ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଆଜି ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାରୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ବିଜେବି କଲେଜରେ ଇଣ୍ଟିଗ୍ରେଟେଡ ଏମବିଏ ପଢ଼ୁଥିବା ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣରେ ଆହତ ହୋଇଥିବା ଛାତ୍ର ହେଉଛନ୍ତି ଶାଶ୍ୱତ ପଣ୍ଡା ।
Read More...

ରାଜଧାନୀରେ ଗ୍ରିଲ ତାଡି ଲୁଟିନେଲେ ୩ ଲକ୍ଷ ଟଙ୍କା

ଭୁବନେଶ୍ବର; ରାଜଧାନୀ ଭୁବନେଶ୍ୱରେ ଏକ ବଡ ଧରଣର ଲୁଟ ହୋଇଛି । ଗ୍ରିଲ ତାଡି ଲୁଟିନେଇଛନ୍ତି ୩ ଲକ୍ଷ ଟଙ୍କା ସହ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ । ଏକ ଘଣ୍ଟାର ଅପରେସନରେ ଲୁଟିନେଲେ ୩ ଲକ୍ଷ ଟଙ୍କା ସୂଚନାଯୋଗ୍ୟ, ଗଜପତିନଗରରେ ଇଲେକ୍ଟ୍ରିକାଲ କଣ୍ଟ୍ରାକ୍ଟରଙ୍କ ଅଫିସରେ କଳାକନା
Read More...

ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଏସଓପି ପ୍ରସ୍ତୁତ କରିବ ଗୃହମନ୍ତ୍ରଣାଳାୟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମାଫିଆ ଡନ୍ ଅତିକ୍ ଅହମଦ ଏବଂ ତାର ଭାଇ ଅସରଫର ହତ୍ୟା ଘଟଣା ପରେ ଗୃହମନ୍ତ୍ରଣାଳାୟ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ବଡ଼ ପଦକ୍ଷେପ ଗ୍ରହଣ କରିଛି । ଗୃହ ମନ୍ତ୍ରଣାଳୟ ଏସଓପି ପ୍ରସ୍ତୁତ କରିବା ନେଇ ନିଷ୍ପତ୍ତି ନେଇଛି । ପ୍ରକାଶଥାଉକି, ଅତିକ ଏବଂ ଅସରଫର
Read More...

ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ବିଦେଶୀ ରାଜନେତା ଓ ପ୍ରତିନିଧିଙ୍କ ପ୍ରଶଂସା

ଭୁବନେଶ୍ୱର, ୧୫/୦୪: ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଥିବା ଭାରତୀୟ ଗଣତାନ୍ତ୍ରିକ ଭାବଧାରା ସଂପର୍କରେ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ଗଣତାନ୍ତ୍ରିକ ଦେଶର ପ୍ରତିନିଧିମାନେ ଶନିବାର ଉଚ୍ଚ ପ୍ରଶଂସା କରିଛନ୍ତି । ଭାରତ ବିଶ୍ୱର କେବଳ ସର୍ବ ପୁରାତନ ନୁହେଁ ବରଂ ସର୍ବୋତମ
Read More...

ଉପର ମୁହାଁ ହେଲାଣି କରୋନା ସଂକ୍ରମଣ

ନୂଆଦିଲ୍ଲୀ; ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୭୫୩ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ
Read More...

ରାଜ୍ୟର ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ତାରିଖରୁ ବନ୍ଦ ରହିଥିବା ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ । ତେବେ ସ୍କୁଲରେ ପାଠପଢ଼ା ସକାଳ ସାଢ଼େ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ଆଜି ସ୍କୁଲ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା
Read More...

ସୋଆରେ ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ କର୍ମଶାଳା ରେ ଯୋଗଦେଲେ ୮ ଦେଶର ପ୍ରତିନିଧି

ଭୁବନେଶ୍ୱର, ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଶୁକ୍ରବାର ଭୁବନେଶ୍ୱର ପହଂଚିଛନ୍ତି। ଏହି ପ୍ରତିନିଧି ମାନେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ କର୍ମଶାଳାରେ
Read More...

ସୋଆର ଗବେଷକ ପ୍ରଫେସର କୁଳମଣି ପରିଡ଼ାଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ

ଭୁବନେଶ୍ୱର, : ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ (ହୀରକ ଜୟନ୍ତୀ) ପାଳନ ଅବସରରେ ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜି କେନ୍ଦ୍ର ର ନିର୍ଦେଶକ ପ୍ରଫେସର କୁଳମଣି ପରିଡାଙ୍କୁ ବିଜ୍ଞାନ କ୍ଷେତ୍ରରେ ପାରଦର୍ଶିତା ତଥା ଗବେଷଣା କ୍ଷେତ୍ରରେ
Read More...

ଜି-୨୦ ଜନ ଭାଗିଦାରୀ : ସୋଆରେ ଫୁଡ ଫେଷ୍ଟିଭାଲ୍

ଭୁବନେଶ୍ୱର, ୧୪/୦୪ : ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଦିନ ଏକ ଫୁଡ୍‌ଫେଷ୍ଟିଭାଲ୍ ଆୟୋଜିତ ହୋଇଯାଇଛି । ମହାବିଷୁବ ସଂକ୍ରାନ୍ତିରେ ସୋଆର ଛାତ୍ରଛାତ୍ରୀ ଓ ଫାକଲ୍ଟି ମାନଙ୍କ
Read More...

ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଦ୍ଵାରା ଓଡିଶାରେ ସ୍ଥାପନ ହେବ ୧.୨ ଏମଟିପିଏ କ୍ଷମତା ସଂପନ୍ନ ରେଳ ମିଲ

ଅନୁଗୋଳରେ ସ୍ଥାପନ ହେବ ୧.୨ ଏମଟିପିଏ କ୍ଷମତା ସଂପନ୍ନ ନୂତନ ରେଳ ମିଲ,ରାୟଗଡ଼ ରେଳ ମିଲ ସହ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ସମୁଦାୟ ରେଳ ଉତ୍ପାଦନ କ୍ଷମତା ୨.୨ ଏମଟିପିଏ ହେବଦେଶରେ ମେଟ୍ରୋ ଏବଂ ରାପିଡ଼ ରେଳ ପରିବହନ ପ୍ରକଳ୍ପ ନିମନ୍ତେ ଜେଏସପି ୧୦୮୦ ଏଚଏଚ ରେଳ ଯୋଗାଉଛି ଭୁବନେଶ୍ବର,ତା
Read More...