ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

୨୦୨୩-୨୪ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପୂର୍ବାହ୍ନ ୧୧ଟା ବେଳେ ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରି ଉଦ୍‌ବୋଧନ ଆରମ୍ଭ କରିଛନ୍ତି।୨୦୨୩-୨୪ କେନ୍ଦ୍ର ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଥମେ ଅର୍ଥମନ୍ତ୍ରାଳୟରେ ପହଞ୍ଚିଥିଲେ। ଏହାପରେ ସେ ବଜେଟ୍‌
Read More...

ଆସନ୍ତାକାଲି ଠାରୁ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠାରୁ ବିଭିନ୍ନ ହାୟର ସେକେଣ୍ଡାରୀ ସ୍କୁଲ ଗୁଡିକ ପ୍ରସ୍ତୁତି ଚୂଡାନ୍ତ କରିବା ସହ ସମସ୍ତ ବିଭାଗକୁ ପ୍ରଶ୍ନପତ୍ର, ଉତ୍ତର ଖାତା ସହ ଟାଇମ୍ ଟେବୁଲ ପଠାଯାଇଛି । ଏନେଇ ଏକ୍ସଟରନାଲ ମାନଙ୍କୁ ଚିଠି କରାଯାଇଛି
Read More...

ଆଇପିଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଆଇପିଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଝାରସୁଗୁଡା ଏସପି ଥିବା ରାହୁଲ ଜୈନ ବଦଳି ହୋଇ ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ ହୋଇଛନ୍ତି। ବରଗଡ଼ ଏସପି ପରମାର ସ୍ମିଥଙ୍କୁ ଦିଆଯାଇଛି ଝାରସୁଗୁଡା ଏସପି ଦାୟିତ୍ବ । ବରଗଡ଼ ଏସପି ହୋଇଛନ୍ତି ପ୍ରହଲ୍ଲାଦ
Read More...

ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ

ନୂଆଦିଲ୍ଳୀ: ସଂସଦରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେକ୍ଷଣ ରିପୋର୍ଟ। ବଜେଟ୍ ପୂର୍ବରୁ ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୨୩-୨୪ ଆର୍ଥିକ ବର୍ଷରେ ୬.୫ ପ୍ରତିଶତ ଜିଡିପି ଅଭିବୃଦ୍ଧି ରହିବା ନେଇ ଆକଳନ କରାଯାଇଛି ।
Read More...

ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ

ଗାନ୍ଧିନଗର: ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ । ଆଜି ଦଣ୍ଡ ଘୋଷଣା କଲେ ଗାନ୍ଧିନଗର କୋର୍ଟ । ୨୦୧୩ ଦୁଷ୍କର୍ମ ମାମଲାରେ କୋର୍ଟ ଦଣ୍ଡ ଘୋଷଣା କଲେ । ଗତକାଲି ଏହି ମାମଲାରେ ଦୌରାଜଜ ଡି.କେ. ସୋନି ୬ ଅଭିଯୁକ୍ତଙ୍କୁ ଖଲାସ କରିଥିବାବେଳେ ଆଶାରାମଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।
Read More...

ବିଶାଖାପାଟଣା ହେବ ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ

ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ ହେବ ବିଶାଖାପାଟଣା । ନୂଆଦିଲ୍ଲୀରେ ଆଜି ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀ ନୂତନ ରାଜଧାନୀର ନାଁ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ ବିଶାଖାପାଟଣାକୁ
Read More...

ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର ପ୍ରମୋଦ

ବ୍ରହ୍ମପୁର; ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ । ଅଫିସ ସହ ଏକକାଳୀନ ୧୦ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ
Read More...

ଆଜିଠାରୁ ଆରମ୍ଭ ହେଲା କେନ୍ଦ୍ରୀୟ ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ; ଆଜିଠାରୁ ଆରମ୍ଭ ହୋଇଗଲା କେନ୍ଦ୍ରୀୟ ବଜେଟ୍ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ସଦସ୍ୟଙ୍କୁ ଉଦବୋଧନ ଦେବା ପରେ ଆରମ୍ଭ ହେଇଛି ୨୦୨୩-୨୪ ଆର୍ଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ । ଏଥର ବଜେଟ୍ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ
Read More...

କଟକ ଅବକାରୀ ବିଭାଗ ଷ୍ଟୋରରୁମରେ ଅଗ୍ନିକାଣ୍ଡ

କଟକ; ହାଇକୋର୍ଟ ନିକଟ କଟକ ସବ ରେଜିଷ୍ଟ୍ରାର ଅଫିସ ପରିସରରେ ଥିବା ଅବକାରୀ ଷ୍ଟୋରରୁମ ଆଗ ହୋଟେଲରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି । ଏଥିରେ ୩ ଜଣ ହୋଟେଲ କର୍ମଚାରୀ ଆହତ ହୋଇଥିବାବେଳେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଆଁକୁ ଆୟତ କରିବାକୁ ୩ଟି
Read More...

ପଞ୍ଚଭୂତରେ ବିଲୀନ ହୋଇଗଲେ ନବକିଶୋର

ଝାରସୁଗୁଡ଼ା: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପଞ୍ଚଭୂତରେ ଲୀନ ହୋଇଯାଇଛି ନବକିଶୋରଙ୍କ ମରଶରୀର । ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି | ମନ୍ତ୍ରୀ ନବ
Read More...