ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ଭାରତୀୟ ହକି ଟିମର ପ୍ରତି ଖେଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ପ୍ରତି ଖୋଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖେଳାଳିଙ୍କ ସହ ଦଳର ଅନ୍ୟ ସପୋର୍ଟ ଷ୍ଟାଫଙ୍କ ଲାଗି ମଧ୍ୟ ୫ ଲକ୍ଷ ଟଙ୍କା
Read More...

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୨୨ ଗବେଷକ

ଭୁବନେଶ୍ୱର, ୦୬/୧୦: ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୨ ଜଣ ବିଶିଷ୍ଟ ଗବେଷକ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି । ୨୦୨୩ ନିମନ୍ତେ ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ
Read More...

ସିଆଲୋଏଣ୍ଡୋସ୍କୋପି ମାଧ୍ୟମରେ ଲାଳଗ୍ରନ୍ଥିରେ ଥିବା ବ୍ୟାଧିର ଚିକିତ୍ସା କଲେ ସମ୍ ସର୍ଜନ

ଭୁବନେଶ୍ୱର, ୦୬/୧୦: ଅତ୍ୟାଧୁନିକ ଚିକିତ୍ସା ପଦ୍ଧତି ସିଆଲୋଏଣ୍ଡୋସ୍କୋପି ଯାହାକି ଏକ ମିନିମାଲି ଇନ୍‌ଭାସିଭ ପ୍ରକ୍ରିୟା ତାହା ମାଧ୍ୟମରେ ଜଣେ ଯୁବକଙ୍କର ଲାଳଗ୍ରନ୍ଥିରେ ସମସ୍ୟାର ପରୀକ୍ଷଣ ଓ ଚିକିତ୍ସା କରି ତାଙ୍କର ସବ୍‌ମାଣ୍ଡିବୁଲାର ଡକ୍ଟରୁ ୨୭ଟି ପଥର କାଢ଼ିବାରେ ସଫଳ ହୋଇଛନ୍ତି ସମ୍
Read More...

ସିକିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟା ରଚିଛି ତାଣ୍ଡବ

ସିକିମ: ପ୍ରବଳ ବର୍ଷା ଯୋଗୁ ସିକିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟା ବିଭୀଷିକା ପରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେନା ଓ ଏନଡିଆରଏଫ୍ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ନିଖୋଜ ଯବାନଙ୍କୁ ଖୋଜିବା କାର୍ଯ୍ୟ ଜାରି ରହିଛି । ସେପଟେ ସିକିମ ବନ୍ୟାରେ ମୋଟ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା
Read More...

ମାଓ ଦମନ ନେଇ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ

ନୂଆଦିଲ୍ଲୀ: ଦିଲ୍ଲୀରେ ମାଓ ଦମନ ଉପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ମାଓ ଦମନ କ୍ଷେତ୍ରରେ ଓଡ଼ିଶା ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ବଖାଣିଥିଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ତା ସହିତ ୧୦ଟି ମାଓ ପ୍ରଭାବିତ
Read More...

ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ: ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ଲଢ଼ିଥିବା ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର। ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବି‌ରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ
Read More...

ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ଡେଣ୍ଟାଲ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଛାତ୍ରୀ ଜଣଙ୍କ ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିଲେ। ସେ ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି।
Read More...

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ

ନୂଆଦିଲ୍ଲୀ: କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ। ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ ରହିଥିବା ସୂଚନା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ। ଆରବିଆଇର ମନିଟାରୀ ପଲିସି କମିଟି ବୈଠକ ପରେ ରେପୋ ରେଟକୁ ପୂର୍ବଭଳି ୬.୫ପ୍ରତିଶତରେ
Read More...

ଏଣିକି ୬୦୦ ଟଙ୍କାରେ ମା ମାନେ ପାଇବେ ରୋଷେଇ ଗ୍ୟାସ

ନୂଆଦିଲ୍ଲୀ: ପାର୍ବଣରେ ମାଆ ମାନଙ୍କୁ ଖୁସି କରାଇଲେ ମୋଦି। ପୁଣି ୧୦୦ ଟଙ୍କା ଶସ୍ତା ହେଲା ଉଜ୍ଜ୍ଵଳା ଗ୍ୟାସ ସିଲିଣ୍ଡର। ଏଣିକି ୬୦୦ ଟଙ୍କାରେ ମା ମାନେ ପାଇବେ ରୋଷେଇ ଗ୍ୟାସ। ରାଜ୍ୟବ୍ୟାପୀ ଗରିବ ମହିଳାଙ୍କ ମଧ୍ୟରେ ଖୁସିର ଲହରି। ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ
Read More...

ଆଇସିୟୁରେ ବାଜିବ ଭଜନ

କଟକ: ଏଣିକି ହସ୍ପିଟାଲ ଆଇସିୟୁରେ ବାଜିବ ଭଜନ। ଏହାସହ ବାଜିବ ମଧୂର ଯନ୍ତ୍ର ସଙ୍ଗୀତ। ଆଇସିୟୁରେ ଥିବା ରୋଗୀଙ୍କ ମାନସିକ ଚାପ ପକାଇବା ପାଇଁ ୨୪ଘଂଟା ଇନଷ୍ଟ୍ରୁମେଂଟାଲ ମ୍ୟୁଜିକ୍ ଓ ଭକ୍ତି ସଙ୍ଗୀତ ବାଜିବ । ମେଡିକାଲ କର୍ତୃପକ୍ଷଙ୍କ ଏହି ପଦକ୍ଷେପ ଦ୍ୱାରା ରୋଗୀଙ୍କ ମନୋବଳ ବଢିବ ଓ ରୋଗୀ
Read More...