ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ ପାୱାରକୁ ଦ୍ବିତୀୟ ଥର ପାଇଁ ରାଷ୍ଟ୍ରୀୟସ୍ତରୀୟ ଗୋଲଡେନ୍ ପିକକ୍ ସିଏସଆର ପୁରସ୍କାର

ଭୁବନେଶ୍ୱର / ମୁମ୍ବାଇ; ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଇସ୍ପାତ ସେକ୍ଟରରେ କର୍ପୋରେଟ ସାମାଜିକ ଦାୟିତ୍ବ କାର୍ଯ୍ୟରେ ଉତ୍କର୍ଷତା ପାଇଁ ସମ୍ମାନଜନକ ଗୋଲଡେନ୍ ପିକକ୍ ପୁରସ୍କାର ୨୦୨୨ ସମ୍ମାନ ପ୍ରଦାନ କରାଯାଇଛି । ଜାନୁଆରୀ ୧୨ରେ ମୁମ୍ବାଇରେ ଅନୁଷ୍ଠିତ
Read More...

ବିଜୟରୁ ବିଶ୍ୱକପ୍ ଅଭିଯାନ ଆରମ୍ଭ କଲା ଟିମ୍ ଇଣ୍ଡିଆ

ରାଉରକେଲା/ଭୁବନେଶ୍ବର: ସ୍ପେନ ବିପକ୍ଷରେ ଏକ ବଡ଼ ବିଜୟ(୨-୦)ରୁ ଭାରତ ବିଶ୍ବକପ୍‌ ହକି (ପୁରୁଷ) ଅଭିଯାନ ଆରମ୍ଭ କରିଛି। ଓଡ଼ିଶା ଖେଳାଳି ଯୁବକ ଅମିତ ରୋହିତ ପ୍ରଥମ ଗୋଲ୍‌ ଦେଇଥିଲେ। ଏଥିସହିତ ରାଉରକେଲା ର ନୂଆ ଷ୍ଟାଡ଼ିୟମର ପ୍ରଥମ ମ୍ୟାଚ୍‌ରେ ଭାରତ ନିଜ ନାମରେ ନୂଆ ରେକର୍ଡ ହିଁ
Read More...

୨ ଓଡିଆ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା

ଭୁବନେଶ୍ବର; ରାଜ୍ୟରେ ହକି ଫିଭର ଭିତରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ବିଶ୍ବକପରେ ଭାଗ ନେଉଥିବା ଦୁଇ ଓଡ଼ିଆ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଆ ଖେଳାଳି ଅମିତ ରୋହିଦାସ ଓ ନିଲମ ସଂଜୀପ ଖେସଙ୍କ ପାଇଁ ୧୦ ଲକ୍ଷ ଟଙ୍କା
Read More...

ଜାନୁଆରୀ ୩୧ରୁ ଆରମ୍ଭ ସଂସଦର ବଜେଟ ଅଧିବେଶ

ନୂଆଦିଲ୍ଲୀ; ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶ । ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୬ ଯାଏ ଚାଲିବ । ଚଳିତବର୍ଷ ବଜେଟ ଅଧିବେଶର ସମୟ ୬୬ ଦିନ ଥିବା ବେଳେ ମୋଟ ୨୭ଟି କାର୍ଯ୍ୟ ଦିବସ ରହିଛି । ଜାନୁଆରୀ ୧ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ ଅଧିବେଶ ପ୍ରଥମେ ୧୩ ଫେବୃଆରୀ ଯାଏ
Read More...

ଯୁଦ୍ଧକ୍ଷେତ୍ରରେ ତୋପ ସମ୍ଭାଳିବେ ସେନା ମହିଳା ଅଧିକାରୀ

ନୂଆଦିଲ୍ଲୀ; ଲଢ଼ୁଆ ରେଜିମେଣ୍ଟରେ ସାମିଲ ହେବାକୁ ଯାଉଛନ୍ତି ଭାରତୀୟ ସେନାର ମହିଳା ଅଧିକାରୀ । ଭାରତୀୟ ସେନା ଆର୍ଟିଲେରି ରେଜିମେଣ୍ଟରେ ମହିଳା ଅଫିସର୍ ସାମିଲ ହେବା ନେଇ ଘୋଷଣା କରିଛନ୍ତି ସ୍ଥଳ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ । ଜେନେରାଲ୍ ପାଣ୍ଡେ କହିଛନ୍ତି ଯେ, ଭାରତୀୟ ସେନାର
Read More...

