ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଓଡ଼ିଶା ରେ ବାତ୍ୟା ର ପ୍ରଭାବ ବିଶେଷ ରହିବ ନାହିଁ, ବଢିବ ଖରା ଓ ଗୁଳୁଗୁଳି !

ଭୁବନେଶ୍ବର: ଆଜି ସକାଳେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ସୃଷ୍ଟି ହୋଇଛି ଚଳିତ ବର୍ଷ ର ପ୍ରଥମ ବାତ୍ୟା ' ମୋକା' । ମୋକା ଉତ୍ତର- ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ସମୁଦ୍ର ରୁ ଅଧିକ ବଳ ସଂଗ୍ରହ କରି ଅଧିକ ଶକ୍ତିଶାଳୀ ହେଉଛି। ଆକଳନ ଅନୁଯାୟୀ ବାତ୍ୟା ମୋକା ଆଜି ମଧ୍ୟରାତ୍ର ବେଳକୁ ଏକ…
Read More...

ପୂବର୍ତନ ବିଧାୟକ ସନାତନ ମହାକୁଡ ଙ୍କ ଘରେ ଆୟକର ରେଡ୍

ଭୁବନେଶ୍ବର: ଆୟକର ଜାଲରେ ପଡିଲେ ପୁର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ। ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଉଛି । ଇନକମ୍ ଟ୍ୟାକ୍ସର ୨୦ ଜଣିଆ ଟିମ୍ ପକ୍ଷରୁ ରେଡ୍ କରାଯାଉଛି । ଏହି ଚଢ଼ାଉରେ  ଆୟକର ବିଭାଗର ୨ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତିଟିମ୍‌ରେ…
Read More...

ଚିକିତ୍ସା କ୍ଷେତ୍ରରେ ଆରମ୍ଭ ହେଲା ଡ୍ରୋନ ଟେକନୋଲଜି

ନୂଆଦିଲ୍ଲୀ: ଦୂରଦୂରାନ୍ତକୁ ଡ୍ରୋନ୍ କରିବ ବ୍ଲଡ୍ ଡେଲିଭରି । ଗୋଟିଏ ଜାଗାରୁ ଆଉ ଗୋଟିଏ ଜାଗାକୁ ଉଡ଼ି ଉଡ଼ିଯିବ ରକ୍ତଥଳୀ। ଚିକିତ୍ସା କ୍ଷେତ୍ରରେ ଡ୍ରୋନ ଟେକନୋଲଜିର ଆରମ୍ଭ ହୋଇଛି ସଫଳ ପ୍ରୟୋଗ। ଡ୍ରୋନ ମାଧ୍ୟମରେ ନିର୍ଦ୍ଦିଷ୍ଟ ତାପମାତ୍ରା ଥିବା ବାକ୍ସରେ ରକ୍ତ ଥଳିକୁ ରଖି ପରିବହନ…
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୦/୦୫ : ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ…
Read More...

ଯୁବ ସଂଗମ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜସ୍ଥାନ ପରିଦର୍ଶନରେ ଯିବେ ସୋଆ ଛାତ୍ରଛାତ୍ରୀ

ଭୁବନେଶ୍ୱର, ୧୦/୦୫ : କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଯୁବ ସଂଗମ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜସ୍ଥାନର ଆଇଆଇଟି ଯିବାକୁ ମନୋନୀତ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୭ ଜଣ ଛାତ୍ରଛାତ୍ରୀ । ଏହି କାର୍ଯ୍ୟକ୍ରମରେ ସୋଆର ଛାତ୍ରଛାତ୍ରୀମାନେ ରାଜସ୍ଥାନର ସାଂସ୍କୃତିକ…
Read More...

