ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କଂଗ୍ରେସ ମହାଅଧିବେଶନରେ ସୋନିଆଙ୍କ ଇଶାରାକୁ ନେଇ ଚର୍ଚ୍ଚା

ରାୟପୁର; କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ଇଶାରାକୁ ନେଇ ଏବେ ଚର୍ଚ୍ଚା ଚାଲିଛି। ଛତିଶଗଡର ରାଜଧାନୀ ରାୟପୁରରେ କଂଗ୍ରେସ ପକ୍ଷରୁ ଚାଲିଥିବା ସାଧାରଣ ଅଧିବେଶନରେ ସୋନିଆ ଗାନ୍ଧି ଦେଇଥିବା ବକ୍ତବ୍ୟରେ ସେମିତି କିଛି ଇଶାରା ଦେଇଛନ୍ତି। ରାୟପପୁରେ କଂଗ୍ରେସ ପକ୍ଷରୁ ଚାଲିଥିବା
Read More...

ନକ୍ସଲ ଗୁଳିରେ ୩ ଯବାନ ସହିଦ, ୨ ଗୁରୁତର ଆହତ

ଛତିଶଗଡ; ନକ୍ସଲ ଗୁଳିରେ ୩ ଯବାନ ସହିଦ, ୨ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଇଛି। କୁନ୍ଦେଡ ଓ ଜାଗେରଗୁଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରସନ ବେଳେ ମାଓବାଦୀଙ୍କ ଆମ୍ବ୍ୟୁସରେ ଫସି ଯାଇଥିଲେ ଯବାନ । ସର୍ଚ୍ଚ ଅପରେସନ ବେଳେ ମାଓବାଦୀଙ୍କ ସହ
Read More...

ଟ୍ରାଇଥଲନ ପ୍ରତିଯୋଗିତାରେ ଜଣେ ଖେଳାଳୀଙ୍କ ମୃତ୍ୟୁ

ପୁରୀ: ପୁରୀ-କୋଣାର୍କ ରାସ୍ତାର ରାମଚଣ୍ଡୀଠାରେ ଚାଲିଥିବା ଟ୍ରାଇଥୋଲନ ପ୍ରତିଯୋଗିତାରେ ଭାଗ ନେଇଥିବା ଜଣେ ପ୍ରତିଯୋଗୀଙ୍କ ଆଜି ଅକାଳ ମୃତ୍ୟୁ ହୋଇଛି। ପ୍ରତିଯୋଗିତାରେ ଭାଗ ନେଇଥିବା ରାଜସ୍ଥାନ ଅଂଚଳର ନିତୀନ ସୋନିଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ; ଆୟୋଜିତ ପ୍ରତିଯୋଗିତାରେ
Read More...

ଚିକିତ୍ସା ପାଇଁ ଦିଲ୍ଲୀରୁ ହାଇଦ୍ରାବାଦ ଗଲେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ବର; ଅଧିକ ଚିକିତ୍ସା ପାଇଁ ଦିଲ୍ଲୀରୁ ହାଇଦ୍ରାବାଦ ଗଲେ ଅଭିନେତା ପିଣ୍ଟୁ ନନ୍ଦ। ଆଜି ତାଙ୍କୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି। ଲିଭର ସିରୋସିସ ରୋଗରେ ପୀଡ଼ିତ ଥିବା ପିଣ୍ଟୁ ନନ୍ଦ ଗତ ୭ ତାରିଖରେ ନୂଆ ଦିଲ୍ଲୀସ୍ଥିତ ILBS ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
Read More...

ମାର୍ଚ୍ଚ ୫ରେ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶନ ହେବ ’ଡାକୋଟା’

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୫ରେ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶନ ହେବ ’ଡାକୋଟା’ ବିମାନ। ବିମାନବନ୍ଦର ଟର୍ମିନାଲ ଓ୍ବାନ୍‌ ସାମ୍ନାକୁ ଆସିଲାଣି ଡାକୋଟା । ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରିୟ ବିମାନ ଡାକୋଟାର ବିଭିନ୍ନ ଅଂଶର ଖଞ୍ଜାଖଞ୍ଜି କାମ ନିର୍ଦ୍ଧାରିତ ସମୟରେ ଶେଷ ହୋଇଛି । ଏବେ
Read More...

