ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ସୁରକ୍ଷାବାହିନୀକୁ ବଡ଼ ସଫଳତା

ଜଙ୍ଗଲରୁ ୬ ଗ୍ରେନେଡ୍ ଉଦ୍ଧାର ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ଗୁରୁତ୍ୱପୂର୍ଣ୍ଣ ସଫଳତା ମିଳିଛି। କୁପୱାଡା ଜିଲ୍ଲାର ନିୟନ୍ତ୍ରଣ ରେଖାରେ ଏକ ସର୍ଚ୍ଚ ଅପରେସନ୍ ସମୟରେ ଛଅଟି ଗ୍ରେନେଡ୍ ଉଦ୍ଧାର କରାଯାଇଥିଲା। ସେନା କହିଛି ଯେ ଜାବରୀ ଅଞ୍ଚଳରେ ଗ୍ରେନେଡ୍
Read More...

ଏଏସଓ ପରୀକ୍ଷା ବାତିଲ

ନ୍ୟୁଜ୍ ବ୍ୟୁରୋ: ବାତିଲ୍ ହେଲା ଏଏସଓ ପରୀକ୍ଷା। ଜୁଲାଇ ୧୩ରେ ହୋଇଥିବା ଏଏସ୍‌ଓ ପରୀକ୍ଷାକୁ ବାତିଲ କରାଯାଇଛି। ପୁଣି ସାନି ପରୀକ୍ଷା ଡିସେମ୍ବର ୭ରେ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନିୟମିତତା ନେଇ ହାଇକୋର୍ଟ ସନ୍ଦେହ କରିବା ପରେ ପରୀକ୍ଷାକୁ ବାତିଲ କରାଯାଇଛି।
Read More...

ଡିସେମ୍ବର ୧୭ ତାରିଖରେ ଓଟିଇଟି ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ ଓଟିଇଟି-୨୦୨୫ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ
Read More...

୩ ଦିନ ପାଇଁ ଲାଲକିଲ୍ଲା, ମେଟ୍ରୋ ଓ ଚାନ୍ଦନୀ ଚୌକ ବନ୍ଦ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ସୋମବାର ଏକ ଜୋରଦାର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ଶବ୍ଦରେ ପୁରା ଦିଲ୍ଲୀରେ ଆତଙ୍କ ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ଲାଲକିଲ୍ଲାକୁ ମଧ୍ୟ ତିନି ଦିନ ପାଇଁ ବନ୍ଦ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଦୃଷ୍ଟିରୁ ଭାରତୀୟ ପ୍ରତ୍ନତତ୍ତ୍ୱ
Read More...

ସୁର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ମିଳିବ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫

ଭୁବନେଶ୍ୱର: ଓଡ଼ିଆ ଯୁବ କବି ଓ ଲେଖକ ସୂର୍ଯ୍ୟସ୍ନାତ ତ୍ରିପାଠୀ ପାଇବେ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉତ୍ସବ ନଭେମ୍ବର ୩୦ ତାରିଖରେ ଶ୍ରୀ ତ୍ରିପାଠୀଙ୍କୁ ଏହି
Read More...

ଦିଲ୍ଲୀ ବିସ୍ଫୋରଣ ପରେ, ପୁରୀରେ ହାଇଆଲର୍ଟ ଜାରି

ନୂଆଦିଲ୍ଲୀ; ଦିଲ୍ଲୀ ବିସ୍ଫୋରଣ ପରେ ପୁରୀରେ ହାଇଆଲର୍ଟ ଜାରି। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍‌ଷ୍ଟାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ପାଟ୍ରୋଲିଂ ବୃଦ୍ଧି
Read More...

ଲାଲକିଲ୍ଲା ନିକଟରେ ବିସ୍ଫୋରଣ: ୮ ମୃତ, ହାଇଆଲର୍ଟ ଜାରି

ନୂଆ ଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଡ଼ ବିସ୍ଫୋରଣ। ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ବଡ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏଥିରେଅନେକ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି। ଏକାଧିକ ଗାଡ଼ି ଜଳି ଯିବାରୁ ସବୁ
Read More...

ବଲିଉଡ ଅଭିନେତା ଧର୍ମେନ୍ଦ୍ର ଗୁରୁତର

ନ୍ୟୁଜ୍ ବ୍ୟୁରୋ: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡିଛି। ଭେଣ୍ଟିଲେଟର ସପୋର୍ଟରେ ଚିକିତ୍ସା ଚାଲିଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଗତ ସପ୍ତାହରେ ମୁମ୍ୱାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ
Read More...

ଆଡଭାନୀଙ୍କୁ ପ୍ରଶଂସା କରି ବିବାଦରେ କଂଗ୍ରେସ ସାଂସଦ ଶଶି ଥରୁର

ନୂଆ ଦିଲ୍ଲୀ: ନିଜ ବୟାନକୁ ନେଇ ପୁଣି ଥରେ କଂଗ୍ରେସ ସାଂସଦ ଶଶି ଥରୁର ଚର୍ଚ୍ଚାକୁ ଆସିଛନ୍ତି। ପୂର୍ବ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହୁର ଏବଂ ଇନ୍ଦିରା ଗାନ୍ଧିଙ୍କ ସହ ବିଜେପି ବରିଷ୍ଠ ନେତା ତଥା ପୂର୍ବ ଉପପ୍ରଧାନମନ୍ତ୍ରୀ ଲାଲକ୍ରିଷ୍ଣ ଆଡଭାନୀଙ୍କ ରାଜନୈତିକ କ୍ୟାରିୟରକୁ ସମର୍ଥନ
Read More...

ମାନବିକ ସ୍ପର୍ଶ ବଳରେ ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ

ଭୁବନେଶ୍ୱର: ନର୍ସିଂ ଏଭଳି ଏକ ମହାନ ବୃତି ଯେଉଁଥିରେ କି ବିଶ୍ୱରେ କଷ୍ଟ ଯନ୍ତ୍ରଣା ଭୋଗୁଥିବା ବ୍ୟକ୍ତିଙ୍କୁ ମାନବିକ ସ୍ପର୍ଶ ବଳରେ ସେମାନଙ୍କର ଯନ୍ତ୍ରଣା ଲାଘବ କରିବାର ସୁଯୋଗ ମିଳିଥାଏ ବୋଲି ଶୁକ୍ରବାର କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର
Read More...