ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର

ଭୁବନେଶ୍ବର; ଭୁବନେଶ୍ୱରରେ ପହଞ୍ଚିଲା ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର । ବର୍ତମାନ ଅଭିନେତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର କିମ୍ସ ଶବଗୃହକୁ ନିଆଯିବ । ଆସନ୍ତାକାଲି ଭୁବନେଶ୍ୱର ବାସଭବନରେ ଶେଷଦର୍ଶନ ପାଇଁ ରହିବ । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବାର
Read More...

ନାଗାଲାଣ୍ଡ ଓ ତ୍ରିପୁରାରେ ବିଜେପି,ମେଘାଳୟରେଏନପିପି

ନୂଆଦିଲ୍ଲୀ; ଆସିଯାଇଛି ୩ ଉତ୍ତର-ପୂର୍ବ ରାଜ୍ୟର ନିର୍ବାଚନୀ ଫଳାଫଳ। ବିଜେପି ଓ ତା’ର ସହଯୋଗୀ ଦଳ ଗୁଡ଼ିକ ମିଳିତ ଭାବେ ତ୍ରିପୁରା ଓ ନାଗାଲାଣ୍ଡରେ ବିଜୟୀ ହୋଇଛନ୍ତି। ତ୍ରିପୁରାରେ ବିଜେପି ଅଳ୍ପକେ ବାଜିମାତ କରିଥିବା ବେଳେ ନାଗାଲ୍ୟାଣ୍ଡରେ ଦଳ ଏନଡିପିପି ସହ ମିଶି ନିର୍ବାଚନ ବୈତରଣୀ
Read More...

ରାଜସ୍ଥାନର ମହିଳାମାନଙ୍କ ପାଇଁ ଅଧା ହେବ ବସ୍ ଭଡା

ରାଜସ୍ଥାନ; ରାଜସ୍ଥାନ ସରକାର ଆସନ୍ତା ମାସ ଅର୍ଥାତ ଏପ୍ରିଲ ୧ରୁ ମହିଳାଙ୍କ ପାଇଁ ବସ୍ ଭଡ଼ା ଅଧା କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜସ୍ଥାନର ସମସ୍ତ ସରକାରୀ ବସରେ ଯାତ୍ରା କରୁଥିବା ମହିଳା, ଧାର୍ଯ୍ୟ ବସ ଭଡ଼ାର ଅଧା ଭଡ଼ା ଦେଇ ଯାତ୍ରା କରିପାରିବେ। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ
Read More...

ନିର୍ବାଚନ କମିଶନଙ୍କ ନିଯୁକ୍ତିକୁ ନେଇ ସୁପ୍ରିମକୋର୍ଟଙ୍କ ବଡରାୟ

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପ୍ରଧାନମନ୍ତ୍ରୀ, ବିରୋଧୀଦଳ ନେତା ଓ ପ୍ରଧାନବିଚାରପତିଙ୍କୁ ନେଇ ଗଠିତ କମିଟିର ସୁପାରିସ ଅନୁସାରେ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କୁ ରାଷ୍ଟ୍ରପତି
Read More...

ମିଶନ ଶକ୍ତି ମାଆ ମାନଙ୍କୁ ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମିଶନ ଶକ୍ତି ମାଆ ମାନଙ୍କୁ ସାଇକେଲ ବାଣ୍ଟିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଳସାଥୀ, ଆହାର ସାଥୀ, ସ୍ବଚ୍ଛସାଥୀ ଓ ସୁପରଭାଇଜର୍ ଆଦିଙ୍କୁ ସାଇକେଲ ବଣ୍ଟନ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ୮ହଜାର ସହଭାଗୀଙ୍କୁ ସାଇକେଲ
Read More...

