ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ
ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଏକାଠି ପ୍ରକାଶ ପାଇବ କଳା, ବିଜ୍ଞାନ ଓ ବାଣିଜ୍ୟର ଫଳାଫଳ। ସେହିଦିନ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ଅପରାହ୍ନରେ ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।!-->…
Read More...
Read More...