ପାଇଁ ଜାରି ରହିଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଛି। ବାଲେଶ୍ୱରରେ ସ୍ଥିତିରେ କ୍ରମଶଃ ସୁଧାର ଆସିବାରେ ଲାଗିଛି। ଗତକାଲିଠାରୁ ଜାରି ହୋଇଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଥିଲା। ସକାଳ ୭!-->…
Read More...
Read More...