ଜେଲରୁ ମୁକୁଳିଛନ୍ତି କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ
ପଞ୍ଜାବ; ଆଜି ପଞ୍ଜାବର ପଟିଆଲା ଜେଲରୁ ମୁକୁଳିଛନ୍ତି କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ। ରୋଡ ରେଜ ମାମଲାରେ ତାଙ୍କୁ ଏକ ବର୍ଷ ସଜା ହୋଇଥିଲା। ହେଲେ ବର୍ଷ ପୂରଣର ୪୮ ଦିନ ପୂର୍ବରୁ ସେ ମୁକୁଳି ଯାଇଛନ୍ତି। ଏହି ସମୟରେ ଜେଲ ବାହାରେ ସିଦ୍ଧୁଙ୍କ ପ୍ରଶଂସକଙ୍କର ଭିଡ ଲାଗିଥିଲା। ଢୋଲ ବଜାଇ!-->…
Read More...
Read More...