ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC

ବଢ଼ିବ କରୋନା ଯୋଦ୍ଧାଙ୍କ ବୀମା ଅବଧି

ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ବୃଦ୍ଧି କରାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ, ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା
Read More...

ଭିଜିଲାନ୍ସ ଜାଲରେ ଦୁଇ ବାବୁ

ଭୁବନେଶ୍ବର: ସକାଳୁ ସକାଳୁ ଦୁଇ ବାବୁଙ୍କୁ ଜାଲରେ ଛନ୍ଦିଛି ଭିଜିଲାନସ୍। ଜଣେ ହେଲେ ଯାଜପୁର ଆରଏମସି ମାର୍କେଟ ସରକାର ଗୟାଧର ସାହୁ। ଅନ୍ୟଜଣେ ହେଲେ ମାଲକାନଗିରି ଜିଲ୍ଲାର ମାଥିଲି ଥାନା ପୂର୍ବତନ ଏଏସଆଇ ଜୟଦାଶ ଖରା। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢାଉ
Read More...

ବିଲଡରଙ୍କ ଉପରେ ‘ରେରା’ ଛାଟ

ଭୁବନେଶ୍ବର ସାଗର କମ୍ପ୍ଲେକ୍ସ ଉପରେ ଦଶ ଲକ୍ଷ ଜରିମାନା ଭୁବନେଶ୍ବର: ଆପଣ ଘର କିଣୁଛନ୍ତି କି? କିଣୁଥିବା ବିଲଡର ରେରାରେ ପଞ୍ଜିକୃତ ଅଛନ୍ତି ନା ନାହାନ୍ତି? ଏକଥା ପ୍ରଥମେ ଦେଖନ୍ତୁ। ଅନ୍ୟଥା ଆପଣ ଠକାମିର ଶିକାର ହୋଇପାରନ୍ତି। ଏମିତି ସଚେତନତା ସହିତ ରେରା ଏବେ ବିଲଡରଙ୍କ ଉପରେ କଠୋର
Read More...

ଆଜିଠୁ ଆରମ୍ଭ +୨ ପରୀକ୍ଷା

ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଛି ।ଦୁଇ ବର୍ଷ ପରେ ଅଫଲାଇନରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୧୧୩୩ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୨୧ ହଜାର ୫୦୮ ଜଣ ପରୀକ୍ଷା ଦେବେ । ଏମାନଙ୍କ ମଧ୍ୟରୁ ୨,୧୩,୪୩୨ କଳା, ୭୮,୦୭୭ ବିଜ୍ଞାନ, ୨୪,୧୩୬ ବାଣିଜ୍ୟ
Read More...

ବିଜେଡିରେ ଯୋଗ ଦେଲେ ସ୍ୱୟଂପ୍ରକାଶ

ଭୁବନେଶ୍ୱର: ଜଣାଶୁଣା ଟିଭି ଉପସ୍ଥାପକ, ବୈଦ୍ୟୁତିକ ଗଣମାଧ୍ୟମର ବରିଷ୍ଠ ସାମ୍ବାଦିକ ସ୍ୱୟଂପ୍ରକାଶ ମହାପାତ୍ର ବୁଧବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ
Read More...

ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

୧୦୦ କୋଟି ଟଙ୍କା ଖର୍ଚ୍ଚହେବ , ୧୮ ମାସରେ କାମ ସରିବକଣ୍ଟିଲୋ ଜନସାଧାରଣଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି । ଭୁବନେଶ୍ବର: ଆଜି
Read More...

ମୋଦୀଙ୍କ କୋଭିଡ୍ ସମୀକ୍ଷା

କରୋନା ସ୍ଥିତି ନେଇ ଭର୍ଚ୍ଚୁଆଲ ମାଧ୍ୟମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାବାର୍ତ୍ତା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି, ଟିକାକରଣ କରୋନା ମୁକାବିଲା ପାଇଁ ବଡ ଅସ୍ତ୍ର। ବର୍ତ୍ତମାନ କିଛି ରାଜ୍ୟରେ ସଂକ୍ରମଣ ବଢୁଛି । ତେଣୁ ଆମକୁ ସତର୍କ ରହିବାକୁ
Read More...

ଓଡିଶାରେ ତାତି ଆହୁରି ବଢ଼ିବ

ଆହୁରି ୫ ଦିନ ରହିପାରେ ଟାଣ ଖରା । ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିପାରେ ତାତି । ଆଜି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ
Read More...

୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ

ପୁଣିଥରେ କରୋନା ତାର କାୟା ବିସ୍ତାର କରୁଥିବା ବେଳେ ବୁଷ୍ଟର ଡୋଜ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି । ଆଉ ଏସବୁ ଭିତରେ ଏବେ ୬ରୁ ୧୨ ବର୍ଷର ପିଲାଙ୍କୁ କରୋନା ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି । ୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ ଡିସିଜିଆଇ ଅନୁମତି ଦେଇଛି ।
Read More...

କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ

କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହେଲା ନୂଆ ବ୍ୟବସ୍ଥା । ଏଣିକି କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିପାରିବେ କୋଭିଡ ଅନାଥ।  ଏହି କୋଟାରେ ନାଁ ଲେଖାଇଥିବା ଛାତ୍ରଛାତ୍ରୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ। ନୂଆ ବ୍ୟବସ୍ଥା ଅନୁଯାୟୀ,
Read More...