ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଓ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ: ଚଳିତ ବର୍ଷ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ନିର୍ବାଚନ ହେବାକୁ ଯାଉଛି। ଏନେଇ ଆଜି ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିସାରିଛନ୍ତି।ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ
Read More...

ବିବାହ ବନ୍ଧନରେ ବାନ୍ଧି ହେଲେ କ୍ରିକେଟର କୁଲଦୀପ ଯାଦବ

ଉତ୍ତରାଖଣ୍ଡ: ଭାରତୀୟ କ୍ରିକେଟ ଦଳର ପ୍ରମୁଖ ସ୍ପିନର କୁଲଦୀପ ଯାଦବ ତାଙ୍କ ପିଲାଦିନର ବନ୍ଧୁ ଓ ଦୀର୍ଘଦିନର ସାଥୀ ଭାଂଶିକାଙ୍କୁ ବିବାହ କରିଛନ୍ତି। ଗତ ୧୪ ମାର୍ଚ୍ଚରେ ଉତ୍ତରାଖଣ୍ଡର ମସୁରୀ ସ୍ଥିତ ଏକ ଆଲିଶାନ ହୋଟେଲରେ ରାଜକୀୟ ଆୟୋଜନ ମଧ୍ୟରେ ଏହି ବିବାହ ସମ୍ପନ୍ନ ହୋଇଥିଲା।ହିମାଳୟ
Read More...

ହର୍ମୁଜ ପ୍ରଣାଳୀ ପାର କରି ଭାରତ ଆସୁଛି ଏଲପିଜି ବୋଝେଇ ୨ ଜାହାଜ

ନ୍ୟୁଜ୍ ବ୍ୟୁରୋ: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ପରିପ୍ରେକ୍ଷୀରେ ବିଶ୍ୱ ତୈଳ ଓ ଗ୍ୟାସ ଯୋଗାଣ ନେଇ ଚିନ୍ତା ବଢ଼ୁଥିବା ବେଳେ ଭାରତ ପାଇଁ ଏକ ଆଶ୍ୱାସନଦାୟକ ଖବର ସାମ୍ନାକୁ ଆସିଛି। ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ଅତିକ୍ରମ କରି ଭାରତ
Read More...

ଜେଲ୍‌ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ। ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ। ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି
Read More...

ଜିନ୍ଦଲ ପାନ୍ଥର ପକ୍ଷରୁ ‘ଶାନ୍ତ ସିଟି, ସେଫ୍ ସିଟି’ ଅଭିଯାନର ଶୁଭାରମ୍ଭ

ଏକ ସର୍ଭେ ଅନୁସାରେ ଭୁବନେଶ୍ୱରର ୮୭% ବାସିନ୍ଦା ଟ୍ରାଫିକ୍ ଶବ୍ଦକୁ ଏକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ବୋଲି ଭାବନ୍ତି ୭୧% ଲୋକ ଶବ୍ଦ ପ୍ରଦୁଷଣଜନିତ ବିଭ୍ରାଟ ଯୋଗୁଁ ଦୁର୍ଘଟଣା ବା ଦୁର୍ଘଟଣାରୁ ଅଳ୍ପକେ ବର୍ତି ଥିବା ପ୍ରକାଶ କରିଛନ୍ତି। ପ୍ରାୟ ୯୪% ଲୋକ ଏହା ଦ୍ଵାରା ବିରକ୍ତିଭାବ
Read More...

ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରାରେ ବଡ଼ଦାଣ୍ଡରେ ରନ୍ଧାଖାଦ୍ୟ ମନା

ପୁରୀ: ୨୦୨୬ ରଥଯାତ୍ରା ପାଇଁ ପୁରୀ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି। ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ସମୟରେ ବଡ଼ଦାଣ୍ଡରେ ରନ୍ଧା ଖାଦ୍ୟ ନ ବାଣ୍ଟିବାକୁ ନିଆଯାଇଛି ନିଷ୍ପତ୍ତି। ଫଳରେ ବଡ଼ଦାଣ୍ଡରେ ଅଇଁଠା ପତ୍ର, ପାଣି ବୋତଲ ପଡ଼ିବନି। ବଡ଼ଦାଣ୍ଡ
Read More...

୩୦୦ ସ୍କୁଲ ଓ ୩୦ ହସ୍ପିଟାଲ ଗଢ଼ିବ ଆଦାନୀ ଗ୍ରୁପ୍

ନୂଆଦିଲ୍ଲୀ: ଦେଶର ସାମାଜିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆଦାନୀ ଗ୍ରୁପ୍ ବଡ଼ ନିବେଶ ଯୋଜନା ଘୋଷଣା କରିଛି। ଆଗାମୀ ଦଶ ବର୍ଷ ମଧ୍ୟରେ ସାରା ଦେଶରେ ୩୦୦ଟି ସ୍କୁଲ ଓ ୩୦ଟି ଆଧୁନିକ ହସ୍ପିଟାଲ ନିର୍ମାଣ ପାଇଁ ପ୍ରାୟ ୬୦ ହଜାର କୋଟି ଟଙ୍କାର ସାମାଜିକ ନିବେଶ କରିବାକୁ ଗୋଷ୍ଠୀ ପକ୍ଷରୁ
Read More...

ରାଜ୍ୟରେ କଂଗ୍ରେସର ଏପରି ସ୍ଥିତି ପାଇଁ କେବଳ ବିଜେଡି ଦାୟୀ: ସୋଫିଆ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ଆଗରୁ ଖୋଲା ଅସନ୍ତୋଷ ଝାଡିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍। ବିଜେଡି ସହ ବୁଝାମଣାକୁ ନେଇ ବିଷୋଦଗାର କରିଛନ୍ତି ସେ। ରାଜ୍ୟସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କାହାସହ ଆଲୋଚନା ହୋଇନି। ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା।
Read More...

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ବଢ଼ିଲା ବିମାନ ଇନ୍ଧନ ମୂଲ୍ୟ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଲାଗିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ବିମାନ ଇନ୍ଧନ ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଭାରତର କମ୍ ମୂଲ୍ୟର ବିମାନ ସେବା ଯୋଗାଇ ଆସୁଥିବା କମ୍ପାନୀ ଇଣ୍ଡିଗୋ ଆଜିଠାରୁ ଘରୋଇ ଏବଂ ଆନ୍ତର୍ଜାତିକ ବିମାନ ଟିକେଟରେ ୪୨୫ ଟଙ୍କାରୁ ୨୩୦୦ ଟଙ୍କା ପର୍ଯ୍ୟନ୍ତ
Read More...

ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

କଟକ: ବହୁଚର୍ଚ୍ଚିତ ସି-ସୋର ଚିଟଫଣ୍ଡ କେଳେଙ୍କାରୀ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି ମିଳିଛି। ପୂର୍ବରୁ ମିଳିଥିବା ଅନ୍ତରୀଣ ସୁରକ୍ଷାର ସମୟସୀମାକୁ ହାଇକୋର୍ଟ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।ସେହିପରି
Read More...