ଆଜି ଆସିବ ୩ଟି ଉତ୍ତରପୂର୍ବାଞ୍ଚଳ ରାଜ୍ୟର ନିର୍ବାଚନ ଫଳାଫଳ

ନୂଆଦିଲ୍ଲୀ: ଆଜି ଗୁରୁବାର ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ଡ୍‌ରେ ବିଧାନସଭା ନିର୍ବାଚନ ନିମନ୍ତେ ଗ୍ରହଣ କରାଯାଇଥିବା ଭୋଟ୍‌ଗୁଡ଼ିକର ଗଣନା ସକାଳ ୮ଟା ବେଳେ ଆରମ୍ଭ ହୋଇଛି। ଏଥିସହ ୪ଟି ରାଜ୍ୟର ୫ଟି ବିଧାନସଭା ଆସନର ଉପନିର୍ବାଚନ ପାଇଁ ମଧ୍ୟ ଗଣତି ହେବ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା
Read More...

ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ

ଭୁବନେଶ୍ବର: ଗତ ରାତି ୧୧ଟା ୨୫ରେ ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ହୋଇଥିବା ଓଡିଶା ସିନେ ଆର୍ଟିଷ୍ଟ ଆସୋସିଏସନର ସାଧାରଣ ସମ୍ପାଦକ ଶ୍ରୀତମ ଦାସ ସୂଚନା ଦେଇଛନ୍ତି । ସେ ଲିଭର ସିରୋସିସ୍‌ରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ଲିଭର ନଷ୍ଟ ହୋଇଯାଇଥିବା କୁହାଯାଇଥିଲା। ଲିଭର ପ୍ରତିରୋପଣ ଆଶାରେ
Read More...

ଫାର୍ମା ଜଗତରେ ନିରନ୍ତର ବିକାଶ ଆଣିବା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ

ଭୁବନେଶ୍ୱର, ୦୧/୦୩: ନିୟମିତ ଭାବେ ଜ୍ଞାନ ବୃଦ୍ଧି କର ଏବଂ ବିକାଶ ପ୍ରକ୍ରିୟା ବିଷୟରେ ଅବଗତ ରହିଲେ ଭବିଷ୍ୟତରେ ଆଗକୁ ଯିବ ବୋଲି କହିଛନ୍ତି କୋଲକାତା ସ୍ଥିତ ୱିପ୍ରୋ ଡିଜିଟାଲ୍ ଅପରେସନ୍ସ ଆଣ୍ଡ ପ୍ଲାଟଫର୍ମସର ସିନିୟର ମ୍ୟାନେଜର ଡାକ୍ତର ସୁଶାନ୍ତ ସେନାପତି । ବୁଧବାର ଶିକ୍ଷା ଓ ଅନୁସନ୍ଧାନ
Read More...

ସୌରଭ ଭରଦ୍ବାଜ ଓ ଆତିଶି ହେବେ କି ଦିଲ୍ଲୀର ନୂଆ ମନ୍ତ୍ରୀ ?

ନୂଆଦିଲ୍ଲୀ: ଆପ୍‌ ସରକାରଙ୍କର ଦୁଇ କ୍ୟାବିନେଟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏବଂ ମନୀଷ ସିସୋଦିଆ ଗିରଫ ହୋଇ ଜେଲ ଯିବା ପରେ ତାଙ୍କ ସ୍ଥାନରେ ଦୁଇ ବିଧାୟକଙ୍କୁ ମନ୍ତ୍ରୀ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୁପାରିଶ କରିଛନ୍ତି। ସମ୍ପୃକ୍ତ ୨ ମନ୍ତ୍ରୀଙ୍କ ଇସ୍ତଫା ପରେ
Read More...

୧୦ ଟଙ୍କାରୁ ଅଧିକ ହବନି ରାଜ୍ୟ ସଂଗ୍ରହାଳୟର ପ୍ରବେଶ ଦେୟ

ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ସଂପୂର୍ଣ୍ଣ ମାଗଣା ଭୁବନେଶ୍ବର; ଓଡିଶା କଳାର ଭୂମି । ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର
Read More...