ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ପବିତ୍ର ଅଁଳା ନବମୀ ଅବସରେ ଓଡିଆଣୀ ବେଶରେ ରାଧାରାଣୀ

ପୁରୀ: ଆଜି ପବିତ୍ର ଅଁଳା ନବମୀରେ ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ଆରମ୍ଭ ହୋଇଯାଇଛି। ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏଥିପାଇଁ ବଡ଼ି ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଲମ୍ବା ଧାଡ଼ିରେ
Read More...

ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ

ଭୁବନେଶ୍ବର : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ଏମଓୟୁ କାର୍ଯ୍ୟକ୍ରମରେ ନିଜେ ମୁଖ୍ୟମନ୍ତ୍ରୀ ନବୀନ
Read More...

ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି

ଭୁବନେଶ୍ବର: ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି । ଅବସର ପାଇଁ ବଂଶଲଙ୍କୁ ରାଜ୍ୟ ସରକାର ଦେଲେ ଅନୁମତି। ଆସନ୍ତା ଡିସେମ୍ବର ୩୧ ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ ହେଲା ୩୪୯ଟି ନୂଆ ଆମ୍ବୁଲାନ୍ସ

ଭୁବନେଶ୍ଵର: ସ୍ୱାସ୍ଥ୍ୟ ସେବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୪୯ଟି ନୂଆ ଆମ୍ବୁଲାନ୍ସ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରିଛନ୍ତି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ ପ୍ରଥମ ଥର ପାଇଁ ଏତେ ସଂଖ୍ୟକ ଆମ୍ବୁଲାନ୍ସ ରାଜ୍ୟର ମେଡିକାଲ
Read More...

ସୋଆ ଜାଗୋ ପକ୍ଷରୁ ସ୍କୁଲ୍‌ବ୍ୟାଗ୍ ବଂଟନ

ଭୁବନେଶ୍ୱର,୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ( ଆଇଟିଇଆର୍‌) ର ଛାତ୍ରଛାତ୍ରୀମାନଙ୍କର ସାମାଜିକ ଦାୟିତ୍ୱବୋଧର ପ୍ରତୀକ “ଜାଗୋ” କ୍ଳବ୍ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ବସ୍ତି ଅଂଚଳର ଶିଶୁମାନଙ୍କୁ ସ୍କୁଲ୍ ବ୍ୟାଗ
Read More...

ଆସନ୍ତା କାଲିଠୁ ରୋପ୍‌ୱେର ମଜା ନେବେ ପର୍ଯ୍ୟଟକ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନୂତନ ଜ୍ଞାନକୈାଶଳରେ ନିର୍ମିତ ହୋଇଥିବା ରୋପଓ୍ବେକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଲୋକାର୍ପିତ କରିଛନ୍ତି। ଆସନ୍ତାକାଲି ଠାରୁ ପର୍ଯ୍ୟଟକମାନେ ଏହି ସୁବିଧା ନେଇ ପାରିବେ। ଏନେଇ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସରିଛି। ୧୩ କୋଟିରୁ
Read More...

ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର:  ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ । ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ ଦାୟିତ୍ୱ ମିଳିବା ପରେ ସୁରେଶ ମହାପାତ୍ରଙ୍କୁ ଓଇଆରସି ଅଧ୍ୟକ୍ଷ ପଦରୁ
Read More...

ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ପ୍ରବେଶ କଲା ଭାରତ

ମୁମ୍ବାଇ: ଚଳିତ ବିଶ୍ବକପରେ ସମସ୍ତ ମ୍ୟାଚ୍ ଜିତିବା ସହ ଫାଇନାଲରେ ପ୍ରବେଶ କରିଛି ଭାରତ। ନ୍ୟୁଜିଲାଣ୍ଡକୁ  ୭୦ ରନରେ ହରାଇଲା ରୋହିତ ବାହିନୀ । ମହମ୍ମଦ ସାମିଙ୍କ ଘାତ ବୋଲିଂ ଦଳକୁ ବିଜୟର ସ୍ବାଦ ଚଖାଇଛି । ସାମି ୭ଟି ଓ୍ବିକେଟ ଅକ୍ତିଆର କରିଛନ୍ତି । ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ
Read More...

ଭିଏତନାମ ଓ ସୋଆ ମଧ୍ୟରେ ଶିକ୍ଷାକ୍ଷେତ୍ରରେ ବୁଝାମଣା

ଭୁବନେଶ୍ୱର, ୧୫/୧୧ : ଶିକ୍ଷା ଓ ପ୍ରଶିକ୍ଷଣ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଭିଏତନାମର ଭିନ୍ ଲଙ୍ଗ୍ ପ୍ରଦେଶର ଶିକ୍ଷା ଓ ପ୍ରଶିକ୍ଷଣ ବିଭାଗ ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ଏକ ବୁଝାମଣାପତ୍ର ସ୍ୱାକ୍ଷରିତ କରିଛି । ଏହି
Read More...

ସୋଆ ‘କ୍ରିଏଟିଭୋ’ ପକ୍ଷରୁ ଶିଶୁ ଦିବସରେ “ଉର୍ଜା- ୨୦୨୩”

ଭୁବନେଶ୍ୱର, ୧୫/୧୧ : ଶିଶୁମାନେ ଗୋଟିଏ ଜାତିର ହୃତପିଣ୍ଡ । ଶିଶୁ ମାନଙ୍କ ମଧ୍ୟରେ ଲୁଚିରହିଥିବା ପ୍ରତିଭାର ବିକାଶ ହିଁ ଗୋଟିଏ ଦେଶ ବା ଜାତିକୁ ଅଗ୍ରଗାମୀ କରିପାରିବ । ଆମେ ସମସ୍ତେ ଶିଶୁମାନଙ୍କ ସର୍ବାଙ୍ଗୀନ ଉନ୍ନତି ଦିଗରେ କାର୍ଯ୍ୟକରିବା ଉଚିତ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)
Read More...