ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ
ଗଜପତି: ବ୍ୟବସାୟୀଙ୍କୁ ଆକ୍ରମଣ କରି ତାଙ୍କ ଠାରୁ ୯ ଲକ୍ଷ ଟଙ୍କା ଲୁଟ ଅଭିଯୋଗରେ ତିନି ଜଣ ହୋମଗାର୍ଡଙ୍କ ସମେତ ସାତ ଜଣ ଗିରଫ ହୋଇଛନ୍ତି। ଏହି ଲୁଟ ଘଟଣାରେ ଜଣେ ମହିଳା ମଧ୍ୟ ସାମିଲ ଅଛନ୍ତି। ଗଜପତି ଜିଲ୍ଲାର ଗାରାବନ୍ଧାର ଟି ଉମା ରେଡ୍ଡି ନାମକ ଜଣେ ବ୍ୟବସାୟୀ ସୋମବାର ଦିନ ତାଙ୍କ ଦୁଇ!-->…
Read More...
Read More...