ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍, ୧୦ ଲକ୍ଷ ଜରିମାନା

ଭୁବନେଶ୍ଵର: ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷାକୁ ସ୍ୱଚ୍ଛ ଓ କପିମୁକ୍ତ କରିବା ପାଇଁ ରାଜ୍ୟ ସରକାର ଓ ଶିକ୍ଷା ପରିଷଦ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କପି ରୋକିବା ପାଇଁ ପ୍ରଥମ ଥର ପରୀକ୍ଷା
Read More...

ଫେବୃଆରୀ ୧୨ରେ ଭାରତ ବନ୍ଦ, ଦେଶବ୍ୟାପୀ ପ୍ରଭାବର ଆଶଙ୍କା

ନ୍ୟୁଜ୍ ବ୍ୟୁରୋ: ଆସନ୍ତା ଫେବୃଆରୀ ୧୨ ତାରିଖରେ ଦେଶବ୍ୟାପୀ ଭାରତ ବନ୍ଦ ଆହ୍ୱାନ ଦିଆଯାଇଛି। କେନ୍ଦ୍ରୀୟ ଶ୍ରମିକ ସଂଗଠନମାନେ କୃଷକ ସଂଗଠନମାନଙ୍କ ସମର୍ଥନ ସହ ଏହି ଧର୍ମଘଟର ଡାକରା ଦେଇଛନ୍ତି। ଭାରତୀୟ କମ୍ୟୁନିଷ୍ଟ ଶ୍ରମିକ ସଂଘ (ସିଟୁ), ସର୍ବଭାରତୀୟ ଶ୍ରମିକ ସଂଘ (ଏଆଇଟିୟୁସି), ଭାରତୀୟ
Read More...

ବ୍ୟାଙ୍କିଂ ବ୍ୟବସ୍ଥାରେ ସଂସ୍କାର ପାଇଁ ଶୀଘ୍ର ଗଠନ ହେବ ଉଚ୍ଚସ୍ତରୀୟ କମିଟି

ନ୍ୟୁଜ୍ ବ୍ୟୁରୋ: ଦେଶର ବ୍ୟାଙ୍କିଂ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ସରକାର ଶୀଘ୍ର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବେ। ଏହି କମିଟି ବ୍ୟାଙ୍କିଂ କ୍ଷେତ୍ରର ସମୀକ୍ଷା କରିବା ସହ ବୃହତ୍ ଓ ପ୍ରତିଯୋଗିତାମୂଳକ ବ୍ୟାଙ୍କ ଗଠନ ପାଇଁ ସରକାରଙ୍କୁ ଆବଶ୍ୟକ ସୁପାରିସ
Read More...

ନିଲାମ ହେବ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ବାସଭବନ ‘ବେଦ ନିଳୟମ୍’

ତାମିଲନାଡୁ: ତାମିଲନାଡୁର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ପୋସ୍‌ ଗାର୍ଡେନ ଅଞ୍ଚଳରେ ଥିବା ବାସଭବନ ‘ବେଦ ନିଳୟମ୍’କୁ ନିଲାମ କରାଯିବ ବୋଲି ଆୟକର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆୟକର ବିଭାଗ କହିଛି ଯେ ‘ବେଦ ନିଳୟମ୍’ ଉପରେ ଆୟକର, ସମ୍ପତ୍ତି କର ଓ ସୁଧ ବାବଦକୁ ମୋଟ ୧୩.୬୯ କୋଟି
Read More...

ସଂସଦ ଭବନକୁ ବୋମାରେ ଉଡ଼ାଇଦେବାକୁ ଧମକ

ଦିଲ୍ଲୀରେ ହାଇଆଲର୍ଟ ଜାରି ନୂଆ ଦିଲ୍ଲୀ: ସଂସଦ ଭବନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିବାରୁ ରାଜଧାନୀ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ଆସନ୍ତା ୧୩ ତାରିଖ ରାତି ୧ଟା ୧୧ ମିନିଟରେ ବିସ୍ଫୋରଣ କରାଯିବ ବୋଲି ଧମକ ଦିଆଯାଇଛି। ସଂସଦ ଭବନ ସହିତ ଦିଲ୍ଲୀର ୯ଟି ସ୍କୁଲକୁ ମଧ୍ୟ
Read More...

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ

ଭୁବନେଶ୍ଵର: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ସାତ୍ୟକୀ, କଟକ ଡିସିପିଙ୍କୁ ଭେଟି ନିଜ ପରିବାରର ସୁରକ୍ଷା ଓ ନ୍ୟାୟ ପାଇଁ ଗୁହାରି କରିଛନ୍ତି। ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ
Read More...

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ୍ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଅକାଳରେ ଚାଲିଗଲା ୪ ଜଣଙ୍କ ଜୀବନ। ଏଥିରେ ଅଜା ଓ ୨ ନାତି ସହ ଜଣେ ସମ୍ପର୍କୀୟ ମୃତ୍ୟୁ ହୋଇଛି। ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକରେ
Read More...

ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଆସିପାରେ ଅନାସ୍ଥା ପ୍ରସ୍ତାବ

ନୂଆ ଦିଲ୍ଲୀ: ଲୋକସଭାରେ ଲଗାତାର ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ସ୍ଥବିର ହୋଇପଡ ଗୃହରେ କହିବାକୁ ସୁଯୋଗ ମିଳୁନଥିବା ଅଭିଯୋଗ କରି ଭାରି ପ୍ରତିବାଦ କରୁଛନ୍ତି। ଏହି ପରିସ୍ଥିତିରେ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣାଯାଇପାରେ ବୋଲି ସୂଚନା ମିଳିଛି। ସମ୍ବାଦ
Read More...

ହସ୍ପିଟାଲରେ ଭର୍ତ୍ତି ହେଲେ ଏନସିପି ମୁଖ୍ୟ ଶରଦ ପାୱାର

ମହାରାଷ୍ଟ୍ର: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଅଚାନକ ବିଗିଡ଼ିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହଲ୍ କ୍ଲିନିକ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ନିଧନ ପରେ ଶରଦ ପାୱାର କିଛି ଦିନ ଧରି ମୁମ୍ବାଇ, ପୁଣେ ଓ
Read More...

ଫେବୃଆରି ୧୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ଵର: ଫେବୃଆରି ୧୯ରୁ ହେବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ରାଜ୍ୟର ୩୦୮୨ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି
Read More...