ଫେବୃଆରୀ ୧୭ରୁ ସିବିଏସ୍ଇ ପରୀକ୍ଷା
ନୂଆ ଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ୨୦୨୬ ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି। ଫେବୃଆରୀ ୧୭ ତାରିଖରୁ ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା ଆରମ୍ଭ ହେବ। ଏ ନେଇ ସିବିଏସଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ପରୀକ୍ଷାର ୧୧୦ ଦିନ ପୂର୍ବରୁ!-->…
Read More...
Read More...