କାଲି ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ, ଆଜି ନେତ୍ର ଉତ୍ସବ
କାଲି ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ଏନେଇ ଚଳଚଞ୍ଚଳ ହୋଇପଡିଛି ଏକାମ୍ର କ୍ଷେତ୍ର । ଆଜି ନେତ୍ର ଉତ୍ସବ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ସନ୍ଧ୍ୟା ଆଳତୀ ନୀତି ପରେ ରାତିରେ ଶୁଭ ମୂହୁର୍ତ୍ତରେ ରଥ ପ୍ରତିଷ୍ଠା ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପ ପରେ ମୁକ୍ତେଶ୍ୱର ମନ୍ଦିର!-->…
Read More...
Read More...