ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଫାଇଭ୍-ଟି ସଚିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କଳାହାଣ୍ଡିରେ ପହଂଚିଛନ୍ତି ଫାଇଭ୍-ଟି ସଚିବ । ଜିଲ୍ଲାର ବିକାଶ ପାଇଁ ହାତକୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିବା ସହ ସିଧାସଳଖ ଲୋକଙ୍କ ସହ ଆଲୋଚନା କରିଛନ୍ତି ଭି.କେ ପାଣ୍ଡିଆନ୍ । ଗ୍ରାଉଣ୍ଡରେ ବିକାଶର
Read More...

ବଜାରରୁ ପ୍ରତ୍ୟାହାର ହେବ ୨ହଜାର ଟଙ୍କିଆ ନୋଟ୍

ମୁମ୍ବାଇ : ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ। ୨ ହଜାର ଟଙ୍କିଆ ନୋଟ୍ ନେଇ  ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର
Read More...

ରାଜ୍ୟର ପ୍ରତ୍ୟେକ ବ୍ଲକକୁ ମିଳିବ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ଏହାଦ୍ୱାରା ରାଜ୍ୟର ପ୍ରତ୍ୟେକ ବ୍ଲକକୁ
Read More...

ଆଉ ୩ ଜିଲ୍ଲାରେ ଗଡିବ ମୋ ବସ

ଭୁବନେଶ୍ବର: ଓଡ଼ିଶାର ଆଉ ୩ ଜିଲ୍ଲାରେ ଗଡିବ ମୋ ବସ । ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ମୋ ବସ୍ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର । ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।  ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଓ
Read More...

ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବଦଳିଛନ୍ତି ୫ ଜିଲ୍ଲାର ଏସପିଙ୍କ ସହ ୧୮ ଆଇପିଏସ ଅଧିକାରୀ। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଏ.ଏମ. ପ୍ରସାଦଙ୍କୁ ସରକାର ମାନବାଧିକାର ସୁରକ୍ଷା ସେଲ୍‌ର ସ୍ପେଶାଲ ଡିଜି ଭାବେ ନିଯୁକ୍ତ ଦେଇଛନ୍ତି  ।
Read More...

ଗଡିଲା ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’

ପୁରୀ: ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭର୍ଚୁଆଲ ମୋଡରେ ପୁରୀ-ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଲୋକାର୍ପଣ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ
Read More...

ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ । ୩ହଜାର ୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ । ଚଳିତବର୍ଷ ମାଟ୍ରିକ ପାସ୍ ହାର ୯୬.୪ ପ୍ରତିଶତ ରହିଛି । ଛାତ୍ରୀଙ୍କ
Read More...

ସମ୍‌ରେ ବୁଧବାର ଠାରୁ ଦୁଇ ଦିନିଆ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମ ଜୋନାଲ୍‌ ଟାକ୍ସଫୋର୍ସ ବୈଠକ ଆରମ୍ଭ

ଭୁବନେଶ୍ୱର ମେ ୧୭: ପୂର୍ବାଂଚଳ ନିମନ୍ତେ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମର ଦୁଇ ଦିନିଆ ଜୋନାଲ୍‌ ଟାକ୍ସଫୋର୍ସ ବୈଠକ ଆସନ୍ତା ମେ ୧୮ ଓ ୧୯ ତାରିଖ ଦୁଇ ଦିନ ଧରି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ ଆୟୋଜିତ ହେବ । ଦେଶରେ ଟିବି ଭଳି ବ୍ୟାଧିକୁ
Read More...

କାଳବୈଶାଖୀ ପ୍ରଭାବରେ ଚିଲିକାରେ ବୁଡିଲା ଡଙ୍ଗା, ଜଣେ ନିଖୋଜ

ଖୋର୍ଦ୍ଧା: ଆଜି ଅପରାହ୍ଣରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ଚିଲିକା ଉପକୂଳ ଟାଙ୍ଗୀବ୍ଲକ ଅଧୀନ ସରସ୍ୱତୀନଗର ମତ୍ସଜୀବୀଙ୍କର ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ବାଲିପାଟପୁର ପଂଚାୟତର ସରସ୍ୱତୀନଗର ମତ୍ସ୍ୟଜୀବୀ ସଂଘର ଦୁଷ୍ମନ୍ତ ବେହେରା, ମଳୟ ରଂଜନ ବେହେରାଙ୍କ
Read More...

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୯ଜଣଙ୍କ ମୃତ୍ୟୁ

ମେଦିନାପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ମଙ୍ଗଳବାର ଦିନ ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି
Read More...