ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର, ସେପ୍ଟେମ୍ବର ୨୧: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଚଳିତ ସପ୍ତାହରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ଲଘୁଚାପ କ୍ଷେତ୍ର ସୋମବାର ସନ୍ଧ୍ୟା ସୁଦ୍ଧା ଅବପାତରେ ପରିଣତ ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)…
Read More...

ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ

ନୂଆଦିଲ୍ଲୀ: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ପାଇଁ ସୋମବାର ଗୁଜରାଟର ନର୍ମଦା ଜିଲ୍ଲା ଏକତା ନଗରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମଙ୍ଗଳବାର ହେବାକୁ ଥିବା ସମାରୋହରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୨୦୨୪ ବର୍ଷର ଚଳଚ୍ଚିତ୍ର ପାଇଁ ବିଜେତାମାନଙ୍କୁ ପୁରସ୍କୃତ…
Read More...

ନ୍ୟାୟରୁ ବଂଚିତଙ୍କ ସ୍ୱର ହୁଅନ୍ତୁ:ଜଷ୍ଟିସ୍ ମହାପାତ୍ର

ଭୁବନେଶ୍ୱର, ସେପେ୍‌ଟମ୍ବର ୨୧: ଆଇନର କ୍ଷେତ୍ର ଓ ପରିସର ଦିନକୁ ଦିନ ବ୍ୟାପକ ହେଉଥିବାରୁ ବର୍ତମାନ ଆଇନ ଶିକ୍ଷା ପ୍ରତି ଆକର୍ଷଣ ବୃଦ୍ଧି ପାଇଛି ବୋଲି ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର କହିଛନ୍ତି । “ଆଇନ ପେସା ଆପଣଙ୍କୁ ନ୍ୟାୟ ସପକ୍ଷରେ ଛିଡ଼ା ହେବା ଏବଂ…
Read More...

ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ନିବିଡ଼ ସଂଶୋଧନ (SIR)କୁ ନେଇ ଆମ୍‌ ଆଦମୀ ପାର୍ଟି (ଆପ)ର ପ୍ରଶ୍ନର ଜବାବ ଦେଇଛନ୍ତି ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ। କ୍ୟାବିନେଟ୍‌ ମନ୍ତ୍ରୀଙ୍କ ଭୋଟର ପଞ୍ଜୀକରଣ ସାଧାରଣ ବାସସ୍ଥାନଠାରୁ ଭିନ୍ନ ସ୍ଥାନରେ ଥିବା…
Read More...

ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ

କାନାଡା: କାନାଡାରେ ଫ୍ଲାଇଟ୍‌ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣାରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକମାନେ ତାମିଲନାଡୁର ମନୋଜ ଶିବକୁମାର ଏବଂ ପୁଡୁଚେରୀର ଶ୍ରୀସରଣ ଥିରୁଗ୍ନାନାସମ୍ବନ୍ଧମ୍‌ ବୋଲି ଜଣାପଡ଼ିଛି। ବାନ୍କୁଭରସ୍ଥିତ ଭାରତୀୟ ମହାବାଣିଜ୍ୟ ଦୂତାବାସ ଏହି ଘଟଣାରେ ଗଭୀର…
Read More...

ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା

ବମ୍ବେ: ଆଇଆଇଟି ବମ୍ବେର ଦ୍ୱିତୀୟ ବର୍ଷର ଛାତ୍ର ସାହିଲ ୱାକୋଡେଙ୍କ ମୃତ୍ୟୁକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲାଙ୍କୁ ଡିନ୍‌ ପଦରୁ ତତ୍କାଳ ପ୍ରଭାବରେ ନିଲମ୍ବିତ କରାଯାଇଛି। ଆଇଆଇଟି ବମ୍ବେ ନିର୍ଦ୍ଦେଶକ ପ୍ରଫେସର ଶିରୀଷ କେଦାରେ ସୋମବାର ଏନେଇ…
Read More...

ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ

ଚୀନ୍: ଚୀନ୍‌ର ଗୁଆଙ୍ଗଡୋଙ୍ଗ ପ୍ରଦେଶର ଫୋସାନ୍‌ ସହରରେ ଏକ କପଡ଼ା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ରବିବାର ଅପରାହ୍ନ ପ୍ରାୟ ୩ଟାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଘଟଣାରେ ଆଉ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ଅଗ୍ନିକାଣ୍ଡର ଖବର ପାଇବା ପରେ ପୁଲିସ, ସ୍ଥାନୀୟ…
Read More...

ଗଭୀର ଅବପାତ ପ୍ରଭାବରେ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସଦୃଶ ଲଘୁଚାପ ସକ୍ରିୟ, ୧୨ ଘଣ୍ଟା ରେ ନେବ ଅବପାତ ରୂପ, ପଶ୍ଚିମ - ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବ। ୨୩ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା -…
Read More...

କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

କେରଳ: ଦକ୍ଷିଣ ଭାରତର ରାଜ୍ୟ କେରଳରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଘଟିଛି। ଗତ ୨୪ ଘଣ୍ଟାରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଲୋକ ନିଖୋଜ ଥିବା ସୂଚନା ମିଳିଛି।…
Read More...

ଆଜି ସର୍ବଦଳୀୟ ବୈଠକ, କାଲିଠୁ ବିଧାନସଭା ଅଧିବେଶନ

ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଶେଷ ହୋଇଛି। ସାଢ଼େ ୧୧ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଗୃହକାର୍ଯ୍ୟକୁ ସୁରୁଖୁରୁରେ ପରିଚାଳନା ନେଇ ବିଭିନ୍ନ ଦଳର ନେତାଙ୍କ ସହ ଆଲୋଚନା…
Read More...