ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ବଜାରରୁ ପ୍ରତ୍ୟାହାର ହେବ ୨ହଜାର ଟଙ୍କିଆ ନୋଟ୍

ମୁମ୍ବାଇ : ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ। ୨ ହଜାର ଟଙ୍କିଆ ନୋଟ୍ ନେଇ  ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର…
Read More...

ରାଜ୍ୟର ପ୍ରତ୍ୟେକ ବ୍ଲକକୁ ମିଳିବ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ଏହାଦ୍ୱାରା ରାଜ୍ୟର ପ୍ରତ୍ୟେକ ବ୍ଲକକୁ…
Read More...

ଆଉ ୩ ଜିଲ୍ଲାରେ ଗଡିବ ମୋ ବସ

ଭୁବନେଶ୍ବର: ଓଡ଼ିଶାର ଆଉ ୩ ଜିଲ୍ଲାରେ ଗଡିବ ମୋ ବସ । ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ମୋ ବସ୍ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର । ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।  ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଓ…
Read More...

ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବଦଳିଛନ୍ତି ୫ ଜିଲ୍ଲାର ଏସପିଙ୍କ ସହ ୧୮ ଆଇପିଏସ ଅଧିକାରୀ। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଏ.ଏମ. ପ୍ରସାଦଙ୍କୁ ସରକାର ମାନବାଧିକାର ସୁରକ୍ଷା ସେଲ୍‌ର ସ୍ପେଶାଲ ଡିଜି ଭାବେ ନିଯୁକ୍ତ ଦେଇଛନ୍ତି  ।…
Read More...

ଗଡିଲା ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’

ପୁରୀ: ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭର୍ଚୁଆଲ ମୋଡରେ ପୁରୀ-ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଲୋକାର୍ପଣ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ…
Read More...

ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ । ୩ହଜାର ୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ । ଚଳିତବର୍ଷ ମାଟ୍ରିକ ପାସ୍ ହାର ୯୬.୪ ପ୍ରତିଶତ ରହିଛି । ଛାତ୍ରୀଙ୍କ…
Read More...

ସମ୍‌ରେ ବୁଧବାର ଠାରୁ ଦୁଇ ଦିନିଆ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମ ଜୋନାଲ୍‌ ଟାକ୍ସଫୋର୍ସ ବୈଠକ ଆରମ୍ଭ

ଭୁବନେଶ୍ୱର ମେ ୧୭: ପୂର୍ବାଂଚଳ ନିମନ୍ତେ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମର ଦୁଇ ଦିନିଆ ଜୋନାଲ୍‌ ଟାକ୍ସଫୋର୍ସ ବୈଠକ ଆସନ୍ତା ମେ ୧୮ ଓ ୧୯ ତାରିଖ ଦୁଇ ଦିନ ଧରି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ ଆୟୋଜିତ ହେବ । ଦେଶରେ ଟିବି ଭଳି ବ୍ୟାଧିକୁ…
Read More...

କାଳବୈଶାଖୀ ପ୍ରଭାବରେ ଚିଲିକାରେ ବୁଡିଲା ଡଙ୍ଗା, ଜଣେ ନିଖୋଜ

ଖୋର୍ଦ୍ଧା: ଆଜି ଅପରାହ୍ଣରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ଚିଲିକା ଉପକୂଳ ଟାଙ୍ଗୀବ୍ଲକ ଅଧୀନ ସରସ୍ୱତୀନଗର ମତ୍ସଜୀବୀଙ୍କର ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ବାଲିପାଟପୁର ପଂଚାୟତର ସରସ୍ୱତୀନଗର ମତ୍ସ୍ୟଜୀବୀ ସଂଘର ଦୁଷ୍ମନ୍ତ ବେହେରା, ମଳୟ ରଂଜନ ବେହେରାଙ୍କ…
Read More...

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୯ଜଣଙ୍କ ମୃତ୍ୟୁ

ମେଦିନାପୁର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଏଗରା ଠାରେ ମଙ୍ଗଳବାର ଦିନ ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ଆହୁରି…
Read More...

କଲମ୍ବୋରେ ଆୟୋଜିତ ଆଇଆଇଆଇଇ ସିଇଓ ସମ୍ମିଳନୀରେ ସୋଆ ସମ୍ମାନିତ

ଭୁବନେଶ୍ୱର, ୧୬/୦୫ : ଜାତୀୟ ସ୍ତରୀୟ ବୃତିଗତ ଅନୁଷ୍ଠାନ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍‌ ଇଞ୍ଜିନିୟରିଂ (ଆଇଆଇଆଇଇ) ପକ୍ଷରୁ ଶ୍ରୀଲଙ୍କାର କଲମ୍ବୋରେ ନିକଟରେ ଆୟୋଜିତ ଏହାର ୨୩ତମ ସିଇଓ ସମ୍ମିଳନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସମ୍ମାନଜନକ “ପରଫର୍ମାନ୍ସ…
Read More...