ଝାରସୁଗୁଡା ଉପନିର୍ବାଚନ;ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ

ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ରୁ ଆରମ୍ଭ ହୋଇଯାଇଛି ମତଦାନ। ଭୋଟରମାନଙ୍କୁ ଫୁଲ ଚନ୍ଦନ ଦେଇ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ କରାଯାଉଛି। ଆଦର୍ଶ ଓ ପିଙ୍କ ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସ୍କ୍ବାସ୍‌ ପାଣି, ସରବତ, ତରଭୁଜର ବି ବ୍ୟବସ୍ଥା କରାଯାଇଛି। ଭୋଟ୍ ଦେବାକୁ…
Read More...

ମଧ୍ୟପ୍ରଦେଶର କୁନୋ ଉଦ୍ୟାନରେ ଆଜି ଆଉ ଏକ ଚିତାର ମୃତ୍ୟୁ

ଭୋପାଳ: ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଜି ଆଉ ଏକ ଚିତାର ମୃତ୍ୟୁ ହୋଇଛି । ମାଇ ଚୀତା ଧୀରା ମୃତ୍ୟୁବରଣ କରିଛି । ତେବେ ଏହି ଚୀତାର ମୃତ୍ୟୁ କୌଣସି ରୋଗରେ ନୁହେଁ ବରଂ ଅନ୍ୟ ଏକ ଚିତା ସହ ଲଢ଼େଇରେ ହୋଇଛି । ଦକ୍ଷିଣ ଆଫ୍ରିକାରୁ ଆସିଥିବା ଚିତା ଧୀରା ଅନ୍ୟ ଏକ ଚିତା ସହ ଲଢେଇ…
Read More...

କଳାହାଣ୍ଡିରେ ପୁଣି ପୁଲିସ ଓ ମାଓବାଦୀ ମୁହାଁମୁହିଁ

କଳାହାଣ୍ଡିରେ ପୋଲିସ-ମାଓବାଦୀ ଗୁଳି ବିନିମୟ ଘଟଣା । ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଗୁଇନ୍ଦା ନିର୍ଦ୍ଦେଶକ ଏବଂ ଆଇନଶୃଙ୍ଖଳା ଏଡିଜି ଉପସ୍ଥିତ । ମାଓ ଅପରେସନ ଓ ଝାରସୁଗୁଡା ଉପନିର୍ବାଚନ ନେଇ ଆଲୋଚନା ଚାଲିଛି । ସୂଚନାଯୋଗ୍ୟ, ଆଜି ସକାଳେ କଳାହାଣ୍ଡି ଜିଲ୍ଲା…
Read More...

ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବାନ୍ଧିଲା ପୁଲିସ

ଇସ୍ଲାମବାଦ : ଗିରଫ ହୋଇଛନ୍ତି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଆଜି ସେ ଗୋଟିଏ ମାମଲାରେ ଇସଲାମାବାଦ ହାଇକୋର୍ଟରେ ହାଜର ହେବାକୁ ଯାଉଥିଲେ। କିନ୍ତୁ କୋର୍ଟ ବାହାରେ ହିଁ ପୁଲିସ୍‌ ତାଙ୍କୁ ଗିରଫ କରିଛି। ଏହାକୁ ନେଇ ତାଙ୍କ ଦଳ ପିଟିଆଇର କର୍ମୀ ଓ ନେତାମାନେ ବିକ୍ଷୋଭ…
Read More...

ଆଜି ସନ୍ଧ୍ୟା ରେ ଅବପାତ, କାଲି ନେବ ବାତ୍ୟା ର ରୂପ!!

ଭୁବନେଶ୍ବର: ଗତକାଲି ଦକ୍ଷିଣ - ପୂର୍ବ ବଙ୍ଗୋପସାଗର ଅଞ୍ଚଳ ରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ସକାଳେ ସେହି ଅଞ୍ଚଳ ରେ ଚିହ୍ନିତ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ବେଳକୁ ଏହି କ୍ଷେତ୍ର ଡିପ୍ରେଶନ ରେ ପରିଣତ ହେବ ଓ ଆସନ୍ତା କାଲି ଘନିଭୂତ ହୋଇ ବାତ୍ୟା ର ରୂପ ନେବ।…
Read More...