ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଂଜୁରୀ ମିଳିଥିବା ସୂଚନା । ରାଜସ୍ୱ, ପଂଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ସମବାୟ ଆଦି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ସୂଚନା । ସହକାରୀ ସମବାୟ ନିବନ୍ଧକ କ୍ୟାଡର
Read More...

ପୁରୀରେ ଜଳୁଛି ମାର୍କେଟ କମ୍ପ୍ଲେକ୍ସ

ପୁରୀ; ପୁରୀରେ ଜଳୁଛି ମାର୍କେଟ କମ୍ପ୍ଲେକ୍ସ। ଅଣାୟତ ହେଉଛି ନିଆଁ । ରାତି ସାରା ପ୍ରଚେଷ୍ଟା ସତ୍ୱେ ନିଆଁ ଲିଭିପାରୁନି। ପ୍ରଥମ ଓ ଦ୍ୱିତୀୟ ମହଲାକୁ ବ୍ୟାପିଲା ନିଆଁ । ପ୍ରଥମ ମହଲାରେ ରହିଛି ବ୍ୟାଙ୍କ ଓ ଲୁଗା ଦୋକାନ। ୧୫ ଘଣ୍ଟାରୁ ଅଧିକ ସମୟ ହେବ ଅଗ୍ନିଶମବାହିନୀ ଏବଂ ଓଡ୍ରାଫ ଟିମ ଆୟତ୍ତ
Read More...

ଆସନ୍ତା କାଲିଠାରୁ ମାଟ୍ରିକ ପରୀକ୍ଷା

କଟକ; ଆସନ୍ତା କାଲିଠାରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା । ୩ ହଜାର ୨୧୮ କେନ୍ଦ୍ରରେ ୫ଲକ୍ଷ ୪୧ ହଜାର ୨୪୭ ଶିକ୍ଷାର୍ଥୀ ଦେବେ ପରୀକ୍ଷା । ପ୍ରଥମ ଦିନରେ ଘଣ୍ଟାଏ ଆଗରୁ ସେଣ୍ଟରରେ ପହଞ୍ଚିବେ ଛାତ୍ରଛାତ୍ରୀ । ମୋଟ ୩୧୬ ନୋଡ଼ାଲ ସେଣ୍ଟରରେ ପହଞ୍ଚି
Read More...

ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି

କେରଳ; ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି। ଛାତ୍ରୀମାନଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି କେରଳ ବିଶ୍ବବିଦ୍ୟାଳୟ । ପାଠ ପଢ଼ୁଥିବା ୧୮ ବର୍ଷ ବୟସରୁ ଅଧିକ ଛାତ୍ରୀଙ୍କୁ ଏଭଳି ଛୁଟି ମିଳିବ । ଯଦି କେହି ଛାତ୍ରୀ ଗ୍ରାଜୁଏସନ୍, ପୋଷ୍ଟଗ୍ରାଜୁଏସନ
Read More...

ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତା ଉପରେ ପ୍ରତିବନ୍ଧକ

ଭୁବନେଶ୍ବର; ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତାକୁ ସ୍ଥାନ ନାହିଁ। ଏଥିପାଇଁ କଡା ନିର୍ଦ୍ଦେଶନାମା ଜାରି କରଯାଇଛି। ଉତ୍କଳୀୟ ସଂସ୍କୃତିର ଏପରି ଅପପ୍ରଚାରକୁ ଆଉ ବରଦାସ୍ତ କରାଯିବନି। ଏପରିକି ଯାତ୍ରା, ମେଲୋଡିରେ ଦ୍ୱି ଅର୍ଥବୋଧକ ସଂଳାପ ମଧ୍ୟ ରହିବନି। ଓଡ଼ିଆ ଭାଷା ସାହିତ୍ୟ ଓ
Read More...

ଆସନ୍ତା ୧୦ତାରିଖରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୧୦ତାରିଖରେ ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି । ବିଜେଡି ବିଧାୟକ ଶାରଦା ନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଭିନ୍ନ
Read More...

ନିଶା ଖାଇ ମଉଜ କରୁଥିଲେ ସାବଧାନ

ଭୁବନେଶ୍ବର; କାଲି ରଙ୍ଗର ଖେଳ ହେବ ଆଉ ଏଥିପାଇଁ ଭୁବନେଶ୍ୱରରେ ସୁରକ୍ଷାକୁ ବଢାଇଦିଆଯାଇଛି । ଭୁବନେଶ୍ୱର ସହର ଉପରେ ନଜର ରଖିବ ୬୦ଟି ସ୍ପେଶାଲ ସ୍କ୍ୱାର୍ଡ । ୩୧ଟି ସ୍ଥାନରେ ପୋଲିସ ପିକେଟିଂ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୭ଟି ମୋବାଇଲ ପାଟ୍ରୋଲିଂ ଟିମ୍
Read More...

ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ମୃତ୍ୟୁ, ୧୦୦ରୁ ଅଧିକ ଆହତ

ଢାକା: ବାଂଲାଦେଶ ରାଜଧାନୀ ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ଜଣଙ୍କ ଜୀବନ ଯାଇଥିଲାବେଳେ ଶହେରୁ ଅଧିକ ଲୋକ ଆହତ ହୋଇଛନ୍ତି।ଆହତଙ୍କ ମଧ୍ୟରେ ଅଧିକାଂଶ ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନାନୁସାରେ; ବାଂଲାଦେଶର ଢାକା ଅନ୍ତର୍ଗତ ଗୁଲିସ୍ତାନର ଥିବା ଗୋଟିଏ ବହୁତଳ
Read More...

ପୁଣି ମାଣିକ ଶାହା ତ୍ରିପୁରାର ମୁଖ୍ୟମନ୍ତ୍ରୀ

ତ୍ରିପୁରା; ମାଣିକ ଶାହା ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ପାଇଁ ଦାୟିତ୍ୱ ସମ୍ଭାଳିବେ। ଆଜି (ସୋମବାର) ସନ୍ଧ୍ୟାରେ ରାଜ୍ୟରେ ଶାସକ ବିଜେପିର ନବ ନିର୍ବାଚିତ ସଦସ୍ୟଙ୍କ ବୈଠକରେ ତାଙ୍କ ନାମ ଦ୍ଵିତୀୟ ଥର ପାଇଁ ମନୋନୀତ ହୋଇଥିଲା। ଶ୍ରୀ ଶାହାଙ୍କ ଦଳ ବିଜେପି ଏବଂ ଏହାର ସହଯୋଗୀ
Read More...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବରୀ ଦେବୀଙ୍କୁ ଜେରା କଲା ସିବିଆଇ

ବିହାର: ଲ୍ୟାଣ୍ଡ ଫର୍ ଜବ ସ୍କାମ ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବରୀ ଦେବୀଙ୍କୁ ୪ଘଣ୍ଟା ଜେରା କଲା ସିବିଆଇ । ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ଘରେ ସିବିଆଇ ଟିମର ଯାଞ୍ଚ କରିଛି । ରେଲଓ୍ବେ ଗ୍ରୁପ-ଡି ଚାକିରିରେ ଅନିମିତତା ମାମଲାରେ ଲାଲୁଙ୍କ ପତ୍ନୀ ତଥା ପୂର୍ବତନ
Read More...