ବିଶ୍ବ ହକିକପ ଲାଗି ଭୁବନେଶ୍ୱର ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି

ଭୁବନେଶ୍ବର: ହକି ପୁରୁଷ ବିଶ୍ୱକପର ସୁପରିଚାଳନା ତଥା ଭୁବନେଶ୍ୱର ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କଲେ ଖୋର୍ଦ୍ଧା ଜିଲ୍ଲା ସହରାଞ୍ଚଳ ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ । ୧୩ ତାରିଖ ଠାରୁ ୨୯ ତାରିଖ ଅର୍ଥାତ ବିଶ୍ୱକପ ଶେଷ ପର୍ଯ୍ୟନ୍ତ ସଜାଗ ରହିବାକୁ ନିର୍ଦ୍ଦେଶ। ମେଡିକାଲ ଅଫିସର,
Read More...

ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ଶୁଭ ଉଦଘାଟନ

ନୂଆଦିଲ୍ଲୀ: ଆଜି ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ଶୁଭଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାରଣାସୀରୁ ବାଂଲାଦେଶ ଦେଇ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ଚାଲିବ ଏହି ଜଳ ଯାନ । ୫୦ ଦିନରେ ବିଭିନ୍ନ ଐତିହାସିକ ସ୍ଥାନ ବୁଲିବ ଏହି କ୍ରୁଜ୍ । ଉଲେଖଯୋଗ୍ୟ; ପ୍ରଥମଥର
Read More...

ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ

କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ । ଗୁରିଡିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ମୃତଦେହ ମିଳିଛି । ମଙ୍ଗଳାବାଗ ଥାନା ଆଇଆଇସି ଏ ନେଇ ସୂଚନା ଦେଇଛନ୍ତି । ତାଙ୍କ ଦେହରେ ଅନେକଗୁଡ଼ିଏ କ୍ଷତ ଚିହ୍ନ ଏବଂ ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଥିବାର ସୂଚନା ମିଳିଛି।
Read More...

ଆଜିଠୁ ଶିଶିର ସରସ ମେଳା

ଭୁବନେଶ୍ବର; ଆଜିଠୁ ରାଜଧାନୀରେ ଆରମ୍ଭ ହେବ ଓରମାସ ଶିଶିର ସରସ ମେଳା । ଏହି ମେଳା ଜାନୁୟାରୀ ୨୯ ପର୍ଯ୍ୟନ୍ତ ଚାଲିବ । ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ଏହି ମେଳା ୩୫୦ ଷ୍ଟଲକୁ ନେଇ ଚାଲିବ । ଯେଉଁଥିରେ ଓଡ଼ିଶାର ସମସ୍ତ ୩0 ଟି ଜିଲ୍ଲାରୁ ଏସ୍.ଏଚ୍.ଜି ମାନଙ୍କର ହାତ ତିଆରି
Read More...

ଆଜିଠୁ ହକି ମହାକୁମ୍ଭ, ବିର୍ସାମୁଣ୍ଡା ଷ୍ଟାଡିୟମରେ ମ୍ୟାଚ୍‌ ଦେଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; କମ୍ପିବ କଳିଙ୍ଗ ଓ ବିର୍ସାମୁଣ୍ଡା ଷ୍ଟାଡିୟମ । ଆଜିଠୁ ଆରମ୍ଭ ହେଉଛି ପୁରୁଷ ହକି ବିଶ୍ବକପ । ବିଶ୍ବକପ୍‌ ପାଇଁ ସାରା ରାଜ୍ୟରେ ନାହିଁ ନଥିବା ଉତ୍ସାହ । ମହାକୁମ୍ଭର ପ୍ରଥମ ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ । ଦିନ ଗୋଟାଏରେ ଆରମ୍ଭ ହେବ ମ୍ୟାଚ୍‌ । ପ୍ରଥମ ମ୍ୟାଚରେ
Read More...