ପ୍ରମୁଖ ଖବର

ଏସିବିରେ ୧.୪୦ କୋଟି ଟଙ୍କା ହେରଫେର, ଡାଟା ଏଣ୍ଟ୍ରି ଅପରେଟର ଗିରଫ
କଲେଜ ପାଇଁ ନୂଆ ନିର୍ଦ୍ଦେଶ, କ୍ୟାଣ୍ଟିନ୍‌ରେ କମିବ ତେଲ ବ୍ୟବହାର, ପୁରି-ବରା-ଆଳୁଚପ
ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା
‘ଫେଲ୍’ ଶବ୍ଦ ହଟିବ, ମାଟ୍ରିକ୍‌ ମାର୍କସିଟ୍‌ରେ ଆସିବ ‘ଦକ୍ଷତା ପାଇଁ ଯୋଗ୍ୟ’
ରେଳ ଷ୍ଟେସନ୍‌ ଓ ଟ୍ରେନ୍‌ରେ ଅଳିଆ ପକାଇଲେ ଗଣିବେ ୧୦୦୦ ଟଙ୍କା
ନେପାଳ ପରେ ଭାରତକୁ ହିମାଳୟୀ ବନ୍ୟା ବିପଦ: ୨୨୧ ବରଫ ହ୍ରଦ ଚିହ୍ନଟ

ନାଚୁଥିବା ବେଳେ ଟଳିପଡ଼ିଲେ ନୃତ୍ୟୁଗୁରୁ ଶ୍ରୀ ଗଣେଶନ

ଭୁବନେଶ୍ବର: ଭୁବନେଶ୍ବର ଭଞ୍ଜକଳା ମଣ୍ଡପର ମଞ୍ଚରେ ଟଳିପଡିଲେ ଭାରତ ନାଟ୍ୟମ ନୃତ୍ୟଗୁରୁ ଶ୍ରୀ ଗଣେଶନ। ମାଲେସିଆରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପାଇଁ ଆସିଥିଲେ ନୃତ୍ୟଗୁରୁ ଶ୍ରୀ ଗଣେଶନ। ଭଞ୍ଜକଳା ମଣ୍ଡପରେ ଚାଲିଥିବା ତିନି ଦିନିଆ ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହ କାର୍ଯ୍ୟକ୍ରମର ଆଜିଥିଲା
Read More...

ବାଲେଶ୍ୱର ବାହାନଗା ହାଇସ୍କୁଲର ନବକଳେବର

ଭୁବନେଶ୍ବର: ବଦଳିବ ବାଲେଶ୍ୱର ବାହାନଗା ହାଇସ୍କୁଲ। ଭଙ୍ଗାଯିବ ସ୍କୁଲ ପରିସରରେ ଥିବା ପ୍ରାଥମିକ ବିଦ୍ୟାଳୟ। ୫ଟି ଉପକ୍ରମରେ ମଡେଲ ସ୍କଲ ଭାବେ ଗଢା ହେବ । ଏନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏକ ଆଦର୍ଶ ବିଦ୍ୟାଳୟ ବାହାନଗା ହାଇସ୍କୁଲକୁ
Read More...

ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ବାଦ ପଡ଼ିଲେ ରୋହିତ ପୂଜାରୀ । ଶ୍ରୀ ପୂଜାରୀଙ୍କ ସ୍ଥାନରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ
Read More...

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ

ଭୁବନେଶ୍ୱର: ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଉଚ୍ଚ
Read More...

ଆରବ ସାଗରରେ ଘୁର୍ଣ୍ଣିବାତ୍ୟା ଯୋଗୁଁ ମୌସୁମୀ ବିଳମ୍ବ

ଭୁବନେଶ୍ୱର, ଜୁନ୍ ୭: ଦକ୍ଷିଣ ପୂର୍ବ ଆରବ ସାଗର ଉପରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିଝଡ଼ ‘ବିପର୍ଯ୍ୟୟ’ ଯୋଗୁଁ କେରଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପହଂଚିବାରେ ବିଳମ୍ବ ହୋଇଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହି ଘୁର୍ଣ୍ଣିଝଡ଼
Read More...

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ

ମୁମ୍ବାଇ: ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ୬.୫ ପ୍ରତିଶତରେ ରେପୋ ରେଟ୍ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି । ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ
Read More...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ସୁନ୍ଦରଗଡ; ସୁନ୍ଦରଗଡ ହେମଗିରି ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ନିର୍ବାହୀଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସଂଜୟ କୁମାର ବେହେରାଙ୍କ ଘରେ ଚଢାଉ । ସଞ୍ଜୟ କୁମାର ବେହେରାଙ୍କ ସରକାରୀ କ୍ବାର୍ଟସ ସହ ୭ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଛାପା।
Read More...

ସୋଆକୁ ମିଳିଲା ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର: ୨୦୨୩ ନିମନ୍ତେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ରୢାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍‌ରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୫ ତମ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ସୋମବାର ନୂଆଦିଲ୍ଲୀ ଠାରେ ଏହି
Read More...

ବିହାରର ଖାଗାରିଆ ଠାରେ ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍

ଭାଗଲପୁର: ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍। ବିହାରର ଭାଗଲପୁରରୁ ଏପରି ଘଟଣା ସାମ୍ନାକୁ ଆସିଛି । ବ୍ରିଜ୍ର ଦୁଇଟି ପାର୍ଶ୍ୱ କେମିତି ଭୁଶୁଡ଼ିବା ସହ ପାଣିରେ ମିଶି ଯାଉଛି, ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ଏଯାଏ ବ୍ରିଜ ଭୁଶୁଡ଼ିବା ଘଟଣାରେ ମୃତାହତଙ୍କ
Read More...

ଅଣସରରେ ଅଲାରନାଥଙ୍କ ଦର୍ଶନ ଆରମ୍ଭ

ବ୍ରହ୍ମଗିରି: ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ। ଗତକାଲି ଦେବସ୍ନାନ ନୀତି ପରେ ଅଣସର ପିଣ୍ଡିରେ ଅଛନ୍ତି ଚତୁର୍ଦ୍ଧାମୂର୍ତି। ଅତ୍ୟଧିକ ସ୍ନାନ ହେତୁ ଶ୍ରୀବିଗ୍ରହମାନେ ଜ୍ବରରେ ପୀଡିତ ହୋଇଛନ୍ତି। ୧୫ ଦିନ ଧରି ଚାଲିବ ଅନବସର ଗୁପ୍ତ ନୀତି। ତେଣୁ ଶ୍ରୀମନ୍ଦିର ରତ୍ନ ସିଂହାସନରେ ତିନି ଠାକୁର
Read More...