ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ମାର୍ଚ୍ଚ ଶେଷ ସୁଦ୍ଧା ସ୍କ୍ରାପିଙ୍ଗ ହେବ ୧୫ବର୍ଷର ପୁରୁଣା ଗାଡି

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ୧୫ ବର୍ଷରୁ ପୁରୁଣା ସରକାରୀ ଓ ସରକାରୀ ସଂସ୍ଥାର ଗାଡି ସ୍କ୍ରାପିଙ୍ଗ ହେବ। ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ଏନେଇ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ଜଣାଇଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ ୧୫ବର୍ଷରୁ…
Read More...

ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କୁ ଗିରଫ

କଟକ: ମୃତକ ଧନେଶ୍ବର ବେହେରାଙ୍କ ପରିବାର ଓ ସଂପର୍କୀୟ ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କ ନାଆଁରେ ବଡ ଅଭିଯୋଗ ଆଣିଛନ୍ତି । ସେମାନଙ୍କ କହିବା ଅନୁଯାୟୀ, ସାଦା ପୋଷାକରେ ଆସି ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରା, ଏସିଏଫ୍ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ ଧନେଶ୍ବର ବେହେରାଙ୍କୁ…
Read More...

ତୁର୍କୀରେ ଭୀଷଣ ଭୂମିକମ୍ପ

ନୂଆଦିଲ୍ଲୀ: ସୋମବାର ସକାଳୁ ଗାଜିଆନ୍ତେପ୍ ନିକଟ ଦକ୍ଷିଣ ତୁର୍କୀରେ ଭୂକମ୍ପ ହେବା ପରେ ପରେ ପୁଣି ଥରେ ତୀବ୍ର କମ୍ପନ ଅନୁଭୂତ ହୋଇଥିବା କଥା ‘ୟୁଏସ୍‌ ଜିଓଲୋଜିକାଲ୍‌ ସର୍ଭେ’ (ୟୁଏସ୍‌ଜିଏସ୍‌) କହିଛି। ରିକ୍ଟର ସ୍କେଲରେ ତୀବ୍ରତା ୭.୮ ଥିବା ୟୁଏସ୍ ଜିଓଲୋଜିକାଲ ସର୍ଭିସ ପକ୍ଷରୁ ସୂଚନା…
Read More...

ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ

ଭୁବନେଶ୍ବର; ଗତକାଲି ବିଳମ୍ବିତ ରାତିରେ ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବା ପରେ ବଚସାକୁ ନେଇ ହୋଟେଲ ଉପରେ ବୋମାମାଡ କରିଛନ୍ତି ଦୁର୍ବୃତ୍ତ। ବସଷ୍ଟାଣ୍ଡ ନିକଟରେ ଥିବା ଏକ ହୋଟେଲ ଉପରକୁ ବୋମା ଫିଙ୍ଗିଛନ୍ତି ଦୁର୍ବୃତ୍ତ । ଏଥିରେ ଆହତ ହୋଇଥିବା ୩ ଜଣଙ୍କୁ ମେଡିକାଲରେ…
Read More...

ଅଭିଯୁକ୍ତ ଗୋପାଳ ଦାସଙ୍କ ରିମାଣ୍ଡ ଆଉ ୪ ଦିନ ବଢିଲା

ଝାରସୁଗୁଡା; ନବ ଦାସଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗୋପାଳ ଦାସଙ୍କ ରିମାଣ୍ଡ ଆଉ ୪ ଦିନ ବଢିଛି। ଗୋପାଳ ଦାସଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି। ଆଜି ପ୍ରଥମ ଦଫା  ରିମାଣ୍ଡ ଶେଷ ହୋଇଥିଲା। ଏହାପରେ ପୁଣି କ୍ରାଇମବ୍ରାଞ୍ଚ ଗୋପାଳ…
Read More...

