ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୯ଜଣଙ୍କ ମୃତ୍ୟୁ
ମେଦିନାପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ମଙ୍ଗଳବାର ଦିନ ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି!-->…
Read More...
Read More...