ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ବାତ୍ୟା ନ ଆସୁଣୁ ମାର୍କେଟରୁ ଆଳୁ, ପିଆଜ ଗାୟବ

ଭୁବନେଶ୍ବର: ବାତ୍ୟା ନ ଆସୁଣୁ ବଜାରରୁ ଆଳୁ ପିଆଜ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି। ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି। ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି। ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ
Read More...

ଆସୁଛି ଝଡ଼ ‘ମୋନ୍ଥା’, କେନ୍ଦ୍ରାପଡ଼ାବାସୀଙ୍କୁ ସତର୍କ ସୂଚନା

ଭୁବନେଶ୍ବର: ବଙ୍ଗୋପସାଗରେ ଗଭୀର ଅବପାତ ବାତ୍ୟା ରୂପ ନେଇଛି ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ମୋନ୍ଥା। ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ବାତ୍ୟା ‘ମନ୍ଥା’। ଏହି ଝଡ଼ର ପ୍ରଭାବ କେନ୍ଦ୍ରାପଡ଼ା ଜିଲାରେ ପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରୁଛନ୍ତି। ଆସନ୍ତା ୨୮ ତାରିଖ ସୁଦ୍ଧା
Read More...

ଆଇନ୍ ଓ ସାହିତ୍ୟ ମଧ୍ୟରେ ରହିଛି ଏକ ଅତୁଟ ସମ୍ପର୍କ: ନ୍ୟାୟମୂର୍ତୀ ମିଶ୍ର

ଭୁବନେଶ୍ୱର: ଆଇନ୍ ଏବଂ ସାହିତ୍ୟ ଦୁଇଟିର ଅଲଗା ଅଲଗା ବୈଶିଷ୍ଟ୍ୟ ରହିଛି ଏବଂ ଏହାର ଦିଗ ମଧ୍ୟ ଭିନ୍ନ। କିନ୍ତୁ ଏ ଦୁଇଟି ବୈଶିଷ୍ଟ୍ୟ ମଧ୍ୟରେ ଏକ ଅତୁଟ ସମ୍ପର୍କ ରହିଛି ବୋଲି ଶନିବାର କହିଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତୀ ଶିବୋ ଶଙ୍କର ମିଶ୍ର। ଆଇନ୍ ହେଉଛି ଏଭଳି ଏକ
Read More...

ସମ୍ ହସ୍ପିଟାଲ୍‌ରେ ୯ ମାସ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ଥଣ୍ଡା, କାଶ ଓ ଜ୍ୱର ସହିତ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସମସ୍ୟା ନେଇ ୯ ମାସର ଶିଶୁ ପୁତ୍ରକୁ ତା’ର ପିତାମାତା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ରେ ଚିକିତ୍ସା ନିମନ୍ତେ ଭର୍ତି କରାଇଥିଲେ। ରାୟଗଡ଼ା ଜିଲ୍ଲା ନିବାସୀ ଅନୀଲ ପଲେଇ ଓ
Read More...

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ୩ ଦିନ ଯାଏ
Read More...

ଅଭିନେତା ସତୀଶ ଶାହଙ୍କ ପରଲୋକ

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ୭୪ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି ଦୀର୍ଘଦିନ ହେବ ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଏପରିକି ତାଙ୍କର କିଡ୍‌ନୀ ପ୍ରତିରୋପଣ ବି କରାଯାଇଥିଲା। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦
Read More...

ଓଡ଼ିଶା ହେବ ‘ବିହନ ହବ୍’: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶା ହେବ ‘ବିହନ ହବ୍’। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ଯ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର
Read More...

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ

ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ। ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ। ଗରିବ
Read More...

ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି। ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି। ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ। ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ। ବିଏମସି ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି
Read More...

କୁର୍ଣ୍ଣୁଲରେ ଜଳିଗଲା ବସ୍‌: ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲାସ୍ଥିତ ଚିନ୍ନାଟେକୁର ନିକଟରେ ଶୁକ୍ରବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୁର୍ଣ୍ଣୁଲରେ ଏକ ଘରୋଇ ବିଳାସପୂର୍ଣ୍ଣ ବସ୍‌ ଏକ ମୋଟର ସାଇକେଲ ସହିତ ଧକ୍କା ହେବା ପରେ ନିଆଁ ଲାଗି ସପୂର୍ଣ୍ଣ ଜଳିଯାଇଛି। ଏହି ଦୁର୍ଘଟଣାରେ
Read More...