ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂହ

ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂହ। କଟକ ମହାନଗର ନିଗମ ମେୟର ନିର୍ବାଚନ ବିଜୟ ପରେ ସାଂସଦ ପଦ ଛାଡିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ଏନେଇ ସେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। କହିଛନ୍ତି, କଟକର ମେୟର ଭାବରେ ରହି କାମ କରିବି ।…
Read More...

ଦେଶରେ ଦିନକରେ ୧୨୪୭ ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢାଇଲା ଦିଲ୍ଲୀ

କରୋନାର ବଢୁଥିବା ଗ୍ରାଫ ସାରା ଦେଶରେ ଚିନ୍ତା ବଢାଇଛି । ଦେଶରେ ଗତ ୨୪ ଘଂଟାରେ ୧୨ ଶହ ୪୭ ନୂଆ ମାମଲା ଚିହ୍ନଟ ହୋଇଛି । ତେବେ ରବିବାର ତୁଳନାରେ ସୋମବାର ୯୩୬ କମ ମାମଲା ଆସିଛି । ରବିବାର ୨୧ ଶହ ୮୩ ସଂକ୍ରମିତ ଚିହ୍ନଟ ହୋଇଥିଲେ । ହେଲେ ଦିଲ୍ଲୀ ଏନସିଆରର ସ୍ଥିତି ଚିନ୍ତାଜନକ । ନୋଏଡ଼ାରେ…
Read More...

ମାହାଙ୍ଗା ଗଣହତ୍ୟା: ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାରେ ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ସମସ୍ତଙ୍କ ଦେହରେ ଏକାଧିକ କ୍ଷତ ରହିଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ଟଣା ଭିଡା, ଜୋର ଜବରଦସ୍ତ ଭିତରେ ଘଟଣା ଘଟିଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ବିଷକ୍ରିୟା ପାଇଁ ମୃତ୍ୟୁ ନେଇ ରିପୋର୍ଟରେ ଉଲ୍ଲେଖ ନାହିଁ ।…
Read More...

କରୋନାର ଚତୃର୍ଥ ଲହରକୁ ନେଇ କ’ଣ କହିଲେ ଆଇଆଇଟି ପ୍ରଫେସର

ଦେଶର ଅନେକ ରାଜ୍ୟରେ ଏବେ କରୋନା ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବା ବେଳେ ପୁଣି ଘାରିଛି କରୋନା ଭୟ । କରୋନାର ଚତୃର୍ଥ ଲହରକୁନେଇ ପୁଣି ପଶିଛି ଚିନ୍ତା ।ତେବେ ପୂର୍ବରୁ ଦୁଇ ଦୁଇ ଥର କରୋନାକୁ ନେଇ ସଠିକ ଭବିଷ୍ୟବାଣୀ କରିସାରିଥିବା କାନପୁରର ଆଇଆଇଟି ପ୍ରଫେସର ଚତୃର୍ଥ ଲହରକୁ ନେଇ…
Read More...

ପ୍ରଶାନ୍ତ କିଶୋର କି ନିଷ୍ପତ୍ତି ନେଲେ

ନୂଆଦିଲ୍ଲୀ: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଗତ ତିନି ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ କଂଗ୍ରେସର ଶୀର୍ଷ ନେତୃତ୍ୱଙ୍କୁ ଭେଟିଛନ୍ତି। ସୋମବାର କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଘରେ ଏକ ବଡ଼ ବୈଠକ ବସିଛି। ସୋନିଆ ଗାନ୍ଧୀ, ପ୍ରିୟଙ୍କା ,ଅମ୍ବିକା ସୋନୀ, ପି.ଚିଦାମ୍ବରମ, ଜୟରାମ…
Read More...

ଓମଫେଡ୍ କ୍ଷୀର: କେତେ ଥିଲା, କେତେ ହେବ?

