ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ
କଟକ: ଆଜି ଜାତୀୟ କ୍ରୀଡା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।
କଟକ ଆଇପିଏସ ମେସସ୍ଥିତ ଆର.କେ.!-->!-->!-->…
Read More...
Read More...