ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଶପଥ ନେଲେ ତିନି ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ରାଜ୍ୟ କ୍ୟାବିନେଟରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ସରିଯାଇଛି। ପଦ ଓ ଗୋପନୀୟତାର ପାଠ ପଢ଼ାଇଲେ ରାଜ୍ୟପାଳ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଚାଲିଥିଲା । ସୂଚନାଯୋଗ୍ୟ, ଲୋକସେବା ଭବନର
Read More...

ନୂଆପଡାର ହେବ ନବକଳେବର

ନୂଆପଡ଼ା: ନୂଆପଡ଼ାର ବଦଳିବ ରୂପରେଖ। ନୂଆପଡା ଜିଲ୍ଲା ଗସ୍ତ କରି ସବୁକ୍ଷେତ୍ରରେ ବିକାଶ ପାଇଁ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ। ସିନାପାଲି ବ୍ଲକ ନିଲଜି ଗଦରାମାଲରେ ମେଗା ଉଠା ଜଳସେଚନ ପ୍ରକଳ୍ପର ଅନୁଧ୍ୟାନ କରି ଖୁବଶୀଘ୍ର କାମ ସାରିବାକୁ ସେ ନିର୍ଦ୍ଦେଶ
Read More...

ନୂଆ କ୍ୟାବିନେଟ୍ ମନ୍ତ୍ରୀ ଭାବେ ବିକ୍ରମ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି ଶପଥ ନେବେ

ଭୁବନେଶ୍ୱର: ନବୀନଙ୍କ ଟିମ୍ ରେ କିଏ ହବ ସାମିଲ ଅର୍ଥାତ କିଏ ହେବ ନୂଆ ମନ୍ତ୍ରୀ ସେ ନେଇ ବେଶ୍ କିଛି ଦିନ ହେବ ଚର୍ଚ୍ଚା ଜୋର୍ ଧରିଥିଲା। ତେବେ ଆଜି ତିନି ବରିଷ୍ଠ ବିଜେଡି ବିଧାୟକଙ୍କ ନାଁରେ ବାଜିଛି ମୋହର । ନୂଆ ମନ୍ତ୍ରୀ ଭାବେ  ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି
Read More...

ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା
Read More...

ଆସନ୍ତା ସୋମବାର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ୱର: ଆସନ୍ତା ସୋମବାର ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଚୂଡ଼ାନ୍ତ ହୋଇଛି । ସୋମବାର ସକାଳ ସାଢ଼େ ୯ଟାରେ ନୂଆ ମନ୍ତ୍ରୀମାନେ ନେବେ ଶପଥ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନୂଆ ମନ୍ତ୍ରୀମାନଙ୍କୁ ଗୋପନୀୟତାର ଶପଥ ପାଠ କରାଇବେ । ତେବେ ନବୀନଙ୍କ ନୂଆ ଟିମରେ କିଏ ସ୍ଥାନ ପାଇବେ
Read More...

ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ରେ କର୍ମଶାଳା ଆୟୋଜିତ

ଭୁବନେଶ୍ୱର,୨୦/୫: ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଏଥିରେ ଓଡ଼ିଶାର ବିଭିନ୍ନ ହସ୍ପିଟାଲ୍‌ର ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମେତ ନର୍ସ, ପାରାମେଡିକ୍ସ ଓ ଲାବାରେଟୋରୀ ଟେକ୍ନିସିଆନ୍‌ମାନେ ଯୋଗ
Read More...

ବଢ଼ିପାରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା

ଭୁବନେଶ୍ବର: ଆଗକୁ ଆବଶ୍ୟକ ହେଲେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢାଯିବ। ଜିଲ୍ଲାର ଆବଶ୍ୟକତା ଦେଖି ସିଟ୍ ବଢାଯିବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ପିଲାମାନଙ୍କ କିଛି ଅସୁବିଧା ନହେଲା ଭଳି ସମସ୍ତ ପ୍ରକାର ପଦକ୍ଷେପ ସରକାର ଗ୍ରହଣ କରିବେ । ଯୁକ୍ତ ଦୁଇ ପ୍ରଥମ
Read More...

ରାଜଧାନୀରେ ପେଟ୍ରୋଲିଂ କରିବ ଡ୍ରୋନ୍

ଭୁବନେଶ୍ବର: ଖୁବଶୀଘ୍ର କମିଶନରେଟ ପୁଲିସ ଆରମ୍ଭ କରିବ ଡ୍ରୋନ ପେଟ୍ରୋଲିଂ ସିଷ୍ଟମ । ନୂଆ ଟେକନୋଲୋଜି ବ୍ୟବହାର କରି କେମିତି ଆଇନଶୃଙ୍ଖଳା, ଲ ଆଣ୍ଡ ଅର୍ଡର, କ୍ରାଉଡ ମ୍ୟାନେଜମେଣ୍ଟ ହୋଇପାରିବ ସେ ଉପରେ ଗୁରୁତ୍ୱ ଦେବ । ଏହି ବ୍ୟବସ୍ଥାକୁ ଅଧିକରୁ ଅଧିକ ସୁଦୃଢ଼ କରିବା ପାଇଁ ଆଡ଼ଭାନ୍ସ ଡ୍ରୋନ
Read More...

ସିଦ୍ଧରମୈୟା ହେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକ: ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସିଦ୍ଧରମୈୟା । ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ମଧ୍ୟ ଶପଥ ନେବା ସହ ୮ ଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । ମନ୍ତ୍ରୀ ଭାବେ ଶପଥ ନେଇଥିବା ବିଧାୟକମାନେ ହେଲେ ଜି,
Read More...

ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପ୍ରକାଶ ମେରିଟ ଲିଷ୍ଟକୁ ଖାରଜ କଲା ହାଇକୋର୍ଟ

ଓଡ଼ିଶା ଲୋକସେବା ଆୟୋଗ ତରଫରୁ ପ୍ରକାଶ ପାଇଥିବା ୭୯୬ ଆସିଷ୍ଟାଣ୍ଟ ସେକ୍ସନ ଅଫିସରର ପଦ ପାଇଁ ପରୀକ୍ଷାର ମେରିଟ ଲିଷ୍ଟକୁ ଖାରଜ କରିଛି ହାଇକୋର୍ଟ । ଓଡ଼ିଶା ସଚିବାଳୟ ସେବା ନିୟମ ୨୦୧୬ କୁ ଖାତିର ନକରି ମେରିଟ୍ ଲିଷ୍ଟ ପ୍ରକାଶ କରିଥିବାରୁ ଓପିଏସସିକୁ ତାଗିଦ କରିଛନ୍ତି କୋର୍ଟ ।
Read More...