ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ପ୍ରିନ୍ସପାଲ

ବଲାଙ୍ଗିରୀ: ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍। ଜମା କରିଛନ୍ତି ପୁଳା ପୁଳା ସମ୍ପତ୍ତି। ଆଜି ଭିଜିଲାନ୍ସ ରେଡ୍ ବେଳେ ଏହା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଏଯାଏ ତାଙ୍କର ପୁରୀରେ ୧୬ଟି
Read More...

ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତୀ ଦିନ ଏହା ଲଘୁଚାପର ରୂପ ନେଇପାରେ ବୋଲି ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)
Read More...

ସୋଆ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ବୋନ୍ ସ୍କ୍ରୁ ପ୍ରକ୍ରିୟାରେ ଆହତ ଗାଈର ଚିକିତ୍ସା

ଭୁବନେଶ୍ୱର, ୯ ନଭେମ୍ବର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବାଣ୍ଡ୍ରୀ (ଆଇଭିଏସ୍‌ଏଏଚ୍‌) କ୍ଳିନିକାଲ୍ କଂମ୍ପେ୍ଳକ୍ସ (ଠଉଉ) ଠାରେ ସଫଳତାର ସହ ଗୋଟିଏ ଗାଈର ଅସ୍ତ୍ରୋପଚାର କରାଯାଇଛି । ଗାଈଟିର ଡାହାଣ ପାଶ୍ୱର୍
Read More...

ଜେଲରୁ ମୁକୁଳିଲେ ପ୍ରଯୋଜକ ସଞ୍ଜୟ ନାୟକ

ଭୁବନେଶ୍ୱର: ମହିଳା ସାମ୍ବାଦିକଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକ ଆଜି କୋର୍ଟରୁ ଜାମିନ ପାଇବା ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି। ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ ଟୁଟୁ ନାୟକଙ୍କୁ ୫୦ ହଜାର ଟଙ୍କା ଓ ଜଣେ ଜାମନଦାର ବଦଳରେ
Read More...

ମେମୁ ପାସେଞ୍ଜର ଟ୍ରେନ ଲାଇନଚ୍ୟୁତ

ଝାରସୁଗୁଡା: ପୁଣି ଟ୍ରେନ୍ ଲାଇନଚ୍ୟୁତ। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ବେଳେ ମେମୁ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସରଲା ନିକଟରେ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ମଇଁଷିକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି।
Read More...

ପଞ୍ଚଭୂତରେ ବିଲିନ ହେଲା ମହେଶ୍ବରଙ୍କ ମରଶରୀର

ପୁରୀ: ବରିଷ୍ଠ ବିଜେଡି ନେତା ତଥା ଓଡ଼ିଶାର ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ସରିଲା ଶେଷକୃତ୍ୟ । ପଞ୍ଚଭୂତରେ ବିଲିନ ହେଲା ମହେଶ୍ବରଙ୍କ ମରଶରୀର । ପୁରୀ ସ୍ବର୍ଗଦ୍ବାରରେ ମହେଶ୍ବରଙ୍କ ଅନ୍ତିମ ସଂସ୍କାର କରାଯାଇଛି । ପୁଅ ସୁନିଲ ସୁନିଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି । ଶେଷ
Read More...

ଦୀପାବଳିରେ ଘାତକ ବାଣ ଫୁଟାଇବା ନିଷିଦ୍ଧ

ନୂଆଦିଲ୍ଲୀ: ଏଥର ଦୀପାବଳିରେ ବାଣ ଫୁଟିବନି। ବାୟୁ, ଶବ୍ଦ ପ୍ରଦୂଷଣ ରୋକିବାକୁ  ସାରା ରାଜ୍ୟକୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେବଳ ଦିଲ୍ଲୀ, ଏନସିଆର ନୁହେଁ ସାରା ରାଜ୍ୟରେ କଟକଣା ଲଗାଇଇବାକୁ କୁହାଯାଇଛି। ବାରୁଦରେ ବେରିୟମ ସଲ୍ଟ ମିଶ୍ରିତ ବାଣକୁ
Read More...

ଚିରନିଦ୍ରାରେ ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି

ପୁରୀ: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। । ଗତ ୩୧
Read More...

ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଗିରଫ

ଭୁବନେଶ୍ବର: ଓଡ଼ିଆ ଟିଭି ଚ୍ୟାନେଲ୍‌ର ଜଣେ କାର୍ଯ୍ୟରତ ସାମ୍ବାଦିକା ଦେବସ୍ମିତାଙ୍କୁ ଶୁକ୍ରବାର ଦିନ ମାଡ଼ମାରିବା ମାମଲାରେ ଶନିବାର କମିସନରେଟ୍‌ ପୁଲିସ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ (ଟୁଟୁ)ଙ୍କୁ ଗିରଫ କରିଛି। ଗିରଫ ପୂର୍ବରୁ ଖାରବେଳ ନଗର ଥାନା ପୁଲିସ ଟୁଟୁ ନାୟକଙ୍କୁ ତାଙ୍କର
Read More...

ଏଗ୍‌ଜିମା ଚିକିତ୍ସାର ନୂତନ ଦିଗ ବର୍ତମାନ ଉପଲବ୍ଧ: ବିଶେଷଜ୍ଞ

ଭୁବନେଶ୍ୱର, ୪/୧୧: ବିଶ୍ୱରେ ଗତ ୨୦ ବର୍ଷ ମଧ୍ୟରେ ଏଗ୍‌ଜିମା ଭଳି ଚର୍ମରୋଗ ସମସ୍ୟା ପ୍ରାୟ ଦ୍ୱିଗୁଣିତ ହୋଇ ୪ ପ୍ରତିଶତରୁ ୭.୫ ପ୍ରତିଶତରେ ପହଂଚିଛି । କିନ୍ତୁ ଏହାର ଚିକିତ୍ସା ନିମନ୍ତେ ନୂତନ ଔଷଧ ଓ ନୂତନ ଦିଗ ବର୍ତମାନ ଉପଲବ୍ଧ ଥିବାରୁ ତାହା ଆଶ୍ୱସ୍ତିର କାରଣ ବୋଲି ଶନିବାର ବିଶିଷ୍ଟ
Read More...