ଭୁବନେଶ୍ବର: ମହଙ୍ଗା ମାଡ଼ରେ ସାଧାରଣ ଲୋକେ ଅସ୍ତବ୍ୟସ୍ତ> ଦିନକୁ ଦିନ ବିଭିନ୍ନ ସାମଗ୍ରୀର ମୂଲ୍ୟ ବଢିବାରେ ଲାଗିଛି। ବଢିବ ଓମଫେଡ୍ କ୍ଷୀର ଦର ଓମଫେଡ଼ କ୍ଷୀର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି ପାଇବ । ଆସନ୍ତା ୨୧ ତାରିଖରୁ ଏହି ନୂଆ ଦର ଲାଗୁ ହେବ। ଓମଫେଡ ଦର ବୃଦ୍ଧି ପରେ ୫ ଶହ ମିଲିଲିଟର…
Read More...

ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ; କିପରି କରିବେ ଡାଉନଲୋଡ

କଟକ: ଆଜିଠୁ ମିଳିବ ମାଟ୍ରିକ ଆଡମିଟ କାର୍ଡ। ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ ଆସେସମେ ପାଇଁ ଅନଲାଇନରେ ଆଡମିଟ କାର୍ଡ ମିଳିବ। ବୋର୍ଡ ୱେବସାଇଟରୁ ଛାତ୍ରଛାତ୍ରୀ ମାନେ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ଆଜି ଦିନ ୧୦ଟାରେୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହେବ। ସେହିପରି…
Read More...

ମନଲାଖି ନେତା ପାଉନାହାନ୍ତି ସୋନିଆ

ପ୍ରଶାନ୍ତଙ୍କ ଫର୍ମୁଲା ପରେ କଂଗ୍ରେସରେ ଉତ୍ସାହଚାରି କାର୍ଯ୍ୟକାରୀ ସଭାପତିଙ୍କୁ ନିଆଯାଇପାରେଆଲୋଚନା ପାଇଁ ୨୨ରେ ଆସୁଛନ୍ତି ଚେଲ୍ଲାକୁମାର ନୂଆଦିଲ୍ଲୀ: ରାଜନୀତି ରଣନୀତିକାର ପ୍ରଶାନ୍ତ କିଶୋର ୨୦୨୪ ନିର୍ବାଚନ ସଂକ୍ରାନ୍ତରେ ଯେଉଁ ଫର୍ମୁଲା କଂଗ୍ରେସ ହାଇକମାଣ୍ଡଙ୍କୁ ଧରାଇଛନ୍ତି,…
Read More...

୧୧ ସପ୍ତାହ ପରେ ୩୫% ବଢିଲା ଦେଶରେ ସାପ୍ତାହିକ ସଂକ୍ରମଣ

ନୂଆଦିଲ୍ଲୀ: ପୁଣି ଡରାଇଲା କରୋନା। ଦେଶରେ କରୋନା ସଂକ୍ରମଣ ଏବେ ବୃଦ୍ଧି ସଙ୍କେତ ମିଳିଲାଣି। ୧୧ ସପ୍ତାହ ପରେ ଦେଶରେ ସାପ୍ତାହିକ କରୋନା ସଂକ୍ରମଣ ୩୫ ପ୍ରତିଶତ ବୃଦ୍ଧି ପାଇଛି। ମୋଟ ଉପରେ ଦେଶରେ ସଂକ୍ରମଣ ହାର କମୁଥିବା ବେଳେ ଦିଲ୍ଲୀ, ହରିୟାଣା, ଉତ୍ତର ପ୍ରଦେଶରେ ସଂକ୍ରମଣ ବଢୁଥିବାରୁ…
Read More...

ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଙ୍ଘ

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଡ୍ରାଇଭର । ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଲା ଓଡିଶା ଡ୍ରାଇଭର ମହାସଂଘ । ରାଜଧାନୀରେ ୩୦ ଜିଲ୍ଲାର ଗାଡି ଚାଳକ ମାନେ ଏକାଠି ହୋଇଛନ୍ତି । ୧୦ ଦଫା ଦାବି ନେଇ ରାଜଧାନୀରେ ମାଷ୍ଟର କ୍ୟାଣ୍ଟିନରେ ହଜାର ହାଜର ଡ୍ରାଇଭର ଏକାଠି ହୋଇଛନ୍ତି । ଭୁବନେଶ୍ୱରରେ ନିଜ…
Read More...