ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଇନ୍‌ଷ୍ଟାଗ୍ରାମ୍ ଓ ୟୁଟ୍ୟୁବ ଛାଡ଼ି ଛାତ୍ରଛାତ୍ରୀ ନୂତନ ପ୍ରଯୁକ୍ତିବିଦ୍ୟାକୁ ଆପଣାନ୍ତୁ

ଭୁବନେଶ୍ୱର, ଜୁଲାଇ ୧୬: ବର୍ତମାନ ବିଶ୍ୱରେ ପ୍ରତ୍ୟେକ ୩ ମାସରେ ଥରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ପରିବର୍ତନ ଘଟୁଛି । ଭବିଷ୍ୟତରେ ପ୍ରତ୍ୟେକ ୩ ସପ୍ତାହରେ ଥରେ ଏ କ୍ଷେତ୍ରରେ ପରିବର୍ତନ ଘଟିବ । ତେଣୁ ଛାତ୍ରଛାତ୍ରୀମାନେ ଦ୍ରୁତ ଗତିରେ ପରିବର୍ତନ ଘଟୁଥିବା ଏହି ଜ୍ଞାନକୌଶଳକୁ ଆପଣାନ୍ତୁ…
Read More...

ବିଧାୟକ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ

ଭୁବନେଶ୍ବର:  ବିଧାୟକ ମହମ୍ମଦ ମୋକିମ୍‌ ଓ ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ବାଳ କଂଗ୍ରେସରୁ ନିଲମ୍ବିତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ନିଲମ୍ବିତ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏହି ଦୁଇ ନେତାଙ୍କୁ ସସପେଣ୍ଡ କଲା ଏଆଇସିସି । ଦଳ ବିରୋଧୀ…
Read More...

କୋଭିଡ ରିଲିଫ୍ ପଦକ୍ଷେପ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସିଏସଆର ହେଲଥ ଇମ୍ପାକ୍ଟ ଆୱାର୍ଡ

ଭୁବନେଶ୍ୱର: କୋଭିଡ ରିଲିଫ୍ ପଦକ୍ଷେପ ପାଇଁ ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ସିଏସଆର  ହେଲ୍ଥ ଇମ୍ପାକ୍ଟ ଗୋଲ୍ଡ ପୁରସ୍କାର ମେଗା ପ୍ରୋଜେକ୍ଟ ବର୍ଗରେ ପ୍ରଦାନ କରାଯାଇଛି । ଗତକାଲି ନୂଆଦିଲ୍ଲୀରେ ଆୟୋଜିତ ଏକ ସମାରୋହରେ ଜେଏସପିର ପ୍ରେସିଡେଣ୍ଟ ତଥା ଗୃପ…
Read More...

ପୁରୀ ଶ୍ରୀଲୋକନାଥ ଦେବଙ୍କ ପୀଠର ବିକାଶ କାର୍ଯ୍ୟ ପାଇଁ ୨୮ କୋଟି ଟଙ୍କା ବ୍ୟୟ ବରାଦ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭଣ୍ଡାର ରକ୍ଷକ ତଥା ପ୍ରସିଦ୍ଧ ଶୈବପୀଠ ବାବା ଶ୍ରୀଲୋକନାଥ ଦେବଙ୍କ ପୀଠର ବିକାଶ କାର୍ଯ୍ୟ ଅଗ୍ରାଧିକାର ଭିତିରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏନେଇ ୨୮ କୋଟି ଟଙ୍କା ବ୍ୟୟ ବରାଦ ହୋଇଥିବା ବେଳେ ପୂର୍ବରୁ ୫-ଟି ସଚିବ ପୁରୀ ଗସ୍ତରେ ଆସି ସମୀକ୍ଷା…
Read More...

ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ

ଭୁବନେଶ୍ୱର: ପ୍ରକାଶ ପାଇଛି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି। କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ…
Read More...

ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ କଲା ଭାରତ

ଶ୍ରୀହରିକୋଟା: ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ କଲା ଭାରତ । ଦିନ ୨ଟା ୩୫ରେ ଦ୍ବିତୀୟ ଲଞ୍ଚପ୍ୟାଡରୁ GSLV-3 ହେଭି ଲିଫ୍ଟ ଲଞ୍ଚ ଭେହିକିଲରେ ଚନ୍ଦ୍ରଯାନର ସଫଳ ଲଞ୍ଚିଂ କରାଯାଇଥିବା ସୂଚନା ଦେଇଛନ୍ତି ଇସ୍ରୋ ମୁଖ୍ୟ ଏସ.…
Read More...

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ‘ଶ୍ରୀ ବିମଳା ରହସ୍ୟ’ ଗ୍ରନ୍ଥ ଅର୍ପଣ

ଭୁବନେଶ୍ୱର, ଜୁଲାଇ ୧୩: ଓଡିଶାର ଶ୍ରୀଜଗନ୍ନାଥ ସଂସ୍କୃତି ଭିତିକ ସଂଗଠନ ନୀଳାଦ୍ରି ଆଧ୍ୟାତ୍ମିକ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କୁ ଟ୍ରଷ୍ଟର ସଭାପତି ଦଇତାପତି ରାମଚନ୍ଦ୍ର ଦାସ ମହାପାତ୍ର, ସମ୍ପାଦକ ଗବେଷକ ଡକ୍ଟର ଭାସ୍କର…
Read More...

ଫୁଲୁଛି ଯମୁନା: ଭାସୁଛି ରାଜଧାନୀ ଦିଲ୍ଲୀ

ନୂଆଦିଲ୍ଲୀ: ଯମୁନା ନଦୀରେ ବନ୍ୟା ଯୋଗୁଁ ଭାସୁଛି ରାଜଧାନୀ ଦିଲ୍ଲୀ । ବିଭିନ୍ନ ରାସ୍ତା ଉପରେ ନଈ ଭଳି ପାଣିର ସୁଅ ଛୁଟୁଛି ନଦୀ ଜଳସ୍ତର ବଢ଼ିବାରୁ ଦିଲ୍ଲୀରେ ସମସ୍ତ ସ୍କୁଲ୍‌ ଏବଂ କଲେଜ ଆସନ୍ତା ରବିବାର ପର୍ଯ୍ୟନ୍ତ ବନ୍ଦ ରହିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ…
Read More...

ନିଖୋଜ ଛାତ୍ରର ମିଳିଲା ପତ୍ତା

ଭୁବନେଶ୍ବର: ଭୁବନେଶ୍ବରରୁ ନିଖୋଜ ଛାତ୍ରର ମିଳିଲା ପତ୍ତା। ନିଖୋଜ ୧୬ ବର୍ଷୀୟ ଛାତ୍ର ୟୋଗେଶ ବାଲାଜୀଙ୍କୁ ଡେଲାଙ୍ଗ ଜେନାପୁର ଷ୍ଟେସନ ନିକଟରୁ ଉଦ୍ଧାର କଲା ମୈତ୍ରୀବିହାର ପୋଲିସ । ୧୬ ବର୍ଷର ପିଲାର ମୁଣ୍ଡଜାମିନ ପାଇଁ ଦୁର୍ବୁତ୍ତ ମାଗୁଥିଲେ ୩ ଲକ୍ଷ ଟଙ୍କା । ଏ ନେଇ ଗତକାଲି ଥାନା…
Read More...