ଆସନ୍ତା ୧୫ତାରିଖ ଠାରୁ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ
ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ମହାସଂଘ ୧୦ ଦଫା ଦାବି ନେଇ ଆସନ୍ତା ୧୫ ତାରିଖ ଠାରୁ ଆନ୍ଦୋଳନ କରିବାକୁ ଯାଉଛି। ଏହି ଆନ୍ଦୋଳନରେ ମହାସଂଘର ୫ ଲକ୍ଷ ଡ୍ରାଇଭର ସାମିଲ ହେବେ। ଡ୍ରାଇଭରମାନେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ୧୫ ତାରିଖ ଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆନ୍ଦୋଳନ କରିବେ।!-->…
Read More...
Read More...