ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

୨୬ ଦିନିଆ ସୋଆ କପ୍ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ବୁଧବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୨ ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଠାରେ ଉଦ୍‌ଘାଟିତ ହୋଇଯାଇଛି । ୨୬ ଦିନ ଧରି ଚାଲିବାକୁ ଥିବା ଏହି ସୋଆ କପ୍‌ରେ ୧୨ ରୁ ଅଧିକ କ୍ରୀଡା ପ୍ରତିଯୋଗିତାରେ…
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ରାଉରକେଲା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଯିବେ । ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲା ସହରରେ ମୋ ବସ ସେବା ମଧ୍ୟ…
Read More...

ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ କରୁଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଳବାଇର କାର୍ଯ୍ୟରତ ଅଫିସରଙ୍କ ଭୁବନେଶ୍ୱର ସମେତ ମୋଟ ୪ଟି ଜାଗାରେ ଚଢ଼ାଉ କରୁଛି ସିବିଆଇ। ଭୁବନେଶ୍ୱରର ୨ଟି, କଟକ ଓ ଜଗତସିଂହପୁରର…
Read More...

ରାସ୍ତା କଡକୁ ଓଲଟିଲା ବସ୍, ୪୦ ଜଣ ଆହତ

ଆଳି; କେନ୍ଦ୍ରାପଡାର ଆଳି ସିଙ୍ଗିରରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍, ୪୦ ଜଣ ଆହତ । ତେବେ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ତୁରନ୍ତ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ବସରେ ମୋଟ ୭୦ ଜଣ ଯାତ୍ରୀ ଥିଲେ । ରାସ୍ତା କଡକୁ ଖସି ପଡିବା…
Read More...

ରାତି ଅଧରେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଆକ୍ରମଣ ଉଦ୍ୟମ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ରାତି ଅଧରେ ଜଣେ ମହିଳା ସବ୍-ଇନ୍ସପେକ୍ଟରଙ୍କ କାର୍‌କୁ କିଛି ଦୁର୍ବୃତ୍ତ ପିଛା କରିଥିବା ଅଭିଯୋଗ ହୋଇଛି । ସେମାନେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଖଣ୍ଡାରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିବା ସୂଚନା ରହିଛି । ଜାଣିବାକୁ ମିଳିଛି ଯେ…
Read More...

ଏଏସ୍‌ଆଇ ଗାଡି ଧକ୍କାରେ ୪ରୁ ଅଧିକ ଆହତ

ନୂଆଦିଲ୍ଲୀ: ଗତକାଲି ରାତିରେ ଦିଲ୍ଲୀର ଦ୍ବାରକା ମୋର୍‌ ଅଞ୍ଚଳରେ ଦିଲ୍ଲୀ ପୁଲିସର ସହକାରୀ ସବ୍‌-ଇନ୍ସପେକ୍ଟର୍‌ଙ୍କ କାର୍‌ ଗୋଟିଏ ‘ପିସିଆର୍‌’ ଭ୍ୟାନ୍‌ ସମତେ ୬ଟି ଗାଡ଼ିକୁ ଧକ୍କା ଦେଇ ନଷ୍ଟ କରିବା ସହିତ କେତେଜଣ ଲୋକଙ୍କୁ ମଧ୍ୟ ଆହତ କରିଥିବା କଥା ପୁଲିସ କହିଛି। …
Read More...

ଆସନ୍ତାକାଲିଠୁ ଆରମ୍ଭ ହେବ ଫାଇଭ୍ ଜି ସେବା

ଭୁବନେଶ୍ବର; ଆସନ୍ତା କାଲି ଓଡ଼ିଶାବାସୀ ପାଇବେ 5-G ସେବା। ଦିନକ ପରେ ଭୁବନେଶ୍ୱରରୁ ଏହି ସେବାକୁ ଲଞ୍ଚ କରିବେ କେନ୍ଦ୍ର ଆଇଟି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଭୁବନେଶ୍ୱର, କଟକ ସମେତ ଅନ୍ୟ କେତେକ ସ୍ଥାନରେ ଏହି ସେବା ଆରମ୍ଭ ହେବାକୁ ଯାଉଛି ।…
Read More...

ଆରମ୍ଭ ହେଲା ଚିଲିକାରେ ପକ୍ଷୀ ଗଣନା

ପୁରୀ; ଆଜିଠୁ ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା । ସକାଳ ୬ ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଥିବା ବେଳେ ମଧ୍ୟ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ଗଣନା ଚାଲିବ । ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଥିବା ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ନୂଆପଡାରେ ଏହି ଗଣନା ଚାଲିଛି । ମୋଟ ଉପରେ…
Read More...

ଆସିବ କି କରୋନାର ଚତୁର୍ଥ ଲହର ?

ଭୁବନେଶ୍ବର:  ଆସନ୍ତା ମାର୍ଚ୍ଚ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ଦେଶରେ ଆସିପାରେ କୋଭିଡର ଚତୁର୍ଥ ଲହର। ଏଥିପାଇଁ ରାଜ୍ୟବାସୀ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ ସଚିବ । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନରେ କୁହାଯାଇଛି…
Read More...

ନିର୍ମାଣ କାର୍ଯ୍ୟ ଉପରେ ରୋକ ଲଗାଇଲା ବିଏମ୍‌ସି

ଭୁବନେଶ୍ୱର; ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ ମାସେ ପାଇଁ ଭୁବନେଶ୍ୱରରେ ନିର୍ମାଣ କାର୍ଯ୍ୟ ଉପରେ ରୋକ୍ ଲଗାଇଛନ୍ତି। ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି ଏହି କଟକଣା ଜାରି କରିଛି। ଉଲ୍ଲେଖାଯୋଗ୍ୟ; ଚଳିତ ମାସରେ ଓଡ଼ିଶାରେ ହେବ ହକି ବିଶ୍ୱକପ୍‌। ଭୁବନେଶ୍ୱର ଓ…
Read More...