ପ୍ରମୁଖ ଖବର

କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର
ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
DGP ସମ୍ମିଳନୀକୁ ଆତଙ୍କବାଦୀ ଧମକ, ହାଇଆଲର୍ଟରେ ରାଜଧାନୀ ଭୁବନେଶ୍ବର
୧୫ ଦିନ ମଧ୍ୟରେ ଶେଷ ହେବ ସୁଭଦ୍ରା ଯାଞ୍ଚ୍: ଶୁକ୍ରବାରଠାରୁ ମାଲକାନଗିରିରେ ଆରମ୍ଭ
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍‌; ୪ ଯୁବତୀ ଉଦ୍ଧାର
ପୁଣି ହୋଇପାରରେ ଆଳୁ ସଙ୍କଟ, ପଶ୍ଚିମବଙ୍ଗ ସୀମାରେ ଅଟକିଛି ଆଳୁ ଟ୍ରକ୍

ଏକଲବ୍ୟ ମଡେଲ ସ୍କୁଲକୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

କେନ୍ଦୁଝର: ଏକଲବ୍ୟ ମଡେଲ ସ୍କୁଲକୁ ଉଦ୍‌ଘାଟନ କଲେ ମୋଦୀ। କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି।
Read More...

ଶୁକ୍ର ମିଶନ ତାରିଖ ଘୋଷଣା କଲା ଇସ୍ରୋ

ନ୍ୟୁଜ୍ ବ୍ୟୁରୋ: ଶୁକ୍ର ମିଶନ ନେଇ ତାରିଖ ଘୋଷଣା କରିଛି ଇସ୍ରୋ। ଶୁକ୍ର ଗ୍ରହ ପାଇଁ ‘ଶୁକ୍ର ଅର୍ବିଟର୍ ମିଶନ୍’ ଘୋଷଣା କରାଯାଇଛି। ଏହି ମିଶନ ୨୮ ମାର୍ଚ୍ଚ ୨୦୨୮ରେ ଆରମ୍ଭ ହେବ ଏବଂ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଚାଲିବ। ଏହାକୁ ଶୁକ୍ରଯାନ-୧ ବୋଲି କୁହାଯାଉଛି । ଏହି ମିଶନର ଲକ୍ଷ୍ୟ ହେଉଛି
Read More...

ମୈତ୍ରୀ ବିହାର ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି କମିଶନର ଏସ୍‌.ଦେବଦତ୍ତ ସିଂହ। ତେବେ ଘଟଣାରେ ୨ ଜଣ ନୁହେଁ ବରଂ ୩ ଜଣଙ୍କର ସଂପୃକ୍ତି ଥିବା ନେଇ ସ୍ପଷ୍ଟ କରିଛନ୍ତି କମିଶନରେଟ
Read More...

ଆଗକୁ ବିଜେଡି ଖାଲି ହୋଇଯିବ: ମନମୋହନ ସାମଲ

ଭୁବନେଶ୍ବର; ବିଜେପିରେ ମିଶିବା ପାଇଁ ଆବେଦନ କରିଛନ୍ତି ବିଜେଡି ନେତା। ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି ଗଣମାଧ୍ୟମ ସାମ୍ନାରେ ଏମିତି ଏକ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସଭାପତି
Read More...

ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର

ମୁଜାଫରପୁର: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ହେଲିକପ୍ଟରଟି ବନ୍ୟା ପାଣିକୁ ଖସିପଡ଼ିଛି। ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ ଯାଉଥିବାବେଳେ ହେଲିକପ୍ଟରଟି ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁର ଠାରେ ଦୁର୍ଘଟଣାଗ୍ରସ୍ତ
Read More...

ପୁଣେରେ ହେଲିକପ୍ଟର ଦୁର୍ଘଟଣା, ୩ ମୃତ

ପୁଣେ: ମହାରାଷ୍ଟ୍ର ପୁଣେରେ ହେଲିକପ୍ଟର ଦୁର୍ଘଟଣା। ମହାରାଷ୍ଟ୍ର ପୁଣେରେ ଏକ ପ୍ରାଇଭେଟ ହେଲିକପ୍ଟର କ୍ରାଶ ହୋଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ହେଲିକପ୍ଟରଟି ପୂରା ଖଣ୍ଡ ଖଣ୍ଡ ହୋଇଯାଇଛି। ଏଥିରେ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ପାଇଲଟ ଓ ୨ ଜଣ ଇଂଜିନିୟର ଥିବା
Read More...

ବଦଳିଲା ୟୁନିଫର୍ମ ରଙ୍ଗ, ସବୁଜ ବଦଳରେ ପିନ୍ଧିବେ ବାଦାମୀ ରଙ୍ଗ ଡ୍ରେସ

ଭୁବନେଶ୍ବର: ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ। ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ର। ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ
Read More...

ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ

ସମ୍ବଲପୁର:ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ । ଦୋଷୀ ପ୍ରଶାନ୍ତ ବଘାରକୁ ଫାଶି ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ। ୨୦୨୨ ଜମନକିରା ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ, ହତ୍ୟା ପାଇଁ ଘଟଣାରେ ଗିରଫ ହୋଇଥିଲେ ପ୍ରଶାନ୍ତ। ନାବାଳିକାକୁ ହତ୍ୟା
Read More...

ମାହାଙ୍ଗା ଡବଲ ମର୍ଡର ମାମଲା : ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ
Read More...

ହବିଷ୍ୟାଳୀଙ୍କ ପାଇଁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କଲେ ସରକାର

ଭୁବନେଶ୍ବର;ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀ ମାନଙ୍କର ବ୍ରତ ପାଳନ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି । ଏନେଇ ଧନରାଶି ଅନୁମୋଦନ ହେବା ସହିତ ହବିଷ୍ୟାଳୀ ମା’ ମାନଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ
Read More...