ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ମଞ୍ଜୁଲତା କହଁର
ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ହେଲେ ମଞ୍ଜୁଲତା କହଁର । ବିଜେଡି ପକ୍ଷରୁ ସେ ପ୍ରାର୍ଥୀ ହୋଇଥିଲେ । ଆଉ କେହି ନାମାଙ୍କନ ଦାଖଲ କରିନଥିବାରୁ ସେ ର୍ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଡେପୁଟି ମେୟର ଭାବେ ନିର୍ବାଚିତ ହେବା ପରେ ସେ କହିଛନ୍ତି, ଯେଉଁ ଦାୟିତ୍ୱ ତାଙ୍କୁ!-->…
Read More...
Read More...