ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଆସିପାରେ ବଜେଟ । ଏହି ଅଧିବେଶନ ଆସନ୍ତା ଏପ୍ରିଲ ୬ ଯାଏ ଚାଲିବା ସମ୍ଭାବନା ରହିଛି । ପ୍ରଥମ ଦିନ ସଂସଦର ମିଳିତ ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଂସଦର ମିଳିତ ଅଧିବେଶନରେ ପ୍ରଥମ ଥର…
Read More...

ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର, ୪ ମୃତ

ଅ‌ଷ୍ଟ୍ରେଲିଆ; ଅଷ୍ଟ୍ରେଲିଆର ମଝି ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସୋମବାର ଅଷ୍ଟ୍ରେଲିଆର ଏକ ସମୁଦ୍ର ତଟରେ ମଝି ଆକାଶରେ ଦୁଇ ହେଲିକପ୍ଟର ମଧ୍ୟରେ ପରସ୍ପର ଧକ୍କା ହୋଇଥିଲା । ପୁଲିସ କହିବା ମୁତାବକ,…
Read More...

ଜେଲରେ ଆତତାୟୀଙ୍କ ଗୁଳିକାଣ୍ଡ, ୧୪ ମୃତ୍ୟୁ

ମେକ୍ସିକୋ; ମେକ୍ସିକୋ ଜେଲରେ ଆଖିବୁଜା ଗୁଳି ମାଡ଼ । ଆତତାୟୀଙ୍କ ଗୁଳିମାଡରେ ଘଟଣାସ୍ଥଳରେ ହିଁ ୧୪ ଜଣଙ୍କର ଜୀବନ ଚାଲିଯାଇଛି । ମେକ୍ସିକୋର ଉତ୍ତର ସ୍ୟୁଦାଦ ଜୁୟାରେଜ ସହରର ଜେଲରେ କିଛି ବନ୍ଧୁକଧାରୀ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଗୁଳିକାଣ୍ଡର…
Read More...

ଲିଙ୍ଗରାଜ ମନ୍ଦିରରେ ନୀତି ବିଭ୍ରାଟ

ଭୁବନେଶ୍ବର; ବର୍ଷ ଆରମ୍ଭରୁ ଲିଙ୍ଗରାଜ ମନ୍ଦିରରେ ଦେଖାଦେଲାଣି ନୀତି ବିଭ୍ରାଟ । ଗତକାଲି ପୂର୍ବାହ୍ନ ସାଢ଼େ ୧୦ରୁ ବନ୍ଦ ରହିଛି ନୀତିକାନ୍ତି । ଉପାସରେ ଅଛନ୍ତି ଶ୍ରୀଲିଙ୍ଗରାଜ । ସୂଚନା ଅନୁଯାୟୀ, ଜଣେ ଅଣସେବାୟତ ମନ୍ଦିର ଭିତରେ ପ୍ରବେଶ କରିବାରୁ ବିବାଦ ହୋଇଛି । ବଡ଼ୁ ନିଯୋଗର…
Read More...

‘ନୋଟବନ୍ଦୀ ନିଷ୍ପତ୍ତି ଠିକ୍ ଥିଲା’-ସୁପ୍ରିମକୋର୍ଟ

ନୂଆଦିଲ୍ଲୀ; ବିମୁଦ୍ରୀକରଣକୁ ନେଇ ବଡ଼ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା ନା ଭୁଲ, ଏନେଇ ଆଜି ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଶୁଣାଣି କରିଛନ୍ତି । ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବିମୁଦ୍ରୀକରଣ…
Read More...

ସୂର୍ଯ୍ୟନଗରୀ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ

ରାଜସ୍ଥାନ; ରାଜସ୍ଥାନର ପାଲିରେ ସୋମବାର ଦିନ ସୂର୍ଯ୍ୟନଗରୀ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ ହୋଇଯାଇଛି । ଏହି ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏହି ଟ୍ରେନ୍ ବାନ୍ଦ୍ରା ଟର୍ମିନାଲରୁ ଯୋଧପୁର ଅଭିମୁଖେ ଯାଉଥିଲା । ସୂଚନା ଅନୁଯାୟୀ, ସୋମବାର ଭୋର୍ ସମୟରେ ଯୋଧପୁର କ୍ଷେତ୍ରର…
Read More...

ନୂଆବର୍ଷରେ ମହଙ୍ଗା ମାଡ଼

ନୂଅଦିଲ୍ଲୀ; ନୂଆବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କୁ ଲାଗିଲା ଶକ୍ତ ଝଟକା । ୨୦୨୩ ଆରମ୍ଭ ହେବା ମାତ୍ରେ ଲୋକଙ୍କୁ ମହଙ୍ଗା ମାଡ଼ ସହିବାକୁ ପଡୁଛି । ପହିଲାରୁ ବୃଦ୍ଧି ପାଇଛି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ । ତେବେ ଗତକାଲି ଠାରୁ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୫ ଟଙ୍କା ବୃଦ୍ଧି ପାଇଛି । ଦିଲ୍ଲୀ,…
Read More...

ଆତଙ୍କୀଙ୍କ ଗୁଳିମାଡରେ ୪ ମୃତ

ଜମ୍ମୁ-କଶ୍ମୀର; ଜମ୍ମୁ-କଶ୍ମୀରରେ ଘରେ ପଶି ଲୋକଙ୍କ ଉପରେ ଆଖିବୁଜା ଗୁଳିମାଡ କଲେ ଆତଙ୍କବାଦୀ । ଏଥିରେ ୪ ଜଣ ସାଧାରଣ ନାଗରିକ ପ୍ରାଣ ହରାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ରବିବାର ଜମ୍ମୁ-କଶ୍ମୀରର ରଜୌରୀର ସାଙ୍ଗରି ଗାଁରେ ଗାଁରେ ଦୁଇ ଜଣ ଯୁବକ ଏକ କାର୍‌ରେ ଆସି…
Read More...

ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା; ବନ୍ଦ ରହିବ ଭିତରକନିକା । ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ…
Read More...

ମାର୍ଚ୍ଚ ୧ରୁ ଆରମ୍ଭ ଯୁକ୍ତ ଦୁଇ ପରୀକ୍ଷା

ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଯୁକ୍ତ ୨ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ୧ ତାରିଖରୁ ବିଜ୍ଞାନ ପରୀକ୍ଷା ହେବାକୁ ଥିବାବେଳେ ୨…
Read More...