ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଦିଲ୍ଲୀର ନୂଆ ମେୟର ହେଲେ ଶେଲି ଓବରୟ

ନୂଆଦିଲ୍ଲୀ: ବହୁ ବାଦବିବାଦ ପରେ ଆମ୍‌ ଆଦମୀ ପାର୍ଟି ର ଶେଲି ଓବରୟ ଦିଲ୍ଲୀର ନୂଆ ମେୟର ଭାବେ ନିର୍ବାଚିତ ହୋଇଛନ୍ତି। ଦିଲ୍ଲୀର ନୂଆ ମେୟର ଚୟନ ପାଇଁ ଆଜି ମତଦାନ ହୋଇଥିବା ବେଳେ ଏଥିପାଇଁ ପୌର ସଦନରେ ଏକ ବୈଠକ ବସିଥିଲା। ଏଥିରେ ଆପ୍‌ ପ୍ରାର୍ଥୀ ତଥା ପ୍ରଥମ ଥର କାଉନସିଲର ହୋଇଥିବା ଶେଲି
Read More...

ନବ ଦାସ ମୃତ୍ୟୁ ମାମଲାରେ ଗୃହରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପୁଣି ଅଚଳ ହୋଇଛି ବିଧାନସଭା। ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଗୃହର ମଧ୍ୟଭାଗକୁ ଆସି ବି‌ରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଛନ୍ତି। ଏହି ହଟ୍ଟଗୋଳ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁଚାଷ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର, ୨୧/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତୁଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...

କ୍ୟାରିୟର ଗଠନ ନିମନ୍ତେ ସୋଆର ପୁରାତନ ଛାତ୍ରଙ୍କ ଦ୍ୱାରା ଦୁଇଟି ପୁସ୍ତକ ରଚିତ

ଭୁବନେଶ୍ୱର, ୨୧/୦୨: ଛାତ୍ରଛାତ୍ରୀମାନେ ବୃତିଗତ ଦୁନିଆରେ ଓ ପ୍ରତିଯୋଗିତାମୂଳକ ପରିବେଶରେ ନିଜ ସ୍ଥିତିକୁ ସୁଦୃଢ଼ କରିବାର ମନ୍ତ୍ର ଦେବାର ଉଦ୍ଦେଶ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଦୁଇଜଣ ପୁରାତନ ଛାତ୍ର ଦୁଇଟି ପୁସ୍ତକ ରଚନା କରିଛନ୍ତି । ସୋଆର ପୁରାତନ ଛାତ୍ର ଅରବିନ୍ଦ ଦାସ
Read More...

ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା

ଭୁବନେଶ୍ୱର: ଭୁବନେଶ୍ବର ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିବାସୀ ମହିଳାଙ୍କ ସହ ଫଟୋ ଉଠାଇଥିଲେ । ଷ୍ଟଲ୍ ବୁଲି ଆଦିବାସୀ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ
Read More...

ବଜେଟ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ବର; ଆସନ୍ତା କାଲିଠାରୁ ଆରମ୍ଭ ହୋଇଯିବ ବିଧାନ ସଭା ବଜେଟ୍ ଅଧିବେଶନ। ଏହି ବଜେଟ୍ ଅଧିବେଶନ ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଯୋଗ ଦେଇଥିଲେ ଅର୍ଥମନ୍ତ୍ରୀ
Read More...

ଅଙ୍ଗନୱାଡି କର୍ମୀ ଓ ସହାୟକଙ୍କ ପାଇଁ ବଦଳିଲା ନିୟମ

ଭୁବନେଶ୍ବର; ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ନିଯୁକ୍ତି ପାଇଁ ବଦଳିଲା ନିୟମ । ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ୧୮ରୁ ୩୫ ବର୍ଷ ବୟସ୍କା ସର୍ବନିମ୍ନ ଦ୍ୱାଦଶ ଉତୀର୍ଣ୍ଣ ପ୍ରାର୍ଥୀନି ଏଥିପାଇଁ ଯୋଗ୍ୟ ବିବେଚିତ
Read More...

ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଜଣେ ଛାତ୍ରୀ ମୃତ,୨୫ ଗୁରୁତର

ସୋର: ବାଲେଶ୍ବର ଜିଲ୍ଲା ସୋର ପୌରପାଳିକା ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଶୁକ୍ରବାର ଜଣେ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ୨୫ ଜଣ ଅସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ସେପଟେ ଜଣାପଡ଼ିଛି ଏହି କନ୍ୟାଶ୍ରମରେ ଗତକାଲି
Read More...

ଆସନ୍ତାକାଲି ଦିନିକିଆ ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ବରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଦିନିକିଆ ବରଗଡ଼ ଗସ୍ତରେ ଯିବେ। ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ପଦ୍ମପୁର, ପାଇକମାଳ ଓ ଝାରବନ୍ଧରେ ଏକାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ। ସେହିପରି ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଚେକ୍‌
Read More...

ବାଘୁଣୀ ଅଙ୍କିତା ମା’ ହୋଇଛି

ବାରଙ୍ଗ: ବାଘୁଣୀ ଅଙ୍କିତା ମା’ ହୋଇଛି। ସେ ଜନ୍ମ ଦେଇଥିବା ୫ ଶାବକ ମଧ୍ୟରୁ ଗୋଟିଏ ଛୁଆ ମରିଯାଇଥିବା ବେଳେ ଅନ୍ୟ ୪ ସୁସ୍ଥ ଅଛନ୍ତି ଏବଂ ମା’ କୋଳରେ ଚଳପ୍ରଚଳ ହେଉଥିବା ଦେଖିବାକୁ ମିଳିଛି। ତେଣୁ ଏହି ନବଜାତ ୪ ବାଘଛୁଆଙ୍କୁ ମିଶାଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୩୧କୁ ବୃଦ୍ଧି
Read More...