ପ୍ରମୁଖ ଖବର

ମହିଳା ଆରକ୍ଷଣ ବିଲ୍ ବିଫଳ, ପରିଣାମ ଭୋଗିବେ : ନରେନ୍ଦ୍ର ମୋଦୀ
ହର୍ମୁଜ ପ୍ରଣାଳୀରେ ଭାରତୀୟ ସୁପରଟ୍ୟାଙ୍କର୍‌ ଉପରେ ଗୁଳିମାଡ଼
ଗ୍ରୀଷ୍ମ ପ୍ରବାହ ପାଇଁ ଆସିଲା ନୂଆ ଏସ୍‌ଓପି
ମହିଳା ବିଲ୍ ବିଫଳ,ବିରୋଧୀଙ୍କ ଆକ୍ରମଣ, ‘ଗଣତନ୍ତ୍ରର ବିଜୟ’: ପ୍ରିୟଙ୍କା ଗାନ୍ଧୀ
‘ଏନର୍ଜି କ୍ୟାପିଟାଲ’ ହେବ ଅନୁଗୁଳ : ମୁଖ୍ୟମନ୍ତ୍ରୀ

ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ

ନୂଆ ଦିଲ୍ଲୀ: ଭାରତର ନୂଆ ସିଜେଆଇ ଭାବରେ ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି। ତାଙ୍କର ସିଜେଆଇ ଭାବରେ କାର୍ଯ୍ୟକାଳ ୧୫ ମାସ ପାଇଁ ରହିବ। ଏହା ପୂର୍ବରୁ ସିଜେଆଇ ବିଆର ଗଭାଇଙ୍କ
Read More...

ପରଲୋକରେ ଭେଟେରାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର

ମୁମ୍ବାଇ: ଆରପାରିରେ ବଲିଉଡ ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଫଳରେ ସେ ଦୀର୍ଘ ଦିନ ଧରି ହସ୍ପିଟାଲରେ ଭର୍ତ୍ତି ମଧ୍ୟ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା।ବଲିଉଡ୍‌ର ବର୍ଷୀୟାନ
Read More...

ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ନ୍ୟୁଜ୍ ବ୍ୟୁରୋ: ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ୨୪/୨୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ଓ ପରେ ଆହୁରି ଘନୀଭୂତ ହୋଇ ୨୮ ତାରିଖ ବେଳକୁ ବାତ୍ୟାରେ ପରିଣତ ହୋଇପାରେ ବୋଲି
Read More...

ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍‌ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ।
Read More...

ମହାପ୍ରଭୁଙ୍କ ଅଧୀନକୁ ଆସିବ ଏମାର ମଠର ରୁପା ଇଟା

ପୁରୀ: ଏମାର ମଠରୁ ବାହାରି ଥିବା ରୂପା ଇଟାକୁ କେଉଁଠି ରଖାହେବ ସେନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରୁପା ଇଟା ଏମାର ମଠର ସମ୍ପତ୍ତି। ସିଦ୍ଧ ମଠର ଜଜମେଣ୍ଟ ଅନୁଯାଇ ମଠର ସମ୍ପତ୍ତି ଜଗନ୍ନାଥଙ୍କର। ସେହି ଦୃଷ୍ଟିକୋଣରୁ ଏମାର ମଠର
Read More...

କୁହୁଡି ଯୋଗୁ ୩ ମାସ ପାଇଁ ବାତିଲ ହେଲା ୨୪ ଟ୍ରେନ

ନ୍ୟୁଜ୍ ବ୍ୟୁରୋ: ଚଳିତ ଶୀତ ଋତୁରେ ଉତ୍ତର ଭାରତ ସର୍ବାଧିକ ଭାବେ ପ୍ରଭାବିତ ହୋଇଛି। ସମଗ୍ର ଉତ୍ତର ଭାରତରେ ବାୟୁ ସୂଚକାଙ୍କ ନିମ୍ନରେ ପହଞ୍ଚିବା ସହ ପରିବେଶରେ ଘନ କୁହୁଡି ପରିଲକ୍ଷିତ ହେଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ରେଲୱେ ଚଳିତ ବର୍ଷ ଡିସେମ୍ୱର ୧ ତରିଖରୁ ୨୦୨୬ ମସିହା
Read More...

ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ସମ୍ବଲପୁର: ଶନିବାର ଦିନ ସମ୍ବଲପୁର ଜିଲ୍ଲାର ରେଢାଖୋଲ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ବାଲି ବୋଝେଇ ଟ୍ରକୁ ଧକ୍କା ଦେଲା ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ କର୍ମଚାରୀ ଆଟେଡାଣ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ
Read More...

ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା
Read More...

ଦୁବାଇ ଏୟାର ସୋରେ ତେଜସ୍‌ ବିମାନ ଦୁର୍ଘଟଣା ଗ୍ରସ୍ତ

ଦୁବାଇ: ଦୁବାଇ ଏୟାର ଶୋ’ ବେଳେ ଘଟିଛି ଏକ ବଡ଼ ଅଘଟଣ। ଏୟାର ଶୋ’ରେ ଭାଗ ନେଇଥିବା ଭାରତୀୟ ବାୟୁସେନାର ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ହୋଇଛି। ଆକାଶରେ ତେଜସ ଯୁଦ୍ଧ ବିମାନ ନିଜର ରଣକୌଶଳ ଦେଖାଉଥିବା ବେଳେ ହଠାତ ଭୂମିରେ ଧକ୍କା ଖାଇଥିଲା
Read More...

ନଭେମ୍ବର ୨୫ରେ କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ମେଳା

ନଭେମ୍ବର ୨୫ରେ କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ମେଳା ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ ମେଗା ନିଯୁକ୍ତି ମେଳା କରିବେ ରାଜ୍ୟ ସରକାର। ୧୩ଟି ବିଭାଗରେ ୭ ହଜାରରୁ ଅଧିକ ଜଣଙ୍କୁ ବଣ୍ଟନ ହେବ ନିଯୁକ୍ତି ପତ୍ର। ଏନେଇ ତାଲିକା ମଧ୍ୟ ପ୍ରସ୍ତୁତ
Read More...