ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୨ ରେଜଲ୍ଟ

ଭୁବନେଶ୍ବର: ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୨ ପରୀକ୍ଷା ଫଳ । ଶନିବାର ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ପ୍ରକାଶ ପାଇଛି । ସର୍ବଭାରତୀୟସ୍ତରରେ ୪୩ ପରୀକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲ ସ୍କୋର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଟପ ରାଙ୍କର ପ୍ରାୟ ୨.୫ ଲକ୍ଷ…
Read More...

ଆଇପିଏସ୍ ଅଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି ହୋଇଛି। ବରିଷ୍ଠ ଆଇପିଏସ୍‌ ବିନୟତୋଷ ମିଶ୍ରଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ ମିଳିଛି। ସେ ଏସ୍‌ସିଆରବି ନିର୍ଦ୍ଦେଶକ ସହ…
Read More...

ସୋଆ କୁଳାଧିପତି ପ୍ରଫେସର ଡି.ପି. ରାୟଙ୍କ ପରଲୋକ

ଭୁବନେଶ୍ୱର , ୨୯ ଏପ୍ରିଲ୍ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା କୃଷି ବିଶେଷଜ୍ଞ ପ୍ରଫେସର ଡି.ପି. ରାୟଙ୍କର ଶନିବାର ସକାଳେ ପରଲୋକ ହୋଇଯାଇଛି । କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ପ୍ରଫେସର ରାୟଙ୍କୁ ୭୩ ବର୍ଷ ବୟସ ହୋଇଥିଲା । କିଛି ଦିନ ହେବ…
Read More...

ଭାରସାମ୍ୟ ହରାଇ ଘାଟିରୁ ଖସିଲା ଭାରତୀୟ ସେନାର ଆମ୍ବୁଲାନ୍ସ : ୨ଯବାନ ମୃତ ୩ ଗୁରୁତର

ଜାମ୍ମୁ-କାଶ୍ମୀର: ଜାମ୍ମୁ-କାଶ୍ମୀର ରାଜୋରୀ ଠାରେ ଭାରତୀୟ ସେନାର ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଘାଟିରୁ ଖସିପଡିବାରୁ ୨ଜଣ ଯବାନଙ୍କର ମୃତ୍ୟୁ ହୋଇଛି । ଏହାସହ ୩ଜଣ ଯବାନ ଗୁରୁତର ହୋଇଥିବା କଥା ସୂଚନା ମିଳିଛି । ଏଲଓସି ନିକଟରେ କେରି ସେକ୍ଟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ପାଇବା…
Read More...

ଇଡି ଜାଲରେ ପଡିଲେ ବାଇଜୁସର ସିଇଓ

ବେଙ୍ଗାଲୁରୁ: ଇଡି ସ୍କାନରରେ ବାଇଜୁସ ସିଇଓ ରବୀନ୍ଦ୍ରନ ବାଇଜୁ । ବେଙ୍ଗାଲୁରୁସ୍ଥିତ ରବୀନ୍ଦ୍ରନଙ୍କ ଅଫିସ ଓ ଘରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବୈଦେଶିକ ମୁଦ୍ରା ପରିଚାଳନା ଆଇନ ବା ଫେମା ଅନୁସାରେ ରବୀନ୍ଦ୍ରନଙ୍କ ଦୁଇଟି ବ୍ୟାବସାୟିକ୍ ପ୍ରତିଷ୍ଠାନ ଓ ତାଙ୍କର ଆବାସସ୍ଥଳୀରେ…
Read More...

ଆସୁଛି କି ଲଘୁଚାପ, କଣ କହିଲେ ଆଇଏମଡି ଡିଜି ?

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ କ୍ଷେତ୍ର । ମେ’ ୫ ତାରିଖ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହାପରେ ଅବପାତରେ ପରିଣତ ହେବା ମଧ୍ୟ ସମ୍ଭାବନା ରହିଛି । ହେଲେ ଓଡ଼ିଶା ଉପରେ…
Read More...

ଆରମ୍ଭ ହୋଇଛି ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା

ଭୁବନେଶ୍ବର; ଆଜି ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା ଆରମ୍ଭ ହୋଇଛି । ହାୱଡ଼ା ଷ୍ଟେସନରୁ ସକାଳ ୬ଟା ୧୦ରେ ଯାତ୍ରା ଆରମ୍ଭ କରିଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ଓ ୧୨ଟା ୩୫ରେ ପୁରୀ ପହଞ୍ଚିିଥିଲା ଟ୍ରେନ । ବନ୍ଦେ ଭାରତ ଏକ୍ସପ୍ରେସ୍…
Read More...

ଓଡିଆ ପୁଅ ସିଦ୍ଧାର୍ଥ ମହାନ୍ତି ହେଲେ ଏଲଆଇସିର ଅଧ୍ୟକ୍ଷ

ଭୁବନେଶ୍ବର : ଜଣେ ଓଡ଼ିଆ ଭାବେ ସିଦ୍ଧାର୍ଥ ମହାନ୍ତି ଏକ ପ୍ରତିଷ୍ଠିତ ଅନୁଷ୍ଠାନର ନେତୃତ୍ବ ନେବାକୁ ଯାଉଛନ୍ତି । ତାଙ୍କୁ ଦେଶର ବୃହତ୍ତମ ବୀମା କମ୍ପାନି ଏଲଆଇସିର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ସେ ଏବେ ଏଲଆଇସିର ଅନ୍ତରୀଣ ଅଧ୍ୟକ୍ଷ ତଥା ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଅଛନ୍ତି ।…
Read More...

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ

ଭୁବନେଶ୍ୱର,୨୬/୦୪: - ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ଉଚ୍ଚ ଶିକ୍ଷା ବିଭାଗର ସଚିବ ଶ୍ରୀ କେ ସଞ୍ଜୟ ମୂର୍ତ୍ତି ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ…
Read More...

ବନ୍ଧା ହେଲେ ତନ୍ତ୍ର ସାଧକ ବିପିନ ରାଉତରାୟ

ଖୋର୍ଦ୍ଧା: ଶେଷରେ ନିଜକୁ ଭୂତ ସଭାପତି ଦାବି କରୁଥିବା ତନ୍ତ୍ର ସାଧକ ଗିରଫ ହେଲେ। ବିପିନ୍ ରାଉତରାୟଙ୍କୁ ବାନ୍ଧିଲା ଖୋର୍ଦ୍ଧା ପୁଲିସ । ଜାମିନ୍ ନାମଞ୍ଜୁର ପରେ ଗଲେ ଜେଲ। ଦୁଇ ଦୁଇଟି ମାମଲାରେ ଭୂତଙ୍କ ସଭାପତି ଜ୍ୟୋତିଷ ବିପିନ ରାଉତରାୟକୁ ବାନ୍ଧିଲା ପୁଲିସ୍ । ଗିରଫ ପରେ ତାଙ୍କ ନାମରେ…
Read More...