୪ ଦିନିଆ ରିମାଣ୍ଡରେ ଗଲେ ବାବୁରାମ ଦେ

ବାଲେଶ୍ୱର: ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେ’ଙ୍କୁ ପୁଲିସ ୪ ଦିନିଆ ରିମାଣ୍ଡରେ ନେଇଛି। ପାକିସ୍ତାନକୁ ତଥ୍ୟ ଲିକ୍‌ ଅଭିଯୋଗରେ ଗିରଫ ମାମଲାରେ ଗତକାଲି ଗିରଫ ହୋଇଥିବା ଚାନ୍ଦିପୁରସ୍ଥିତ ଆଇଟିଆର୍‌ର ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେ’ଙ୍କୁ ପୁଲିସ ୪ ଦିନିଆ ରିମାଣ୍ଡରେ ନେଇଛି।
Read More...

ହୋଲି ପାଇଁ ବାଙ୍କେ ବିହାରୀ ମନ୍ଦିରରେ କଟକଣା

ମଥୁରା: ହୋଲି ପାଇଁ ବାଙ୍କ ବିହାରୀ ମନ୍ଦିରରେ ଲାଗିଲା କଟକଣା। ମଥୁରାର ବୃନ୍ଦାବନରେ ଥିବା ବାଙ୍କବିହାରୀ ମନ୍ଦିରରେ ହୋଲି ଦିନ ଭକ୍ତମାନେ ସେମାନଙ୍କ ଠାକୁରଜୀ (ଶ୍ରୀକୃଷ୍ଣ) ଙ୍କ ସହ ହୋଲି ଖେଳନ୍ତି | ଆଗକୁ ହୋଲିର ପର୍ବ ଥିବାରୁ ବାଙ୍କବିହାରୀ ମନ୍ଦିର କର୍ତ୍ତୃପକ୍ଷ ଭକ୍ତମାନଙ୍କୁ କିଛି
Read More...

ବିଶ୍ୱ ଭୂଷଣ ହରିଚନ୍ଦନ ହେଲେ ଛତିଶଗଡର ନବମ ରାଜ୍ୟପାଳ

ଛତିଶଗଡ; ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ ଛତିଶଗଡର ନବମ ରାଜ୍ୟପାଳ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି। ରାଜ୍ୟ ରାଜଧାନୀ ରାୟପୁରର ରାଜଭବନରେ ଏକ ଭବ୍ୟ ସମାରୋହରେ ବିଶ୍ୱ ଭୂଷଣ ଶପଥ ଗ୍ରହଣ କରିଛନ୍ତି। ଛତିଶଗଡ ହାଇକୋର୍ଟର ପ୍ରଧାନ ବିଚାରପତି ଅରୁପ କୁମାର
Read More...

ବଜେଟ ୨୦୨୩-୨୪: କାହାକୁ ମିଳିଲା କେତେ ?

ଭୁବନେଶ୍ବର; ବିଧାନସଭାରେ ଉପସ୍ଥାପିତ ହୋଇଛି ଆର୍ଥିକ ବଜେଟ । ଚଳିତ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟବ ବରାଦ କରାଯାଇଛି । ଏଥିରେ କୃଷି ବିଭାଗକୁ ମିଳିଛି ୨୪ ହଜାର ୮୨୯ କୋଟି ଟଙ୍କା । ସ୍ୱାସ୍ଥ୍ୟ ବିଭାଗ ପାଇଁ ରହିଛି ୧୫ ହଜାର ୭୫୬
Read More...

ରାଜ୍ୟରେ ଚାଷ ଓ ଚାଷୀଙ୍କ ପାଇଁ ପ୍ରାଧାନ୍ୟ ଦେଇଛନ୍ତି ସରକାର

ଭୁବନେଶ୍ବର : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାରଦିନ ବିଧାନସଭାରେ ବର୍ଷ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏବର୍ଷ ମଧ୍ୟ ଅର୍ଥମନ୍ତ୍ରୀ ପ୍ରଥମେ ଏକ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ କୃଷି ଉତ୍ପାଦନ ବୃଦ୍ଧି, କୃଷକ
Read More...