ଶିକ୍ଷା ସହିତ କ୍ରୀଡାକୁ ଗୁରୁତ୍ୱ ଦେବା ଜରୁରୀ : ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଛାତ୍ରଛାତ୍ରୀମାନେ ପାଠପଢ଼ା ସହିତ ଖେଳରେ ମଧ୍ୟ ମନୋନିବେଶ କରିବା ଜରୁରୀ । ପାଠ ସହିତ ଖେଳ ସମାନ୍ତରାଳ ଭାବେ ନ ରହିଲେ ଛାତ୍ରଛାତ୍ରୀଙ୍କୁ ଅର୍ଦ୍ଧ ଶିକ୍ଷିତ କୁହାଯିବ ବୋଲି କହିଛନ୍ତି ପୂର୍ବତନ କ୍ରୀକେଟର ତଥା କମେଂଟେଟର୍ ଅରୁଣ ଲାଲ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର…
Read More...

ଜୀବନରେ ସମସ୍ୟା ସହ ଲଢ଼ିବା ନିମନ୍ତେ ସକାରାତ୍ମକ ଚିନ୍ତାଧାରା ସବୁଠାରୁ ବଡ଼ ଅସ୍ତ୍ର: ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଜୀବନରେ ସମସ୍ୟା ସହିତ ଲଢ଼ିବା ନିମନ୍ତେ ମଣିଷର ସକାରାତ୍ମକ ଚିନ୍ତାଧାରା ହିଁ ସବୁଠାରୁ ବଡ଼ ସମ୍ପତି । ଏହାହିଁ ବିଜୟର ପଥ ସୁଗମ କରିଥାଏ ବୋଲି କ୍ୟାନ୍ସର ରୋଗୀମାନଙ୍କ ଉଦ୍ଦେଶ୍ୟରେ ମତ ରଖିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅରୁଣ ଲାଲ । ମନ ଯାହାକୁ ବିଶ୍ୱାସ କରେ…
Read More...

ପରଲୋକରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ବାଣୀ ଜୟରାମ

ଭୁବନେଶ୍ବର; ପରଲୋକରେ ପ୍ରସିଦ୍ଧ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ବାଣୀ ଜୟରାମ । ୭୮ ବର୍ଷ ବୟସରେ ତାଙ୍କ ଚେନ୍ନାଇରେ ପରଲୋକ ହୋଇଯାଇଛି। ତେବେ କଳା କ୍ଷେତ୍ରରେ ଅବଦାନ ପାଇଁ କେନ୍ଦ୍ର ସରକାର ତାଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରିଥିଲେ । ତାଙ୍କୁ କୁହାଯାଉଥିଲା ଭାରତୀୟ ସଙ୍ଗୀତ ଜଗତର ମୀରା । ହଠାତ୍…
Read More...

ନବ ଦାସ ବ୍ୟବହାର କରୁଥିବା ଇନୋଭା କାରରୁ ଗୁଳି ଜବତ

ଝାରସୁଗୁଡା; ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ହେବାର ୪ ଦିନ ପରେ ସେହି ଗୁଳିକୁ ଖୋଜିବାରେ ସମର୍ଥ ହୋଇଛି ତଦନ୍ତକାରୀ ଦଳ। ନବ ଦାସଙ୍କୁ ପୁଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି ମାରି ହତ୍ୟା କରିବା ପରେ ଏବେ ରାଜ୍ୟରେ ସେହି ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଗତକାଲି…
Read More...

ଜୟପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ଜୟପୁର: ବିକ୍ରମ ଦେବ କଲେଜର ପ୍ଲାଟିନମ ଜୁବିଲି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଜୟପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ସହରବାସୀ ପୂରା ଉତ୍ସାହିତ ରହିଥିବା ବେଳେ କଲେଜ ପଡିଆକୁ ଖୁବ୍‌ ସୁନ୍ଦର ଭାବେ ସଜା ଯାଇଛି। ମୁଖ୍ୟମନ୍ତ୍ରୀଙ୍କ…
Read More...