ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ସମ୍‌ରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ ଏମ୍‌ଆର୍ କ୍ୟାମ୍ପେନ୍‌’ ପ୍ରସଙ୍ଗକୁ ନେଇ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୨୨: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ମିଳିତ ସହଯୋଗରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ ଏମ୍‌ଆର୍ କ୍ୟାମ୍ପେନ୍‌’ ପ୍ରସଙ୍ଗକୁ ନେଇ ଏକ…
Read More...

ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍ ସମ୍ମାନ

ଭୁବନେଶ୍ୱର, ୨୨/୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ’ ପକ୍ଷରୁ ୩ ଟି ସିଏସ୍‌ଆର୍ ସମ୍ମାନ ପ୍ରଦାନ କରାଯାଇଛି । ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍ ସମ୍ମାନ ଉତ୍ସବରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି। ସୋଆ ଡିମ୍‌ଡ ଟୁ ବି…
Read More...

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ବନ୍ଧ୍ୟାଦୋଷ ଚିକିତ୍ସା ଶିବିର

ବ୍ରହ୍ମପୁର, ୨୨/୪ : ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଗତ ରବିବାର ଏକ ନିଃଶୁକ୍ଳ ବନ୍ଧ୍ୟାଦୋଷ ଚିକିତ୍ସା ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ ଓଡିଶାର ବିଭିନ୍ନ ଅଂଚଳରୁ ବହୁ ନିଃସନ୍ତାନ ଦମ୍ପତି ଏହି…
Read More...

ଓଡିଶା ପାଇଁ ବିଜେପି ପକ୍ଷରୁ ସଂକଳ୍ପ ପତ୍ରରେ କଣ ରହିଛି ?

ରାଜ୍ୟ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଛି। ମୋଦୀ ଗାରେଣ୍ଟି – ୨୦୨୪ ସଂକଳ୍ପ ପତ୍ରର ଓଡିଆ ସଂସ୍କରଣ ଉନ୍ମୋଚନ କରିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ତେବେ କଣ ରହିଛି ଆସନ୍ତୁ ଜାଣିବା-- ଗ୍ରାମୀଣ ଅଞ୍ଚଳରେ ତିନି କୋଟି ମହିଳା ସାଜିବେ ଲକ୍ଷପତି ଦିଦି ସଂସଦ ଓ ବିଧାନସଭାରେ…
Read More...

ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା,…
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ ୫ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା…
Read More...

ଏପ୍ରିଲ ୨୫ରୁ ଖରା ଛୁଟି

ଭୁବନେଶ୍ବର: ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ…
Read More...

ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର…
Read More...

ସମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ସପୋର୍ଟ’ ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୨୦: ଅସୁସ୍ଥ ହୋଇ ଶୋଇ ରହିଥିବା ଅବସ୍ଥାରେ ହସ୍ପିଟାଲ୍‌କୁ ଆସୁଥିôବା ରୋଗୀଟି କିଭଳି ସୁସ୍ଥ ହୋଇ ନିଜ ଗୋଡ଼ରେ ଚାଲି ଡିସ୍‌ଚାର୍ଜ ହୋଇପାରିବ ସେ କ୍ଷେତ୍ରରେ ଫିଜିଓଥେରାପିଷ୍ଟ ମାନଙ୍କର ଅନେକ ଭୂମିକା ରହିଛି । ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକୁ ଫିଜିଓଥେରାପିଷ୍ଟ ମାନେ…
Read More...

ଆରମ୍ଭ ହେଲା ଶୀତଳାପଲ୍ଲୀ ସମ୍ ହସ୍ପିଟାଲରେ ଡାଏଲିସିସ୍ ସେବା

ବ୍ରହ୍ମପୁର,୨୦/୪ : ଦକ୍ଷିଣ ଓଡ଼ିଶାରେ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଏଠାରେ ପ୍ରତିଷ୍ଠିତ ହୋଇଥିବା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ (ଶୀତଳାପଲ୍ଲୀ କ୍ୟାମ୍ପସ୍‌) ଠାରେ ଗତ ଗୁରୁବାର ଠାରୁ ଆରମ୍ଭ ହୋଇଛି ଡାଏଲିସିସ୍ ଚିକିତ୍ସା । ପ୍ରଥମ…
Read More...