ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଜି୨୦ ଭାରତ -“ ଭବିଷ୍ୟତ କାର୍ଯ୍ୟଧାରା”କୁ ନେଇ ସୋଆ ପକ୍ଷରୁ ୱେବିନାର ଆୟୋଜିତ

ଭୁବନେଶ୍ୱର,୧୧/୦୪: ବର୍ତମାନ ଟେକ୍ନୋଲୋଜି ଯୋଗୁଁ କାର୍ଯ୍ୟଧାରାରେ ଅନେକ ପରିବର୍ତନ ଆସିଛି । ଲୋକମାନେ ବିଶ୍ୱର ଗୋଟିଏ କୋଣରେ ବସି ଅନ୍ୟ ଏକ କୋଣର ଲୋକମାନଙ୍କ ନିମନ୍ତେ କାର୍ଯ୍ୟ କରିପାରୁଛନ୍ତି ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ।
Read More...

କୋଭିଡ ଟିକା ପାଇଁ କେନ୍ଦ୍ରକୁ ଛିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ବର: କରୋନା ସଂକ୍ରମଣ ଧିରେ ଧିରେ ବଢ଼ିବାରେ ଲାଗିଲାଣି। ରାଜ୍ୟ ପାଖରେ ପୂର୍ବରୁ ଥିବା ଟିକା ଶେଷ ହୋଇଯାଇଛି । ଟିକା ସରିଯାଇଥିବାରୁ ଫେବ୍ରୁଆରୀ ୧୦ ପରଠୁ ଟିକାକରଣ ବନ୍ଦ ଅଛି। ରାଜ୍ୟରେ ସଂକ୍ରମଣ ବଢ଼ୁଥିବାରୁ ଟିକାକରଣ ଜରୁରୀ ହୋଇପଡ଼ିଛି। ୪୧% ପ୍ରିକସନ ଡୋଜ୍‌ ନେଇଛନ୍ତି,
Read More...

ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ

ଭୁବନେଶ୍ବର; ଆସନ୍ତାକାଲିଠୁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ ।
Read More...

ଚଳିତ ବର୍ଷ ମୌସୁମୀ ଋତୁ ରେ ସ୍ଵାଭାବିକ ବର୍ଷା

ଭୁବନେଶ୍ବର: ଚଳିତ ବର୍ଷ ଜୁନ୍-ସେପ୍ଟେମ୍ବର ମାସ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ରହିବ ବୋଲି ଆଇ ଏମ୍ ଡି (ଭାରତୀୟ ପାଣିପାଗ ବିଭାଗ) ଆକଳନ କରିଛି। ପ୍ରେସମିଟ କରି ଏହି ଆଶ୍ୱସ୍ତିକର ଖବର ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଜୁନ୍ ରୁ ସେପ୍ଟେମ୍ବର ମାସ
Read More...

ତାତିରେ ସିଝିଲା ରାଜଧାନୀ: ଆଗକୁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ବର; ପ୍ରବଳ ତାତିରେ ସିଝୁଛି ରାଜଧାନୀ ଭୁବନେଶ୍ୱର । ରାଜଧାନୀରେ ପ୍ରଥମଥର ପାଇଁ ୪୦ ଡିଗ୍ରୀ ଟପିଲା ତାତି । ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀରେ ୪୦.୪ ଡିଗ୍ରୀ ରେକର୍ଡ । ତେବେ ଝାରସୁଗୁଡାରେ ସବୁଠାରୁ ଅଧିକ ତାପମାତ୍ରା ରେକର୍ଡ ହୋଇଛି । ସାଢେ ୨ଟା ସୁଦ୍ଧା ଝାରସୁଗୁଡାରେ ୪୦.୮
Read More...

ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

ଭୁବନେଶ୍ବର; ହନିଟ୍ରାପ୍ ତଥା ବ୍ଲାକମେଲ ମାମଲାରେ ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି। ଆଜି ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମଂଜୁର କରିଛନ୍ତି ହାଇକୋର୍ଟ। ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ପକ୍ଷରୁ ହୋଇଥିବା ଏତଲା ଆଧାରରେ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ତାଙ୍କୁ
Read More...

ଜାତୀୟ ଦଳର ମାନ୍ୟତା ପାଇଲା ‘ଆପ’

ନୂଆଦିଲ୍ଲୀ: ତିନୋଟି ଜାତୀୟ ରାଜନୈତିକ ଦଳ ହରାଇଲେ ମାନ୍ୟତା। ଯଥା ମମତା ବାନାର୍ଜୀଙ୍କ ତୃଣ ମୂଳ କଂଗ୍ରେସ ଟିଏମସି, ଶରଦ ପାୱାରଙ୍କ ଏନସିପି ହରାଇଲା ଜାତୀୟ ରାଜନୈତିକ ଦଳର ମାନ୍ୟତା  । ସେହିପରି ସିପିଆଇ ବି ହରାଇଲା ଜାତୀୟ ଦଳ ମାନ୍ୟତା। ତେବେ  ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି
Read More...

ଅସହ୍ୟ ତାତିରେ କଲବଲ ଓଡିଶାବାସୀ

ଭୁବନେଶ୍ବର; ଆଜି ରାଜ୍ୟର ଅଧିକାଂଶ ଅଂଚଳରେ ତାପମାତ୍ରା ୩୯ ଡିଗ୍ରୀ ତାପମାତ୍ରା ଉପରେ ଥିବାବେଳେ ବାରିପଦା ଓ ଝାରସୁଗୁଡାରେ ତାପମାତ୍ରା ୪୦ ଡିଗ୍ରୀ ରେ ରହିଛି | ସକାଳ ୧୦ଟା ପରେ ଘରୁ ବାହାରିବାକୁ ନିରାପଦ ମଣୁନାହାନ୍ତି ଲୋକେ। ଆଜି ଝାରସୁଗୁଡ଼ା ହେଉଛି ସବୁଠାରୁ ଉତ୍ତପ୍ତ ସହର। ଏଠି
Read More...

କରୋନା ସଂକ୍ରମଣକୁ ନେଇ ଦେଶ ଚିନ୍ତାରେ

ନୂଆଦିଲ୍ଲୀ; ପୁଣି ଦେଶରେ ବଢିଚାଲିଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଂଟାରେ ୫ହଜାର ୮ଶହ କରୋନା ସଂକ୍ରମଣ ରେକର୍ଡ କରାଯାଇଛି । ଦୈନିକ ସଂକ୍ରମଣ ବୃଦ୍ଧିକୁ ଆଖିରେ ରଖି ସତର୍କ କରାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଦକ୍ଷିଣ ପୂର୍ବ ଏସିଆ ଆଂଚଳିକ ନିର୍ଦ୍ଦେଶକ ଡକ୍ଟର ପୁନମ କ୍ଷେତ୍ରପାଲ
Read More...

ଦେଶରେ ବଢ଼ିଛି ବାଘଙ୍କ ସଂଖ୍ୟା

ନୂଆଦିଲ୍ଲୀ: ୨୦୨୨ ବାଘ ଗଣନା ଅନୁଯାୟୀ ଏବେ ଦେଶର ବିଭିନ୍ନ ଜଙ୍ଗଲରେ ମୋଟ ୩୧୬୭ଟି ବାଘ ରହିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ଣ୍ଣାଟକାର ମହୀଶୂରରେ ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷ ପୂର୍ତ୍ତି ଅବସରରେ ବାଘଙ୍କ ସଂଖ୍ୟା ସାର୍ବଜନୀନ କରିଛନ୍ତି। ୨୦୨୨ରେ ହୋଇଥିବା ବାଘ ଗଣନା
Read More...