ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହଙ୍କ କାରକେଡ ଉପରକୁ ଗୁଳିମାଡ

ମଣିପୁର: ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ କାରକେଡ ଉପରକୁ ଆକ୍ରମଣ। ଆଜି କାଙ୍ଗପୋକି ଜିଲ୍ଲାର ସଶସ୍ତ୍ର କୁକି ସମ୍ପ୍ରଦାୟର କିଛି ଆକ୍ରମଣକାରୀ ତାଙ୍କ କାରକେଡ ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ ଗୁଳିମାଡ଼ ସମୟରେ କାରକେଡରେ ମୁଖ୍ୟମନ୍ତ୍ରୀ ନ ଥିବା ଜଣାପଡ଼ିଛି।
Read More...

ପଦ ଛାଡିଲେ କଂଗ୍ରେସ ନେତା ଭକ୍ତ ଦାସ

ଭୁବନେଶ୍ବର: କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ରାଜ୍ୟରେ ଉଭୟ ବିଧାନସଭା ଓ ଲୋକସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ ସେ ପଦ ଛାଡ଼ିଛନ୍ତି ।କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ
Read More...

ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ କାହାକୁ କେଉଁ ମନ୍ତ୍ରଣାଳୟ ?

ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ନରେନ୍ଦ୍ର ମୋଦୀ ସୋମବାର ତାଙ୍କ ନୂତନ କ୍ୟାବିନେଟ ସହିତ ପ୍ରଥମ ବୈଠକ କରିଛନ୍ତି। ନୂତନ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ମଧ୍ୟ ମନ୍ତ୍ରଣାଳୟ ବଣ୍ଟନ କରାଯାଇଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ
Read More...

ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ତିନି ପୂରୁଣା ମୁହଁ

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିରେ ଓଡ଼ିଶାର ୩ ସାଂସଦଙ୍କୁ ଗୁରୁତ୍ବ ଦିଆଯାଇଛି। ଓଡ଼ିଆ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଜୁଏଲ ଓରାମ ମଧ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେହିପରି ଓଡ଼ିଶାରୁ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ ମଧ୍ୟ କ୍ୟାବିନେଟ୍‌
Read More...

୩ୟ ଥର ଶପଥ ନେଲେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ
Read More...

ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : କାର୍ତ୍ତିକ ପାଣ୍ଡିଆନ୍‌ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ବିଜେଡିର ପରାଜୟ ପାଇଁ ହାତ ଯୋଡ଼ି କ୍ଷମା ମାଗିଲେ, କହିଲେ ମହାପ୍ରଭୁଙ୍କ କୃପାରୁ ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିଲି ଏବଂ ସଫଳ ହୋଇଛି।
Read More...

ଜୁନ୍‌ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ। ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ ଦଳ ବୈଠକ ବସିବ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ
Read More...

ଆସନ୍ତା ୧୭ ତାରିଖରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବା ନେଇ ସୂଚନା ଆସୁଛି। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ।
Read More...

ରାଜନୀତିରୁ ସନ୍ୟାସ ନେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ବର: ରାଜନୀତିରୁ ସନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା
Read More...

ହାଇକମାଣ୍ଡଙ୍କ ଡ଼ାକରାରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ

ଭୁବନେଶ୍ୱର: ହାଇକମାଣ୍ଡଙ୍କ ଡ଼ାକରାରେ ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା
Read More...