ମାଆ ହେଲେ ଆଲିଆ ଭଟ୍ଟ
ମୁମ୍ବାଇ: ମା’ ହେଲେ ବଲିଉଡର ଅଭିନେତ୍ରୀ ଆଲିଆ ଭଟ୍ଟ। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ବଲିଉଡର ମୋଷ୍ଟ ଲଭିଂ କପୁଲ ରଣବୀର ଓ ଆଲିଆ ବାପା-ମା’ ହୋଇଥିବାରୁ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଆଲିଆ ଭଟ୍ଟ ଆଜି ସକାଳୁ ଏଚ୍ ଏନ୍ ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।!-->…
Read More...
Read More...