ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ହାଇୱା ଧକ୍କାରେ ମୃତ୍ୟୁ : ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲାରେ ରବିବାର ହାଇୱା ଧକ୍କାରେ ମୃତ୍ୟୁ ବାରଣ କରିଥିବା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଜେନା(୫୮) ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା
Read More...

ଜାତୀୟ ପତାକା ଅବତରଣ ବେଳେ ଛାତ୍ର ମୃତ

କୁଜଙ୍ଗ: ଗଣତନ୍ତ୍ର ଦିବସରେ କୁଜଙ୍ଗ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛ। ଛାତ୍ର ଜଣଙ୍କ ହେଲେ ଓମ୍ ପ୍ରକାଶ ଦ୍ବିବେଦୀ। ଖବରମୁତାବକ, କୋଚିଂ ସେଣ୍ଟର ଛାତ ଉପରୁ ଜାତୀୟ ପତାକା ଅବତରଣ ବେଳେ ଏଥିରେ ଲାଗିଥିବା ଜିଆଇ ରଡ୍
Read More...

୨୦ ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ବର: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ। ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ
Read More...

ଆସନ୍ତା ୨୮ରେ ଓଡ଼ିଶା ବନ୍ଦ

ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ। ଏହି ବନ୍ଦ ଡାକରା ଦେଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ। ସାଧାରଣ ଲୋକଙ୍କ ୩ ଦଫା (ପ୍ରଦୂଷଣ, ଧାନମଣ୍ଡି ଅବ୍ୟବସ୍ଥା, ଟାଟା ପାଓ୍ବାର ଯନ୍ତ୍ରଣା) ଦାବିକୁ ନେଇ ଏହି ବନ୍ଦ ପାଳନ କରାଯିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି। ଅନ୍ୟ ପକ୍ଷରେ
Read More...

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ନୂଆଦିଲ୍ଲୀ: କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଛି ଅଶୋକ ଚକ୍ର। ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Read More...

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ: କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହେଲା ଓଡ଼ିଶାର ପ୍ରଜ୍ଞାପନ ମେଢ। ଯେଉଁଥିରେ ପରମ୍ପରାରୁ ପ୍ରଗତି ଆତ୍ମନିର୍ଭର ଭାରତ ବାର୍ତ୍ତା ଦେଇଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ। ଏଥିରେ କୋରାପୁଟ କଫି, ମହିଳାଙ୍କ ନେତୃତ୍ବ, ସେମି କଣ୍ଡକ୍ଟର, ତାରକସି ଓ ପଟ୍ଟଚିତ୍ର କାର୍ଯ୍ୟ ପ୍ରଦର୍ଶିତ
Read More...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡିଲେ ଆରଆଇ

ନ୍ୟୁଜ୍ ବ୍ୟୁରୋ: ଭିଜିଲାନ୍ସ ହାତରେ ଧରାପଡିଛନ୍ତି କଟକ ସଦର ତହସିଲର ଆରଆଇ ଜାନକୀ ରଞ୍ଜନ ମଲ୍ଲିକ। ଏକ ମାମଲାରେ ରିପୋର୍ଟ ଦାଖଲ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଜମି ମାଲିକଙ୍କ ଅଭିଯୋଗ ଆଧାରରେ ଆରଆଇଙ୍କ ଉପରେ ନଜର
Read More...

୭୨ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ। ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା, ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦
Read More...

୪.୫୭ ଲକ୍ଷ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ମହିଳା ଓ ଶିଶୁ ବିକାଶ ବିଭାଗର ପୂର୍ବ ଘୋଷଣା ମୁତାବକ ଗୁରୁବାର ଦିନ ୪,୫୭,୬୮୧ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି)
Read More...

ଆଉ ମିଳିବନି ମାଦକ ଦ୍ରବ୍ୟ: ଗୁଟ୍‌ଖା, ସିଗାରେଟ୍‌-ବିଡି ହେଲା ବ୍ୟାନ୍‌

ନ୍ୟୁଜ୍ ବ୍ୟୁରୋ: ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଗୁଟଖା କ୍ରୟ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର। ପାନ ମସଲା, ଜର୍ଦ୍ଦା, ଖଇନି, ଗୁଟଖା, ତମ୍ବାକୁ କିଣାବିକାରେ କଟକଣା। ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଗୁଟଖା
Read More...