ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଦେଶରୁ ଭର୍ଚୁଆଲରେ ବସିଲା କ୍ୟାବିନେଟ୍: ୭ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ଜାପାନରୁ କ୍ୟାବିନେଟ୍ ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ। ଜାପାନର କିଓଟା ସହରରୁ ରବିବାର ଅପରାହ୍ଣ ସାଢେ ୧ଟାରେ ଆରମ୍ଭ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୭ଟି ପ୍ରସ୍ତାବକୁ ଅନୁମୋଦନ
Read More...

‘ମଙ୍ଗଳମ୍‌’ କପଡ଼ା ସୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଅନୁଗୁଳ: ଅନୁଗୁଳ ସହର ଶଙ୍କର ସିନେମା ରୋଡ୍ ସ୍ଥିତ ‘ମଙ୍ଗଳମ୍‌’ କପଡ଼ା ସୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଛାରଖାର ହୋଇଯାଇଛି। ନିଆଁ ଭୟଙ୍କର ରୂପ ନେଇଛି। ଅଗ୍ନିକାଣ୍ଡର କାରଣ ବିଦ୍ୟୁତ୍‌ ସର୍ଟସର୍କିଟ୍ ବୋଲି କୁହାଯାଉଛି। ବିଦ୍ୟୁତ୍‌ ପ୍ୟାନେଲ୍ ବୋର୍ଡରୁ ସୂତ୍ରପାତ ହୋଇଥିବା ପ୍ରଥମ
Read More...

ଓଡ଼ିଶାରେ ହେବ ଜିମ୍ନାଷ୍ଟିକ୍ ହାଇପରଫରମାନ୍ସ ସେଣ୍ଟର

ଭୁବନେଶ୍ବର: କ୍ରୀଡ଼ା ବିଭାଗ ଓ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି । ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ଓଡିଶାରେ ପ୍ରତିଷ୍ଠା କରିବ ଜିମ୍ନାଷ୍ଟିକ୍ ହାଇପରଫରମାନ୍ସ ସେଣ୍ଟର । ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ଅବସରରେ ଆର୍ସେଲର ମିତ୍ତର ନିପ୍ପନ
Read More...

ସୋଆରେ ଜି-୨୦ ପ୍ରେସିଡେନ୍ସି ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୮: ଭାରତରେ ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୋଆ କ୍ୟାମ୍ପସ ୫ରେ ରୋଟାରୀ କ୍ଲବ
Read More...

ସମରେ ମେକାନିକାଲ୍ ଭେଂଟିଲେସନ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦ୍‌ଘାଟିତ

ଭୁବନେଶ୍ୱର, ୦୮/୦୪: ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ମେକାନିକାଲ୍ ଭେଂଟିଲେସନ୍‌କୁ ନେଇ ଆରମ୍ଭ ହୋଇଥିବା ଦୁଇ ଦିନିଆ ଜାତୀୟ କର୍ମଶାଳାରେ ସାମିଲ ହୋଇଛନ୍ତି ଦେଶର ୭୩ ଜଣ ଡାକ୍ତର ଓ ଇନ୍‌ଟେନ୍ସିଭି୍‌ଷ୍ଟସ । ଏହି କର୍ମଶାଳାରେ ଯୋଗ ଦେଇଥିବା ପ୍ରତିନିଧିମାନଙ୍କୁ
Read More...

ଛାତ୍ରଛାତ୍ରୀଙ୍କ ପାଇଁ ଆଇନ ଶିକ୍ଷା ବିସ୍ତୃତ ଭାବେ ପରିବ୍ୟାପ୍ତ

ଭୁବନେଶ୍ୱର, ୭/୦୪: ଆଇନ୍‌ର ଅନେକ ପରିଭାଷା ରହିଛି ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିସ୍ତୃତ ଭାବେ ପରିବ୍ୟାପ୍ତ । ଆଇନ୍‌ଜୀବିଙ୍କ ବୃତିରେ ଅନେକ ପରିବର୍ତନ ଆସିଲାଣି ତେଣୁ ନୂଆ କରି ଏହି ବୃତିରେ ପ୍ରବେଶ କରୁଥିବା ଛାତ୍ରଛାତ୍ରୀମାନେ ସମୟର ସୁବିନିଯୋଗ କରନ୍ତୁ ବୋଲି କହିଛନ୍ତି ବରିଷ୍ଠ
Read More...

ଚିନ୍ତା ବଢ଼ାଇଲା କୋଭିଡ ସଂକ୍ରମଣ

ନୂଆଦିଲ୍ଲୀ; ଏବେ କରୋନା ସଂକ୍ରମଣ ବଢ଼ୁଥିବାରୁ ସବୁ ରାଜ୍ୟକୁ ସତର୍କ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଏନେଇ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଏକ ବୈଠକ ବସିଥିଲା। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ
Read More...

ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ବର: ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢାଇଲେ ରାଜ୍ୟ ସରକାର । ମଜୁରୀରେ ୧୨ଟଙ୍କା ବୃଦ୍ଧି କରିଛନ୍ତି ସରକାର । ଏନେଇ ଶ୍ରମ ଆୟୁକ୍ତଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୩୩ରୁ ୩୪୫ ଟଙ୍କାକୁ ବୃଦ୍ଧି ହୋଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ
Read More...

ଝାରସୁଗୁଡା ନୂଆ ଜିଲ୍ଲାପାଳ ହେଲେ ଆବୋଲି ସୁନୀଲ ନରଭଣେ

ଝାରସୁଗୁଡା; ବଦଳିଛନ୍ତି ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ। ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ବ ନେବେ ଆବୋଲି ସୁନୀଲ ନରଭଣେ। ସୋନପୁର ଜିଲ୍ଲାପାଳ ଥିଲେ ଆବୋଲି ସୁନୀଲ ନରଭଣେ । ନରଭଣେଙ୍କ ବଦଳି ପରେ ସୋନପୁର ଜିଲ୍ଲାପାଳ ଦାୟିତ୍ୱରେ ରହିବେ ଏଡିଏମ। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ
Read More...

ଏସବିଆଇର ପୂର୍ବତନ ଡେପୁଟି ମ୍ୟାନେଜର ଗିରଫ

ଫୁଲବାଣୀ; ଏସବିଆଇର ପୂର୍ବତନ ଡେପୁଟି ମ୍ୟାନେଜର କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଦ୍ବାରା ଗିରଫ ହୋଇଛନ୍ତି। ଫେକ୍‌ କାଗଜପତ୍ର ଦେଇ କୋଟି କୋଟି ଟଙ୍କା ହଡପ୍‌ କରିଥିବା ଅଭିଯୋଗରେ ଫୁଲବାଣୀ ଏସବିଆଇ ବ୍ରାଞ୍ଚର ପୂର୍ବତନ ଡେପୁଟି ମ୍ୟାନେଜରଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୁଲିସ।
Read More...