ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ସାମୂହିକ ଛୁଟିରେ ଅଫିସର,ଜନତା ହଇରାଣ

ଭୁବନେଶ୍ବର: ବିଏମ୍‌ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ପରିସରରେ ମାଡ଼ ଘଟଣା ରାଜ୍ୟର ପ୍ରଶାସନିକ କାର୍ଯ୍ୟରେ ଅଚଳାବସ୍ଥା ସୃଷ୍ଟି କରିଛି। ମୁଖ୍ୟ ଅଭିଯୁକ୍ତ ଗିରଫ ଦାବିରେ ଅଟଳ ଥିବା ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ରାଜ୍ୟରେ
Read More...

ରଥଯାତ୍ରା ଦଳଚକଟା : ମୃତକଙ୍କ ପରିବାରକୁ ମିଳିଲା ସହାୟତା

ପୁରୀ: ପୁରୀ ଶ୍ରାଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁଘଟିଛି। ଏହି ଘଟଣାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମର ବାସନ୍ତୀ ସାହୁଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବରଣ କରିଥିବା ପରିବାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୫ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା
Read More...

କ୍ରମାଗତ ୧୧ତମ ବର୍ଷ ପାଇଁ ଜିନ୍ଦଲ ଫାଉଣ୍ଡେସନ ଦ୍ବାରା ପୁରୀ ରଥଯାତ୍ରାରେ ଭକ୍ତମାନଙ୍କୁ ସେବା

- ନବଯୌବନ ଦର୍ଶନ ଠାରୁ ଆଜି ପର୍ଯ୍ୟନ୍ତ ରଥଯାତ୍ରାରେ ୧୦ ଲକ୍ଷରୁ ଅଧିକ ଭକ୍ତଙ୍କୁ ଅନ୍ନ ସେବା ପ୍ରଦାନ - ସୁନାବେଶ ପର୍ଯ୍ୟନ୍ତ ରଥଯାତ୍ରା ସମୟରେ ୨୦ଲକ୍ଷରୁ ଅଧିକ ଭକ୍ତଙ୍କୁ ଅନ୍ନ ସେବା ପ୍ରଦାନ ଲକ୍ଷ୍ୟ ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାରର ସାମାଜିକ ଶାଖା ଜିନ୍ଦଲ
Read More...

ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ : ସୋଆ ଉପସଭାପତି

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାରେ ଉତ୍କର୍ଷ ଆଣିବାରେ ନର୍ସମାନଙ୍କର ପ୍ରମୁଖ ଭୂମିକା ରହିଥିବା ବେଳେ ସେମାନେ ରୋଗୀ ସେବାର ପ୍ରାଣ କେନ୍ଦ୍ର ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ କହିଛନ୍ତି। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ ଆଣ୍ଡ
Read More...

ମାଷ୍ଟର ମାଇଣ୍ଡକୁ ଗିରଫ କର : ମେୟର ସୁଲୋଚନା ଦାସ

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ମୁହଁ ଖୋଲିଲେ ମେୟର ସୁଲୋଚନା ଦାସ। ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି ମେୟର ସୁଲୋଚନା ଦାସ। ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର। ଆଜି ଅଫିସ୍‌ରେ ବୈଠକ ପରେ କଡ଼ା
Read More...

ଯୋଡ଼ାରେ ଖଣିରୁ ମାଟି ଅତଡ଼ା ଧସି ୩ ମୃତ

କେନ୍ଦୁଝର: ଯୋଡ଼ାରେ ଏକ ବଡ଼ ଅଘଟଣ ଘଟିଛି। ଖଣିରୁ ମାଟି ଅତଡ଼ା ଧସି ୩ ଜଣଙ୍କ ମୃତ୍ୟୁ ହୋଇଛି ଓ କିଛି ଲୋକ ଆହତ ହୋଇଥିବା ଜଣାପଡିଛି । କେନ୍ଦୁଝର ଯୋଡ଼ା ଥାନା ବିଛାକୁଣ୍ଡି ଦଲପାହାଡ଼ରେ ଘଟିଛି ଏହି ବଡ଼ ଅଘଟଣ। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା କାରଣରୁ ମାଟି ଅତଡ଼ା ଧସିଛି। ମୃତ
Read More...

ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରି ବିସ୍ଫୋରଣରେ ୪ ଓଡ଼ିଆ ମୃତ

ତେଲେଙ୍ଗାନା: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ ଘଟଣାରେ ୩୭ରୁ ଊର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ
Read More...

ଶେଖ୍‌ ହସିନାଙ୍କୁ ୬ ମାସ ଜେଲ୍‌ଦଣ୍ଡ

ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବଢିଯାଇଛି। ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ହସିନାଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି।
Read More...

ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି। ଅଶୋକ ଦଣ୍ଡସେନା ୮୦୦ ମିଟର (ପୁରୁଷ ବର୍ଗ)
Read More...

୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର
Read More...