ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

ଭୁବନେଶ୍ୱର: ଜୁନ୍ ୧୦ ପର୍ଯ୍ୟନ୍ତ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀର ଆଗମନ ନେଇ କୌଣସି ସମ୍ଭାବନା ନଥିବା ବେଳେ ରାଜ୍ୟର ଆଭ୍ୟନ୍ତରୀଣ ଓ ପଶ୍ଚିମ ଅଂଚଳର ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)
Read More...

ସମ୍ ହସ୍ପିଟାଲ୍‌ରେ ପେଡିଆଟ୍ରିକ୍ ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ସମ୍ପର୍କିତ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୨୯/୦୫: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଗତ ରବିବାର ପେଡିଆଟ୍ରିକ ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ସମ୍ପର୍କିତ ଏକ କର୍ମଶାଳା ଆୟୋଜିତ ହୋଇଯାଇଥିବା ବେଳେ ଏଥିରେ ପ୍ରାୟ ୧୫୦ ଜଣ ପ୍ରତିନିଧି ସାମିଲ ହୋଇଥିଲେ । କର୍ମଶାଳାରେ ଲକ୍ଷ୍ନୋ
Read More...

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ: ୩ମୃତ, ୩୦ ଆହତ

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ମଡ ଧରଣର ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ନାବାଳକ ସହ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ, ପୁରୀ ନରେନ୍ଦ୍ର୍ର ପୁଷ୍କରଣୀରେ ମହାପ୍ରଭୁଙ୍କ ଭଉଁରି ଖେଳ ବେଳେ ବାଣ
Read More...

ପ୍ରକାଶ ପାଇଲା +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ବର: ପ୍ରକାଶ ପାଇଛି +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। କଳାରେ ପାସ୍‌ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍‌ ହାର ୮୬.୯୩ % ଓ ବାଣିଜ୍ୟର ପାସ୍‌ ହାର ୮୨.୨୭% ରହିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ଗୋଟିଏ
Read More...

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ

କଟକ: ଆଜି ଜଣେ ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ ଘଟିଛି। କଟକ ହାଡ଼ିବନ୍ଧୁ ସ୍କୁଲ୍ ୧୧୪ ନମ୍ବର ବୁଥ୍ ର ମହିଳା ପୋଲିଂ ଅଫିସର ସୁଜାତା ମିତ୍ରଙ୍କ ମୃତ୍ୟୁ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୁଚନା ଦେଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ
Read More...

ଗେମିଂ ଜୋନରେ ନିଆଁ ଲାଗି ୨୪ ଜଣ ଶିଶୁଙ୍କ ମୃତ୍ଯୁ

ରାଜକୋଟ: ଗୁଜୁରାଟର ରାଜକୋଟରେ ଥିବା ଗେମିଂ ଜୋନରେ ନିଆଁ ଲାଗି ୨୪ ଜଣ ଶିଶୁଙ୍କ ମୃତ୍ଯୁ ହୋଇଛି। ଏଥିରେ ଅନେକ ଆହତ ହୋଇଛନ୍ତି। ମୃତ୍ଯୁସଂଖ୍ଯା ବୃଦ୍ଧି ପାଇବା ଆଶଂକା କରାଯାଉଛି। ରାଜକୋଟ ସହରରେ ଥିବା ଟିଆରପି ଗେମିଂ ଜୋନରେ ଭୟଙ୍କର ନିଆ ଲାଗିଥିଲା। ଏହି ଘଟଣା ଶନିବାର ସନ୍ଧ୍ୟାରେ
Read More...

ମେ ୨୬ରେ ମାଟ୍ରିକ ପରୀକ୍ଷାର ଫଳ

କଟକ: ଦଶମ ମାଟ୍ରିକ ପରୀକ୍ଷାର ଫଳ ମେ ୨୬ ତାରିଖ ଦିନ ପ୍ରକାଶ ପାଇବ। ଏନେଇ ଆଜି ବୋର୍ଡ ସଭାପତି ବିଧିବଦ୍ଧ ଭାବରେ ଘୋଷଣା କରିଛନ୍ତି। ପ୍ରଥମ ଥର ପାଇଁ ବିଦ୍ୟାର୍ଥୀ ଫଳ ପ୍ରକାଶନର ୬ ଘଣ୍ଟା ମଧ୍ୟରେ ଡିଜିଟାଲ ମାଟ୍ରିକ ପ୍ରମାଣ ପତ୍ର ପାଇପାରିବେ। ଫଳାଫଳକୁ ନେଇ ଥିବା କୌଣସି ସମସ୍ୟାର ସାମଧାନ
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ

ଝାଡଖଣ୍ଡ: ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଫଳରେ ଜଣେ ମାଓବାଦୀ ନିହତ ହୋଇଥିବାବେଳେ ୩ ଜଣ ଖସିଯିବାରେ ସକ୍ଷମ ହୋଇଛନ୍ତି। ମୃତ ମାଓବାଦୀ ହେଲେ ଝାଡ଼ଖଣ୍ଡ ଖୁଣ୍ଟି ଜିଲ୍ଲା ଅଡ଼କି ଥାନା ଚାରିସିଉଦ ଗାଁର ବୁଧୁରାମ ମୁଣ୍ଡା। ଗୁଳି
Read More...

୨୪ ଘଣ୍ଟା ରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ବାତ୍ୟା , ପଶ୍ଚିମବଙ୍ଗ – ବାଂଲାଦେଶ ମୁହାଁ

ଭୁବନେଶ୍ବର: ଆଜି ସକାଳେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଡିପ୍ରେଶନ ସୃଷ୍ଟି ହୋଇଛି। ଏହା ଏବେ ଉତ୍ତର ପୂର୍ବ ଦିଗ ରେ ଅଗ୍ରସର ହେଉଛି। ଆସନ୍ତା କାଲି ସକାଳେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ବାତ୍ୟା ରୂପ ନେବ। ପରେ ଏହା ଉତ୍ତର ଦିଗ କୁ ଗତି କରି ଭୀଷଣ ରେ ପରିଣତ ହେବ ଏବଂ ୨୬ ତାରିଖ
Read More...

କେମିକାଲ ଫ୍ୟାକ୍‌ଟ୍ରୀ ବିସ୍ଫୋରଣ: ୬ ମୃତ୍ୟୁ, ୨୫ ଆହତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଠାଣେ ଜିଲ୍ଲାର ଡୋମ୍ବିୱଲିରେ ଗୁରୁବାର ଏକ କେମିକାଲ ଫ୍ୟାକ୍‌ଟ୍ରୀରେ ବିସ୍ଫୋରଣ ଘଟି ନିଆଁ ଲାଗିଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ଆହୁରି ଅନେକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି। ତେଣୁ ମୃତାହତଙ୍କ ସଂଖ୍ୟା ବଢ଼ିପାରେ
Read More...