ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଚାଇନାରେ ଚମକିଲେ ଓଡ଼ିଆ ପୁଅ କିଶୋର

ଚାଇନା: ଇତିହାସ ରଚିଲେ କିଶୋର ଜେନା। ଏସୀୟ କ୍ରୀଡ଼ାରେ ଜିତିଲେ ରୌପ୍ୟ। ପୁରୁଷ ଜାଭେଲିନ ଥ୍ରୋରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ଜିତିଛି ଭାରତ । ଭାରତର ଖେଳାଳି ନୀରଜ ଚୋପ୍ରା ପୁଣି ଥିରେ ଚାମ୍ପିଅନ ପ୍ରଦର୍ଶନ କରି ସ୍ବର୍ଣ୍ଣ ହାତେଇଚନ୍ତି। ସେ ୮୮.୮୮ ମିଟର ଦୂରକୁ ଜାଭେଲିନ ଫିଙ୍ଗି ସ୍ବର୍ଣ୍ଣ
Read More...

ସୋଆ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ ଆୟୋଜିତ

ଭୁବନେଶ୍ୱର, ଅକ୍ଟୋବର ୩: ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତିତ ସ୍ୱଚ୍ଛ ଭାରତ ଅଭିଯାନ, ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରରେ ସୋଆର ଛାତ୍ରଛାତ୍ରୀମାନେ ଖଣ୍ଡଗିରି ପାହାଡରେ ସଫେଇ କାର୍ଯ୍ୟକ୍ରମ ସହିତ
Read More...

ପୋଖରୀରେ ବୁଡ଼ି ଛାତ୍ର ମୃତ

ଭୁବନେଶ୍ୱର: ବରମୁଣ୍ଡା ମ୍ୟୁନିସିପାଲ କର୍ପୋରେସନ ହାଇସ୍କୁଲର ଛାତ୍ର ଓମ୍ ପ୍ରକାଶ ପ୍ରଧାନ ପୋଖରୀରୁ ବୁଡ଼ି ଯିବାରୁ ତାଙ୍କ ମୃତ୍ୟୁ ହୋଇଛି ।ସେ ବରମୁଣ୍ଡା ଗାଁ ନୀଳକଣ୍ଠେଶ୍ୱର ମନ୍ଦିର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଓମ୍ ବଳିଆ ବାବା ଆଶ୍ରମରେ ରହି ଅଷ୍ଟମ ଶ୍ରେଣୀରେ ପାଠ
Read More...

କାରିକୋ ଓ ଓ୍ବେସମ୍ୟାନଙ୍କୁ ମିଳିବ ନୋବେଲ ପୁରସ୍କାର

ବ୍ୟୁରୋ ନ୍ୟୁଜ୍: ୨୦୨୩ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ମେଡିସିନ ପାଇଁ କ୍ୟାଟଲିନ କାରିକୋ ଓ ଡ୍ରିଉ ୱିସମ୍ୟାନଙ୍କୁ ୨୦୨୩ ବର୍ଷ ପାଇଁ ନୋବେଲ ପୁରସ୍କାର ମିଳିବ । କୋଭିଡ-୧୯ ଭାଇରସର ଭାକ୍ସିନ ବିକାଶରେ ଏହି ଦୁଇ ବୈଜ୍ଞାନିକଙ୍କ ଗବେଷଣା ଫଳପ୍ରଦ ହୋଇଥିବାରୁ ସେମାନଙ୍କୁ
Read More...

ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍

ବରଗଡ଼: ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ। ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି। ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି। ବେସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବରଗଡ଼ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ
Read More...

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥବାଣ୍ଟିବ ସଚେତନତାର ମନ୍ତ୍ର ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା
Read More...

ପ୍ରତିବର୍ଷ ଏମ୍‌ସ ଭୁବନେଶ୍ୱରକୁ ଆସୁଛନ୍ତି ୨୫୦-୩୫୦ ନୂତନ ଶିଶୁ କର୍କଟ ରୋଗୀ

ଶିଶୁ କର୍କଟ ରୋଗୀଙ୍କୁ ଚିକିତ୍ସା ଯୋଗାଇଦେବାରେ ଏମ୍‌ସ ଭୁବନେଶ୍ୱର ହେଉଛି ରାଜ୍ୟର ଏକମାତ୍ର ସରକାରୀ ଅନୁଷ୍ଠାନ ଶିଶୁ କର୍କଟ ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ଏମ୍‌ସ ପକ୍ଷରୁ ୱାକାଥନ୍, ଡାକ୍ତର ଏବଂ ରୋଗୀ/ପିତାମାତାଙ୍କ ସହିତ ଖୋଲା ଆଲୋଚନା ଭଳି ବିଭିନ୍ନ
Read More...

ବଢ଼ିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି

ନୂଆଦିଲ୍ଲୀ: ଅକ୍ଟୋବର ୭ ତାରିଖ ଯାଏ ବଢ଼ିଲା ଦୁଇ ହଜାର ଟଙ୍କିଆ ବଦଳ ଅବଧି। ଏବେ ଅକ୍ଟୋବର ୭ଯାଏ ବ୍ୟାଙ୍କରେ ଜମା ବା ବଦଳା ଯାଇପାରିବ ୨ ହଜାର ଟଙ୍କିଆ ନୋଟ୍ । ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ।
Read More...

ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ: ଆଇନରେ ପରିଣତ ହୋଇଛି ମହିଳା ସଂରକ୍ଷଣ ବିଲ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୋହର ପରେ ସଂସଦରେ ପାରିତ ହୋଇଥିବା ଐତିହାସିକ ମହିଳା ସଂରକ୍ଷିତ ବିଲ୍‌ ଆଜି ଆଇନରେ ପରିଣତ ହୋଇ ଯାଇଛି। ସର୍ବସମ୍ମତିକ୍ରମରେ ମହିଳା ସଂରକ୍ଷଣ ବିଲ୍‌ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉଭୟ
Read More...

ଡ. ଜଷ୍ଟିସ୍‌ ବିଦ୍ୟୁତ୍‌ ରଂଜନ ଷଡ଼ଙ୍ଗୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଡ. ଜଷ୍ଟିସ୍‌ ବିଦ୍ୟୁତ୍‌ ରଂଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। କେନ୍ଦ୍ର ଆଇନ୍‌ ମନ୍ତ୍ରାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର
Read More...